ଟ୍ରମ୍ପଙ୍କ ଟାରିଫ୍ ମଧ୍ୟରେ ୟୁକ୍ରେନର ସଙ୍କଟମୋଚକ ସାଜିଲା ଭାରତ, ପାଲଟିଲା ସବୁଠୁ ବଡ଼ ଡିଜେଲ ଯୋଗାଣକାରୀ ଦେଶ

କିଭ୍‌ – ଭାରତ ଜୁଲାଇ ୨୦୨୫ରେ ୟୁକ୍ରେନ୍‌ର ସବୁଠୁ ବଡ଼ ଡିଜେଲ୍‌ ଯୋଗାଣକାରୀ ହୋଇଛି, ଯାହା ଦେଶର ମୋଟ ଡିଜେଲ୍‌ ଆମଦାନୀର ୧୫.୫ ପ୍ରତିଶତ ଭାଗ ପ୍ରଦାନ କରୁଛି। ଏହି ଉପଲବ୍ଧି ବିଶ୍ୱ ଶକ୍ତି ବ୍ୟାପାରରେ ଏକ ଗୁରୁତ୍ତ୍ୱପୂର୍ଣ୍ଣ ପରିବର୍ତ୍ତନକୁ ଦର୍ଶାଇ … Read More

ବିହାରରେ ନୀତିଶଙ୍କ ବିରୋଧରେ ଇଣ୍ଡି ମେଣ୍ଟର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ହେବେ ତେଜସ୍ଵୀ !

ପାଟନା : ବିହାରରେ ଇଣ୍ଡି ମେଣ୍ଟ ବା ମହାମେଣ୍ଟର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀକୁ ନେଇ କଳ୍ପନାଜଳ୍ପନା ଲାଗି ରହିଥିବାବେଳେ ଶନିବାର ଏଥିରେ ଏକପ୍ରକାର ସ୍ପଷ୍ଟତା ଆସିଛି। ଆରଜେଡି ନେତା ତେଜସ୍ଵୀ ଯାଦବ ବିରୋଧୀ ଦଳର ମୁଖ୍ୟମନ୍ତ୍ରୀ ଚେହେରା ହେବାକୁ ଯାଉଛନ୍ତି। ଯଦିଓ ଏ … Read More

ଟ୍ରମ୍ପଙ୍କ ମୃତ୍ୟୁକୁ ନେଇ ସାମାଜିକ ଗଣମାଧ୍ୟମରେ ଟ୍ରେଣ୍ଡ କରୁଛି ଗୁଜବ

ନୂଆଦିଲ୍ଲୀ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମୃତ। ଆମେରିକା ସମେତ ଅନେକ ଦେଶରେ ସାମାଜିକ ଗଣମାଧ୍ୟମରେ ଟ୍ରେଣ୍ଡ କରୁଛି ଏଭଳି ଗୁଜବ। ଏହାର କାରଣ ମଧ୍ୟ ଆଶ୍ଚର୍ଯ୍ୟଜନକ। ତାହା ହେଉଛି ଟ୍ରମ୍ପଙ୍କ ସ୍ଵାସ୍ଥ୍ୟାବସ୍ଥା ଏବଂ ୭୨ ଘଣ୍ଟା ଧରି ଗଣମାଧ୍ୟମରେ … Read More

ଶିଘ୍ର ଆସିବ ଆଧାର ମୋବାଇଲ୍‌ ଆପ୍‌ 

ନୂଆଦିଲ୍ଲୀ : ଆଧାରକାର୍ଡକୁ ନେଇ ଆସିଲା ବଡ ଓ ନୂଆ ଅପଡେଟ୍‌ । ଭାରତୀୟ ସ୍ୱତନ୍ତ୍ର ପରିଚୟ ପ୍ରାଧିକରଣ (ୟୁଆଇଡିଏଆଇ) ଇ-ଆଧାର ମୋବାଇଲ୍‌ ଆପ୍‌ ଲଞ୍ଚ କରିବା ନେଇ ପ୍ରସ୍ତୁତି କରୁଛି ଓ ଏହି ଆଧାର ମୋବାଇଲ୍‌ ଆପ୍‌ (ଇ-ଆଧାର ଆପ୍‌) … Read More

ଡିସେମ୍ବରରେ ଭାରତ ଆସିବେ ପୁଟିନ

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଡିସେମ୍ବରରେ ଭାରତ ଗସ୍ତରେ ଆସିବେ। କ୍ରେମଲିନର ବରିଷ୍ଠ ଅଧିକାରୀ ୟୁରି ଉଶାକୋଭ ଏହା ନିଶ୍ଚିତ କରିଛନ୍ତି। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ପୁଟିନ ସୋମବାର ଚୀନରେ ଅନୁଷ୍ଠିତ ହେବାକୁ ଥିବା … Read More

