ଆଇଆରଏସ ଅଧିକାରୀଙ୍କ ଝିଅକୁ ଦୁଷ୍କର୍ମ ଓ ହତ୍ୟା ଘଟଣା: ହତ୍ୟାକାରୀ ଘରୋଇ ସହାୟକକୁ ଗିରଫ କଲା ପୋଲିସ

ନୂଆଦିଲ୍ଲୀ : ଦିଲ୍ଲୀର ଦକ୍ଷିଣ-ପୂର୍ବ ଅଞ୍ଚଳରେ ଥିବା ଅମର କଲୋନୀରେ ଆଇଆରଏସ ଅଧିକାରୀଙ୍କ ଝିଅକୁ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ନୂଆ ମୋଡ଼ । ପୋଲିସର ସନ୍ଦେହ ସତ ହୋଇଛି । ଘରୋଇ ସହାୟକ ହିଁ ସାଜିଲା ହତ୍ୟାକାରୀ । ଏହି ମାମଲାରେ … Read More

ଖୋଲିଲା ବାବା ବଦ୍ରିନାଥଙ୍କ କପାଟ, ମୁଖ୍ୟମନ୍ତ୍ରୀ କଲେ ପ୍ରଥମ ପୂଜା

ଉତ୍ତରାଖଣ୍ଡ : ବାବା କେଦାରନାଥଙ୍କ କପାଟ ଖୋଲିବା ପରେ ବାବା ବଦ୍ରିନାଥଙ୍କ କପାଟ ଖୋଲିଛି । ପାରମ୍ପରିକ ରୀତିନୀତି ଏବଂ ବୈଦିକ ମନ୍ତ୍ରୋଚାରଣ ମଧ୍ୟରେ ଗୁରୁବାର ସକାଳ ୬ଟା ୧୫ ମିନିଟରେ ଭଗବାନ ବଦ୍ରି ବିଶାଳଙ୍କ ମନ୍ଦିରର କବାଟ ଶ୍ରଦ୍ଧାଳୁଙ୍କ ଦର୍ଶନ ପାଇଁ … Read More

କାର୍ ଓ ବୋଲେରୋକୁ ଧକ୍କା ଦେଲା ଟ୍ରକ, ୧୧ ମୃତ

ଉତ୍ତରପ୍ରଦେଶ : ଉତ୍ତରପ୍ରଦେଶ ମିର୍ଜାପୁରର ଡ୍ରମଣ୍ଡଗଞ୍ଜ ଘାଟିରେ ଭୟଙ୍କର ଦୁର୍ଘଟଣା । ବିଳମ୍ବିତ ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୧୧ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଆଗକୁ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଅନୁମାନ … Read More

ପଶ୍ଚିମବଙ୍ଗରେ ଖାତା ଖୋଲିପାରିବନି କଂଗ୍ରେସ, ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରି କହିଲେ ଅମିତ ଶାହ

ନୂଆଦିଲ୍ଲୀ: ପଶ୍ଚିମବଙ୍ଗର ଦମଦମ୍‌ରେ ଏକ ନିର୍ବାଚନୀ ରାଲିରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ କଂଗ୍ରେସ ଦଳ ଉପରେ ବର୍ଷିଛନ୍ତି। ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରି ସେ କହିଥିଲେ ଯେ ଏଥର କଂଗ୍ରେସ ଦଳ ବଙ୍ଗଳାରେ ତା’ର ଖାତା … Read More

ହର୍ମୁଜ୍ ପ୍ରଣାଳୀ ଦେଇ ଭାରତରେ ପହଞ୍ଚିଲା “ଦେଶ ଗାରିମା”

ନୂଆଦିଲ୍ଲୀ : ହର୍ମୁଜ୍ ପ୍ରଣାଳୀ ଦେଇ ଭାରତରେ ପହଞ୍ଚିଛି ଭାରତୀୟ ତୈଳ ଟ୍ୟାଙ୍କର୍ “ଦେଶ ଗାରିମା” । ଦେଶ ଗାରିମା ଅଶୋଧିତ ତୈଳ ଟ୍ୟାଙ୍କର୍ ବିପୁଳ ପରିମାଣର ତେଲ ନେଇ ଭାରତରେ ପହଞ୍ଚିଛି କିନ୍ତୁ ବର୍ତ୍ତମାନ ସମୁଦ୍ରରେ ଲଙ୍ଗର ଲାଗିଛି । ହେଲେ … Read More

