ଚାରଧାମ ଯାତ୍ରାର ରେଜିଷ୍ଟ୍ରେସନ୍ ଆରମ୍ଭ, ଜାଣନ୍ତୁ କିପରି କରିବେ ପଞ୍ଜୀକରଣ

ଉତ୍ତରାଖଣ୍ଡ : ପାଗରେ ସୁଧାର ଆସିବା ପରେ ଉତ୍ତରାଖଣ୍ଡ ସରକାର ପୁଣି ଚାରଧାମ ଯାତ୍ରାର ରେଜିଷ୍ଟ୍ରେସନ୍ ଆରମ୍ଭ କରିଛନ୍ତି । ପ୍ରବଳ ବର୍ଷା ଯୋଗୁଁ ବନ୍ଦ ହୋଇଥିବା ଅନଲାଇନ ଏବଂ ଅଫଲାଇନ ପ୍ରକ୍ରିୟା ପୁଣି ଥରେ ଉପଲବ୍ଧ ହୋଇଛି । ଚାମୋଲି, ରୁଦ୍ରପ୍ରୟାଗ … Read More

ଲାଲକିଲ୍ଲା ପରିସରରୁ ସୁନା, ହୀରା ଖଚିତ ୧ କୋଟିରୁ ଊର୍ଦ୍ଧ୍ବ ଟଙ୍କାର କଳସ ଚୋରି

ନୂଆଦିଲ୍ଲୀ : ଲାଲକିଲ୍ଲା ପରିସରରୁ ଏକ କୋଟି ଟଙ୍କାର କଳସ ଚୋରି ହୋଇଛି । ଲାଲକିଲ୍ଲା ପରିସରରେ ଏକ ଧାର୍ମିକ ଅନୁଷ୍ଠାନ ଚାଲିଥିବା ବେଳେ ସମସ୍ତେ ବ୍ୟସ୍ତ ଥିବା ବେଳେ ଏହି କଳସ ଚୋରି ହୋଇଥିବା ଜଣାପଡିଛି । ପୋଲିସ ଏହି ମାମଲାର … Read More

ଇଣ୍ଡିଗୋ ବିମାନରେ ଯାନ୍ତ୍ରିକ ତ୍ରୁଟି, ଅଧାରୁ କୋଚି ଫେରିଲା ଆବୁଧାବି ଯାଉଥିବା ବିମାନ

କୋଚି : କେରଳର କୋଚି ବିମାନବନ୍ଦରୁ ଉଡ଼ାଣ ଭରିଥିବା ଇଣ୍ଡିଗୋ ବିମାନ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ମଝି ଆକାଶରୁ ଫେରିଆସିଛି । ବିମାନଟି କୋଚିରୁ ଆବୁଧାବିକୁ ଯାଉଥିଲା । ଉଡ଼ାଣ ଭରିବାର କିଛି ସମୟ ପରେ ତ୍ରୁଟି ଦେଖାଦେବାରୁ ବିମାନକୁ ଫେରାଇ ଆଣିବା … Read More

ଗୁଜୁରାଟରେ ଅଘଟଣ, ରୋପୱେ ଭାଙ୍ଗିବାରୁ ୬ଜଣଙ୍କ ଜୀବନ ଗଲା

ଗୁଜୁରାଟ : ପଞ୍ଚମହଲ ଜିଲ୍ଲାର ପାବାଗଡରେ ଥିବା ମହାକାଳୀ ମନ୍ଦିରରେ ଘଟିଛି ଅଘଟଣ । ଶକ୍ତିପୀଠରେ ମାଲବାହୀ ରୋପୱେ ଭାଙ୍ଗିଯିବାରୁ ଶନିବାର ୬ ଜଣଙ୍କର ମୃତ୍ୟୁ ହୋଇଛି। ଘଟଣା ସମ୍ପର୍କରେ ସୂଚନା ପାଇବା ମାତ୍ରେ ସ୍ଥାନୀୟ ପୋଲିସ ଏବଂ ଅଗ୍ନିଶମ ବାହିନୀ ଦଳ … Read More

ଭୁଶୁଡ଼ିଲା ୪ ମହଲା କୋଠା, ଉଦ୍ଧାର ଓ ରିଲିଫ୍ କାର୍ଯ୍ୟ ଜାରି

ଦିଲ୍ଲୀ: ଆଜି ଅପରାହ୍ନରେ ରାଜଧାନୀ ଦିଲ୍ଲୀର ବଦରପୁର ଅଞ୍ଚଳରେ ଏକ ୪ ମହଲା କୋଠା ହଠାତ୍ ଭୁଶୁଡ଼ି ପଡିଛି ।  ଦୁର୍ଘଟଣାର ସୂଚନା ପାଇବା ମାତ୍ରେ ଦିଲ୍ଲୀ ପୋଲିସ, ଅଗ୍ନିଶମ ବିଭାଗ ଏବଂ ସିଭିଲ ଡିଫେନ୍ସ ଦଳ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର … Read More

‘ୟୁକ୍ରେନ ଶାନ୍ତିରେ ଭାରତର ଭୂମିକା ଗୁରୁତ୍ୱପୂର୍ଣ୍ଣ’, ୟୁରୋପୀୟ ସଂଘ ନେତାଙ୍କ ସହ କଥା ହେଲେ ମୋଦି….