ଚନ୍ଦ୍ରଯାନ-୫ ମିସନ ପାଇଁ ହାତ ମିଳାଇବେ ଇସ୍ରୋ ଓ ଜାପାନୀ ମହାକାଶ ସଂସ୍ଥା

ଟୋକିଓ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ଚନ୍ଦ୍ରଯାନ-୫ ମିଶନ ପାଇଁ ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ଏବଂ ଜାପାନ ଏରୋସ୍ପେସ୍ ଅନୁସନ୍ଧାନ ସଂସ୍ଥା (ଜାକ୍ସା) ମଧ୍ୟରେ ସହଯୋଗ ଘୋଷଣା କରିଛନ୍ତି। ମୋଦୀ କହିଛନ୍ତି ଯେ ଆମେ ଚନ୍ଦ୍ରଯାନ-୫ ମିଶନ … Read More

ପ୍ରତ୍ୟେକ ପରିବାରର ଜଣେ ମହିଳାଙ୍କୁ ମିଳିବ ୧୦ ହଜାର ଟଙ୍କା ; ସରକାରଙ୍କ ବଡ ଘୋଷଣା

ପାଟନା : ମହିଳାଙ୍କ ପାଇଁ ବଡ ଘୋଷଣା। ପ୍ରତ୍ୟେକ ପରିବାରର ଜଣେ ମହିଳାଙ୍କୁ ମିଳିବ ୧୦ ହଜାର ଟଙ୍କା। ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ୨୯ ଅଗଷ୍ଟରେ ଏକ ବଡ ଘୋଷଣା କରିଛନ୍ତି । ସେ ସୋସିଆଲ ମିଡିଆରେ ପୋଷ୍ଟ କରିଛନ୍ତି … Read More

ରାସ୍ତା ମଝିରେ ଖଣ୍ଡା ଧରି ଗଟକା ପ୍ରଦର୍ଶନ କରୁଥିବା ଶିଖ ଯୁବକଙ୍କୁ ଗୁଳି କରି ହତ୍ୟା କଲା ଆମେରିକା ପୁଲିସ

ୱାଶିଂଟନ ଡିସି: ଆମେରିକାରୁ ଜଣେ ୩୫ ବର୍ଷୀୟ ଶିଖ୍ ଯୁବକଙ୍କୁ ଗୁଳି ମାରି ହତ୍ୟା କଲା ଆମେରିକା ପୁଲିସ। ଆମେରିକା ଲସ୍ ଆଞ୍ଜେଲସ୍‌ରେ ଯୁବକ ଜଣଙ୍କ ରାସ୍ତା ମଝିରେ ପ୍ରାଚୀନ ସାମରିକ କଳା ଗଟକାର ପ୍ରଦର୍ଶନ କରୁଥିବା ସସମୟରେ ପୁଲିସକୁ ଆକ୍ରମଣ … Read More

ପ୍ରଥମ ଥର ଯୁଦ୍ଧରେ ସି-ଡ୍ରୋନ ବ୍ୟବହାର କଲା ଋଷିଆ, ବୁଡାଇ ଦେଲା ୟୁକ୍ରେନର ଯୁଦ୍ଧପୋତ

ମସ୍କୋ ୨୯।୮: ୟୁକ୍ରେନ ବିପକ୍ଷରେ ଜାରି ଯୁଦ୍ଧରେ ଋଷିଆ ପ୍ରଥମ ଥର ସମୁଦ୍ର ଡ୍ରୋନ ବ୍ୟବହାର କରିଛି। ଏଥିରେ ୟୁକ୍ରେନ ନୌସେନାର ସବୁଠୁ ବଡ଼ ଯୁଦ୍ଧପୋତକୁ ବୁଡାଇ ଦିଆଯାଇଛି। ଋଷିଆ ଦାବି କରିଛି ଯେ ଯୁଦ୍ଧରେ ସି-ଡ୍ରୋନ ବ୍ୟବହାର କରି ୟୁକ୍ରେନ … Read More

ଆଇଏମଏଫର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ହେଲେ ପୂର୍ବତନ ଆରବିଆଇ ଗଭର୍ଣ୍ଣର ଉର୍ଜିତ ପଟେଲ

ନୂଆଦିଲ୍ଲୀ : ପୂର୍ବତନ ଆରବିଆଇ ଗଭର୍ଣ୍ଣର ଉର୍ଜିତ ପଟେଲଙ୍କୁ ଆଇଏମଏଫର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଭାବରେ ଶୁକ୍ରବାର ନିଯୁକ୍ତ କରାଯାଇଛି। ପୂର୍ବରୁ ତାଙ୍କୁ ରଘୁରାମ ରାଜନଙ୍କ ପରେ ଆରବିଆଇ ଗଭର୍ଣ୍ଣର ଭାବେ ନିଯୁକ୍ତି ମିଳିଥିଲା । ବର୍ତ୍ତମାନ ତାଙ୍କୁ ଆଇଏମଏଫରେ ଏକ ନୂଆ … Read More