IRS ଅଧିକାରୀଙ୍କ ଝିଅକୁ ଦୁଷ୍କର୍ମ ପରେ ତଣ୍ଟି ଚିପି ହତ୍ୟା

ନୂଆଦିଲ୍ଲୀ : ଆଇଆରଏସ ଅଧିକାରୀଙ୍କ ଝିଅକୁ ହତ୍ୟା । ଦୁଷ୍କର୍ମ ପରେ ଚାର୍ଜର କେବୁଲରେ ତଣ୍ଟି ଚିପି ହତ୍ୟା । ଏଭଳି ଏକ ଘଟଣା ରାଜଧାନୀ ଦିଲ୍ଲୀର ଦକ୍ଷିଣ-ପୂର୍ବ ଅଞ୍ଚଳରେ ଥିବା ଅମର କଲୋନୀରେ ଘଟିଛି । ପୋଲିସ ତଦନ୍ତ ଜାରି ରଖିଥିବା … Read More

ଭାରତ ଆସୁଥିବା ଜାହାଜକୁ ଗୁଳିମାଡ଼ ସହ ଜବତ କରି ନେଲା ଇରାନ ସେନା

ନୂଆଦିଲ୍ଲୀ :  ଇରାନ ରିଭୋଲ୍ୟୁଶନରୀ ଗାର୍ଡ କପର୍ସ (IRGC) ଦୁଇଟି ଜାହାଜ ଉପରେ ଗୁଳିମାଡ଼ କରିବା ସହିତ ନିଜ କବଜା କରିଛି । ଏଥିରୁ ଗୋଟିଏ ଜାହାଜ ଭାରତକୁ ଆସୁଥିଲା ବୋଲି ଜଣାପଡିଛି । ଦୁବାଇରୁ ଗୁଜରାଟର ମୁନ୍ଦ୍ରା ବନ୍ଦରକୁ ଆସୁଥିଲା । … Read More

ଲୁଫଥାନ୍ସା ଏୟାରଲାଇନର ୨୦ ହଜାର ବିମାନ ବାତିଲ

ନୂଆଦିଲ୍ଲୀ : ଜର୍ମାନୀର ସବୁଠୁ ବଡ଼ ଏୟାରଲାଇନ କମ୍ପାନୀ ଲୁଫଥାନ୍ସା ଅକ୍ଟୋବର ଯାଏଁ ୨୦ ହଜାରରୁ ଅଧିକ ବିମାନ ଉଡ଼ାଣ ବାତିଲ କରିବାକୁ ନିଷ୍ପତ୍ତି ନେଇଛି । ବିମାନର ଇନ୍ଧନ ଦାମ୍ ବଢୁଥିବା ଯୋଗୁଁ ଏୟାରଲାଇନ୍ କମ୍ପାନୀ ଏଭଳି ନିଷ୍କତ୍ତି ନେଇଛି । … Read More

ପୂର୍ବାଞ୍ଚଳ ଏକ୍ସପ୍ରେସ ୱେରେ ବାୟୁସେନାର ଲଢୁଆ ବିମାନ କରିବ ଟଚ୍ ଆଣ୍ଡ ଗୋ ଅଭ୍ୟାସ

ଉତ୍ତରପ୍ରଦେଶ : ସୁଲତାନପୁରର ଆରବଳୀ-କିରି କରୱତ ସ୍ଥିତ ଏୟାରଷ୍ଟ୍ରିପରେ ଆଜିଠାରୁ ବାୟୁସେନାର ଦୁଇ ଦିବସୀୟ ସ୍ବତନ୍ତ୍ର ଅଭ୍ୟାସ ଆରମ୍ଭ ହେବ । ଅପରାହ୍ନ ୨ଟାରୁ ଆରମ୍ଭ ହେବ ଅଭ୍ୟାସ । ଭାରତୀୟ ବାୟୁସେନାର ଲଢୁଆ ବିମାନ ଏକ୍ସପ୍ରେସ-ୱେକୁ ବିକଳ୍ପ ରନୱେ ଭାବେ ବ୍ୟବହାର … Read More

ଖୋଲିଲା ବାବା କେଦାରନାଥଙ୍କ କପାଟ

ଉତ୍ତରାଖଣ୍ଡ : ଖୋଲିଲା ବାବା କେଦାରନାଥଙ୍କ ମନ୍ଦିର । ବୈଦିକ ମନ୍ତ୍ରୋଚ୍ଚାରଣ ଏବଂ ପାରମ୍ପରିକ ରୀତିନୀତି ଅନୁଯାୟୀ ମନ୍ଦିରର ଦ୍ୱାର ଖୋଲିଲା । ବୈଦିକ ମନ୍ତ୍ରୋଚ୍ଚାରଣ ଏବଂ ପାରମ୍ପରିକ ରୀତିନୀତି କେଦାରନାଥଙ୍କୁ ଦର୍ଶନ କରିବା ପାଇଁ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁଙ୍କ ଭିଡ ଜମିଛି … Read More