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତ-ୟୁରୋପୀୟ ସଂଘ ସମ୍ପର୍କ ସମୀକ୍ଷା ଏବଂ ଆଗକୁ ବଢ଼ାଇବା ପାଇଁ ୟୁରୋପୀୟ ପରିଷଦର ଅଧ୍ୟକ୍ଷ ଆଣ୍ଟୋନିଓ କୋଷ୍ଟା ଏବଂ ୟୁରୋପୀୟ କମିଶନର ଅଧ୍ୟକ୍ଷ ଉର୍ସୁଲା ଭନ୍ ଡେର୍ ଲେଏନଙ୍କ ସହ ଏକ ମିଳିତ ଟେଲିଫୋନ୍ କଲ୍ … Read More

ଅମର ହେବାକୁ ଚାହାଁନ୍ତି କି ପୁଟିନ୍ ଏବଂ ଜିନପିଙ୍ଗ

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଚୀନ ରାଷ୍ଟ୍ରପତି ସି ଜିନପିଙ୍ଗ କାନ୍ଧକୁ କାନ୍ଧ ମିଳାଇ ଚାଲିବା ସମୟରେ ତାଙ୍କର ଏକ ବାର୍ତ୍ତାଳାପ ଖୁବ୍ ଭାଇରାଲ ହେଉଛି । ଅଙ୍ଗ ପ୍ରତିରୋପଣ ମାଧ୍ୟମରେ ଅମରତ୍ୱ ଏବଂ ମଣିଷ ୧୫୦ ବର୍ଷ … Read More

ଥମିବ କି ରୁଷ- ୟୁକ୍ରେନ ଯୁଦ୍ଧ? କଥାବାର୍ତ୍ତା ଲାଗି ୟୁକ୍ରେନ ରାଷ୍ଟ୍ରପତିଙ୍କୁ ମସ୍କୋ ଆସିବାକୁ ପୁଟିନଙ୍କ ନିମନ୍ତ୍ରଣ

ଥମିବ କି ରୁଷ- ୟୁକ୍ରେନ ଯୁଦ୍ଧ ?  ଯୁଦ୍ଧରେ ଅନ୍ତ ଘଟାଇବାକୁ ଆଗଭର କି ପୁଟିନ ?  ଶାନ୍ତି କଥାବାର୍ତ୍ତା ପାଇଁ ଜେଲେନସ୍କିଙ୍କୁ ରୁଷ ରାଷ୍ଟ୍ରପତିଙ୍କ ନିମନ୍ତ୍ରଣ ।  ରୁଷ- ୟୁକ୍ରେନ ଯୁଦ୍ଧ ସଂପର୍କରେ ସିଧାସଳଖ କଥାବାର୍ତ୍ତା ପାଇଁ ୟୁକ୍ରେନ ରାଷ୍ଟ୍ରପତି … Read More

ବନ୍ୟା ଘେରରେ ରାଜଧାନୀ ଦିଲ୍ଲୀ, ଜଳମଗ୍ନ ହୋଇଛି ଅନେକ ତଳିଆ ଅଞ୍ଚଳ

ଦିଲ୍ଲୀ : ବନ୍ୟା ଘେରରେ ରାଜଧାନୀ ଦିଲ୍ଲୀ । ବୁଡ଼ିଛି ଘରଦ୍ୱାର ରାସ୍ତାଘାଟ । ଅନେକ ଅଞ୍ଚଳ ରହିଛି ଜଳମଗ୍ନ । ଲଗାଣ ବର୍ଷା ଯୋଗୁଁ ହାଥନିକୁଣ୍ଡ ବ୍ୟାରେଜରୁ ପାଣି ଛଡ଼ାଯିବା ପରେ ବଢୁଛି ଯମୁନା ନଦୀର ଜଳସ୍ତର ।  ଫଳରେ ଦିଲ୍ଲୀର … Read More

ପଞ୍ଜାବ ବନ୍ୟାରେ ୪୩ ଜଣଙ୍କ ମୃତ୍ୟୁ, ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ଶିବରାଜ ସିଂହ ଚୌହାନ ଓ କେଜରିୱାଲ

ପଞ୍ଜାବ : ପଞ୍ଜାବରେ ବନ୍ୟା ପ୍ରଭାବରେ ବହୁତ କ୍ଷୟକ୍ଷତି ହୋଇଛି  ।  ଏପର୍ଯ୍ୟନ୍ତ ବନ୍ୟା ଯୋଗୁଁ ୪୩ ଜଣଙ୍କର ମୃତ୍ୟୁ ହୋଇଛି ।  ୨୩ଟି ଜିଲ୍ଲାର ୧୯୦୨ ରୁ ଅଧିକ ଗାଁ ପାଣି ଦ୍ୱାରା ପ୍ରଭାବିତ ହୋଇଛି ।  ଗାଁ ଗୁଡ଼ିକରେ ବନ୍ୟା … Read More