ରେଳ ପୋଲ ପାଇଁ ନିର୍ମାଣ ହୋଇଥିବା ଗାତରେ ବୁଡ଼ିଗଲେ ୪ ଶିଶୁ
ମହାରାଷ୍ଟ୍ର : ମହାରାଷ୍ଟ୍ର ୟବତମାଲରେ ଦୁଃଖଦ ଘଟଣା । ରେଳ କାର୍ଯ୍ୟ ପାଇଁ ଖୋଳାଯାଇଥିବା ଏକ ଗଭୀର ଗାତରେ ବୁଡ଼ି ଚାରି ଜଣ ନିରୀହ ଶିଶୁ ପ୍ରାଣ ହରାଇଛନ୍ତି । ଏହି ଦୁର୍ଘଟଣା ଦାରୱା-ନେର ରାସ୍ତା ନିକଟସ୍ଥ ରେଳ ଷ୍ଟେସନ ପରିସରରେ ଘଟିଛି … Read More
