ମା’ଙ୍କୁ ଗାଳି ରାଜନୀତିକୁ କଡ଼ା ଭର୍ତ୍ସନା କଲେ ମୋଦି
ବିହାର: ବିହାର ଦରଭଙ୍ଗାରେ କଂଗ୍ରେସ-ଆରଜେଡି ଭୋଟର ଅଧିକାରୀ ରାଲିରେ ମୋଦିଙ୍କ ମା’ଙ୍କୁ ଗାଳି ଦେବା ମାମଲାରେ କଡ଼ା ପ୍ରତିକ୍ରିୟା ରଖିଛନ୍ତି ପ୍ରଧାନମନ୍ତ୍ରୀ । ମୋଦି କହିଛନ୍ତି, ‘ବିହାର ଭଳି ସମୃଦ୍ଧ ପରମ୍ପରା ଭଳି ରାଜ୍ୟରେ ଏଭଳି ସ୍ଥିତି ଉପୁଜିବ, ଏଠାରେ ମା’ର … Read More
