ଚନ୍ଦ୍ରପୁରମ୍ ପୋନ୍ନୁସ୍ୱାମୀ ରାଧାକ୍ରିଷ୍ଣନ୍ ହେଲେ ନୂଆ ଉପ-ରାଷ୍ଟ୍ରପତି

ନୂଆଦିଲ୍ଲୀ: ଚନ୍ଦ୍ରପୁରମ୍ ପୋନ୍ନୁସ୍ୱାମୀ ରାଧାକ୍ରିଷ୍ଣନ୍ ହେଲେ ନୂଆ ଉପ-ରାଷ୍ଟ୍ରପତି । INDIA ବ୍ଲକ ପ୍ରାର୍ଥୀ ବି ସୁଦର୍ଶନ ରେଡ୍ଡୀଙ୍କୁ ହରାଇ ହେଲେ ବିଜୟ । ପ୍ରାୟ 98.2 ପ୍ରତିଶତ ମତଦାନ ହୋଇଥିବା ସୂଚନା ମିଳିଛି । 452 ପ୍ରଥମ ପସନ୍ଦ ଭୋଟ … Read More

ହିମାଚଳ ବନ୍ୟାଞ୍ଚଳ ପରିଦର୍ଶନ କଲେ ପ୍ରଧାନମନ୍ତ୍ରୀ; ବିପନ୍ନଙ୍କୁ ୧୫୦୦ କୋଟି ଟଙ୍କା ସହାୟତା ଘୋଷଣା

ହିମାଚଳ ପ୍ରଦେଶ : ହିମାଚଳ ପ୍ରଦେଶ ବନ୍ୟା ଏବଂ ଭୂସ୍ଖଳନ ପ୍ରଭାବିତ ଅଞ୍ଚଳ ଆକାଶମାର୍ଗରରୁ ପରିଦର୍ଶନ କଲେ ପ୍ରଧାନମନ୍ତ୍ରୀ ମୋଦି । ହିମାଚଳ ପ୍ରଦେଶର ମଣ୍ଡି ଏବଂ କୁଲୁର ବିପର୍ଯ୍ୟୟରେ ପ୍ରଭାବିତ ଅଞ୍ଚଳଗୁଡ଼ିକର ଆକାଶ ମାର୍ଗରେ ସର୍ଭେ କରିଛନ୍ତି । ପ୍ରଧାନମନ୍ତ୍ରୀ ବନ୍ୟା … Read More

ଆମେରିକାକୁ ଚୀନ୍ ରାଷ୍ଟ୍ରଦୂତଙ୍କ ବାର୍ତ୍ତା; ‘ଏକାଠି ଲଢିବେ ଭାରତ-ଚୀନ୍‌’,

ନୂଆଦିଲ୍ଲୀ: ଆମେରିକାର ଶୁଳ୍କ ଉତ୍ତେଜନା ଭିତରେ ଏବେ ନିକଟତର ହୋଇଛନ୍ତି ଚୀନ ଏବଂ ଭାରତ । ଚୀନ୍ ରାଷ୍ଟ୍ରଦୂତ ଜୁ ଫିହୋଙ୍ଗ ସିଧା ଆମେରିକାକୁ ବଡ ବାର୍ତ୍ତା ଦେଇଛନ୍ତି । କହିଛନ୍ତି ଯେ ଭାରତ ଏବଂ ଚୀନ୍‌ ମିଳିତ ଭାବରେ ଆମେରିକାର … Read More

ସୋସିଆଲ୍ ମିଡିଆ ଉପରୁ ପ୍ରତିବନ୍ଧକ ହଟାଇଲେ ନେପାଳ ସରକାର

କାଠମାଣ୍ଡୁ: ସୋସିଆଲ୍ ମିଡିଆ ଉପରୁ ପ୍ରତିବନ୍ଧକ ହଟାଇଲେ ନେପାଳ ସରକାର। ବିକ୍ଷୋଭକାରୀଙ୍କ ମୃତ୍ୟୁ ଓ ତୀବ୍ର ଉତ୍ତେଜନା ପରେ ନିଷ୍ପତ୍ତି ନେଲେ ସରକାର। ଏବେ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲି ଇସ୍ତଫା ଦେବେ ନାହିଁ ବୋଲି ସୂଚନା ମିଳିଛି। ସୋସିଆଲ୍ ମିଡିଆ … Read More

ଏସଆଇଆରକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ, ଆଧାର ହେବ ‘ଦ୍ଵାଦଶ କାଗଜପତ୍ର’

ବିହାରରେ ସ୍ଵତନ୍ତ୍ର ପୁଙ୍ଖାନୁପୁଙ୍ଖ ପୁନଃନିରୀକ୍ଷଣ(ଏସଆଇଆର) ଲାଗୁ ସମ୍ପର୍କିତ ମାମଲାରେ ସୁପ୍ରିମକୋର୍ଟ ସୋମବାର ବଡ଼ ରାୟ ଦେଇଛନ୍ତି। ଏସଆଇଆର କାର୍ଯ୍ୟକାରୀ କ୍ଷେତ୍ରରେ ନାଗରିକଙ୍କ ପରିଚୟପତ୍ର ଯାଞ୍ଚ ଲାଗି ଆଧାର କାର୍ଡକୁ ‘ଦ୍ଵାଦଶ କାଗଜପତ୍ର’ ରୂପେ ଗ୍ରହଣ କରିବାକୁ ସୁପ୍ରିମକୋର୍ଟ ନିର୍ଦେଶ ଦେଇଛନ୍ତି। ମତଦାତା … Read More

ଲୋକଙ୍କ କାନ୍ଧରେ ବସି ବନ୍ୟାଞ୍ଚଳ ବୁଲିଲେ କଂଗ୍ରେସ ସାଂସଦ, ଭିଡିଓ ଭାଇଇରାଲ ପରେ ଘେରିଲା ବିଜେପି

ପାଟନା: ରବିବାର ବିହାରର କଟିହାରର ମଣିହାରୀ ଏବଂ ବରାରୀ ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଛନ୍ତି କଂଗ୍ରେସ ସାଂସଦ ତାରିକ ଅନୱର । ଏହି ସମୟରେ ଗ୍ରାମବାସୀମାନେ ତାରିକ ଅନୱରଙ୍କୁ କାନ୍ଧରେ ବୋହି ନେଉଥିବାର ଦେଖାଯାଇଥିଲା, ଯାହାର ଭିଡିଓ ସୋସିଆଲ ମିଡିଆରେ … Read More

ସୋସିଆଲ ମିଡିଆ ବ୍ୟାନକୁ ନେଇ ନେପାଳ ଅଶାନ୍ତ, ସଂସଦରେ ପଶିଲେ ପ୍ରଦର୍ଶନକାରୀ; ୧୪ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ:ସରକାରଙ୍କ ଦ୍ବାରା ଫେସବୁକ୍, ୟୁଟ୍ୟୁବ୍ ଏବଂ ଏକ୍ସ ସମେତ ଅଧିକାଂଶ ସୋସିଆଲ ମିଡିଆ ପ୍ଲାଟଫର୍ମକୁ ନିଷିଦ୍ଧ କରିବା ନିଷ୍ପତ୍ତି ପରେ ନେପାଳରେ ଅରାଜକତା ଦେଖାଦେଇଛି। Gen-Z ଅର୍ଥାତ୍ ଯୁବପିଢ଼ି ଏହାର ବିରୋଧ କରିବା ଆରମ୍ଭ କରିଛନ୍ତି। ଏହି ଯୁବକମାନେ ସେପ୍ଟେମ୍ବର 8 … Read More

ଏନଆଇଏର ବଡ଼ କାର୍ଯ୍ୟାନୁଷ୍ଠାନ, ଜମ୍ମୁ-କଶ୍ମୀର ସମେତ ୫ ରାଜ୍ୟର ୨୨ ସ୍ଥାନରେ ଚଢ଼ାଉ

ଶ୍ରୀନଗର: ସୋମବାର ସକାଳୁ ଜମ୍ମୁ-କାଶ୍ମୀରର ଅନେକ ସ୍ଥାନରେ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନଆଇଏ) ଚଢାଉ କରିଛି । ଏହା ସହିତ ଦେଶର ବିଭିନ୍ନ ରାଜ୍ୟରେ ମଧ୍ୟ ଚଢାଉ କରାଯାଉଛି । ପ୍ରାରମ୍ଭିକ ସୂଚନା ଅନୁଯାୟୀ, ଦେଶର ପ୍ରାୟ ୨୨ଟି ସ୍ଥାନରେ ଚଢାଉ … Read More

ଶିଶୁ ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ୍; ୬ ଶିଶୁ ଉଦ୍ଧାର ୧୨ ଗିରଫ

ନୂଆଦିଲ୍ଲୀ: ବଡ ଶିଶୁ ଚୋର ଗ୍ୟାଙ୍ଗର ପର୍ଦ୍ଦାଫାଶ କଲା ଦିଲ୍ଲୀ ପୋଲିସ । ଏହି ଗ୍ୟାଙ୍ଗର ପିଲାମାନଙ୍କୁ ଚୋରି କରିବା ପରେ ବିକ୍ରି କରୁଥିଲା । ତେବେ ଘଟଣାରେ ୧୨ ଜଣଙ୍କୁ ଗିରଫ କରାଯାଇଥିବାବେଳେ, ସେମାନଙ୍କ ନିକଟରୁ ୬ ଜଣ ଶିଶୁଙ୍କୁ … Read More

ହସପିଟାଲରୁ କ୍ୟାବିନେଟ ମିଟିଂ କଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ, ପ୍ରଭାବିତ ଚାଷୀଙ୍କ ପାଇଁ କଲେ ବଡ଼ ଘୋଷଣା

ପଞ୍ଜାବ : ପଞ୍ଜାବରେ ବନ୍ୟା ସବୁକିଛି ଛାରଖାର କରିଦେଛି । ପଞ୍ଜାବ ସରକାର ବନ୍ୟାରେ ପ୍ରଭାବିତ ଚାଷୀଙ୍କ ପାଇଁ ୨୦ ହଜାର ପ୍ରତି ଏକର କ୍ଷତିପୂରଣ ଘୋଷଣା କରିଛନ୍ତି । ଏନେଇ କ୍ୟାବିନେଟ ବୈଠକରେ ନିଷ୍ପତ୍ତି ନିଆଯାଇଛି । ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ … Read More