ମେଲବୋର୍ଣ୍ଣ ଫିଲ୍ମ ଫେଷ୍ଟିଭାଲରେ କୁନି କୁନି ଓଡ଼ିଆ ପିଲାଙ୍କ ଚମତ୍କାର ସମ୍ବଲପୁରୀ ନୃତ୍ୟ ପ୍ରଦର୍ଶନ

ଅଷ୍ଟ୍ରେଲିଆ ମେଲବୋର୍ଣ୍ଣରେ ଭାରତୀୟ ଫିଲ୍ମ ମହୋତ୍ସବ । ଆୟୋଜିତ ହେଲା ‘ଦ ଇଣ୍ଡିଆନ୍ ଫିଲ୍ମ ଫେଷ୍ଟିଭାଲ ଅଫ୍ ମେଲବୋର୍ଣ୍ଣ’ ଆଇଏଫ୍ଏଫ୍ଏମ୍ -୨୦୨୫। ଏହି ଅବସରରେ ବହୁ ଭାରତୀୟ ଚଳଚ୍ଚିତ୍ରର ପ୍ରଦର୍ଶନ କରାଯିବା ସହ ଏକ ନୃତ୍ୟ ପ୍ରତିଯୋଗିତା ମଧ୍ୟ ଅନୁଷ୍ଠିତ ହୋଇଥିଲା … Read More

ପାକିସ୍ତାନରେ ବନ୍ୟାର ତାଣ୍ଡବ : ୩୦୦ରୁ ଉର୍ଦ୍ଧ୍ବ ମୃତ, ଅନେକ ନିଖୋଜ

ପାକିସ୍ତାନ : ପାକିସ୍ତାନରେ ତାଣ୍ଡବ ରଚୁଛି ବନ୍ୟା । ଲଗାତାର ବର୍ଷା ଯୋଗୁଁ ବନ୍ୟା ସୃଷ୍ଟି ହୋଇଛି । ଫଳରେ ଏହି କାରଣରୁ ୩୦୦ରୁ ଉର୍ଦ୍ଧ୍ବ ଲୋକଙ୍କ ମୃତ୍ୟୁ ଘଟିଛି ।  ଯାହାର ସୂଚନା ପ୍ରାଦେଶିକ ଅଧିକାରୀ ଦେଇଛନ୍ତି । ସୂଚନାନୁଯାୟୀ, ବିଶେଷ … Read More

ରାହୁଲଙ୍କ ‘ଭୋଟ ଅଧିକାର ଯାତ୍ରା’ ଆରମ୍ଭ

ପାଟନା: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଆସନ୍ତାକାଲିଠାରୁ ବିହାରରେ ‘ଭୋଟ ଅଧିକାର ଯାତ୍ରା’ର ଶୁଭାରମ୍ଭ କରିବେ ବୋଲି ଜଣାପଡିଛି। ବିହାର ପାଇଁ ନିର୍ବାଚନ କମିସନ (ଇସି)ଙ୍କ ଦ୍ବାରା ନିକଟରେ କରାଯାଇଥିବା ଭୋଟର ତାଲିକା ସମୀକ୍ଷା କାର୍ଯ୍ୟରେ ବ୍ୟାପକ ଅନିୟମିତତା କରାଯାଇଛି ବୋଲି … Read More

ସରକାରୀ ଓ ବିରୋଧୀ ଦଳ ସମସ୍ତେ ସମାନ-ଇସିଆଇ

ନୂଆଦିଲ୍ଲୀ : ଭାରତୀୟ ନିର୍ବାଚନ କମିଶନ(ଇସିଆଇ)ର ସାମ୍ବାଦିକ ସମ୍ମିଳନୀ ନୂଆଦିଲ୍ଲୀର ରାଇସିନା ରୋଡ୍‌ରେ ଥିବା ଜାତୀୟ ଗଣମାଧ୍ୟମ କେନ୍ଦ୍ରରେ ରବିବାର କରାଯାଇଛି । ନିର୍ବାଚନ କମିଶନର ଜ୍ଞାନେଶ କୁମାର ଏହି ସମୟରେ ଭୋଟରମାନଙ୍କୁ ଏକ ବାର୍ତ୍ତା ଦେଇ କହିଛନ୍ତି, ସମ୍ବିଧାନ ଅନୁଯାୟୀ, … Read More

୧୧,୦୦୦ କୋଟି ଟଙ୍କାର ଦୁଇଟି ପ୍ରମୁଖ ଜାତୀୟ ରାଜପଥ ପ୍ରକଳ୍ପର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ :ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟ ୧୧ ହଜାର କୋଟି ଟଙ୍କାର ଦୁଇଟି ଗୁରୁତ୍ୱପୂର୍ଣ୍ଣ ଜାତୀୟ ରାଜପଥ ପ୍ରକଳ୍ପର ଉଦଘାଟନ କରିଛନ୍ତି  ।  ଏହି ପ୍ରକଳ୍ପଗୁଡ଼ିକ ମଧ୍ୟରେ ଦ୍ୱାରକା ଏକ୍ସପ୍ରେସୱେ ଏବଂ ଦିଲ୍ଲୀ ସେକ୍ସନର ସହରାଞ୍ଚଳ ସମ୍ପ୍ରସାରଣ ରାସ୍ତା-୨ (UER-୨) ।  … Read More

ଝୁଲିଲା ଆମେରିକା-ଭାରତ ବାଣିଜ୍ୟ ଚୁକ୍ତି: ବାତିଲ୍ ହେଲା ବାଣିଜ୍ୟ ଦଳର ଭାରତ ଗସ୍ତ

ନୂଆଦିଲ୍ଲୀ: ଝୁଲିକି ରହିଛି ଭାରତ- ଆମେରିକା ବାଣିଜ୍ୟ ଚୁକ୍ତି । ଏହାରି ଭିତରେ ନୂଆଦିଲ୍ଲୀରେ ଅଗଷ୍ଟ ୨୫ ରୁ ୨୯ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ବାଣିଜ୍ୟ ଚୁକ୍ତି ସମ୍ପର୍କରେ ଭାରତ ଏବଂ ଆମେରିକା ମଧ୍ୟରେ ପ୍ରସ୍ତାବିତ ଷଷ୍ଠ ପର୍ଯ୍ୟାୟ … Read More

ପୁଟିନଙ୍କ ସହ ସାକ୍ଷାତ ପରେ ୟୁକ୍ରେନୀୟ ରାଷ୍ଟ୍ରପତି ଜେଲେନସ୍କିଙ୍କ ସହ ସାକ୍ଷାତ କରିବେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ

ନୂଆଦିଲ୍ଲୀ: ରୁଷ ପ୍ରତିପକ୍ଷ ପୁଟିନଙ୍କ ସହ ସାକ୍ଷାତ ପରେ ଏବେ ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଦିମିର ଜେଲେନସ୍କିଙ୍କ ସହ ସାକ୍ଷାତ କରିବେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ସୋମବାର ଦିନ ୱାଶିଂଟନ ଗସ୍ତ କରି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହିତ … Read More

ବିଜେପି ନେତା ପ୍ରେମିକା ସହ ମିଶି ସ୍ତ୍ରୀଙ୍କ ଜୀବନ ନେଲେ, କାନ୍ଦିଲେ କୁମ୍ଭୀର କାନ୍ଦଣା….

ଆଜମେର: ପ୍ରେମିକା ସହ ମିଶି ପତ୍ନୀଙ୍କୁ ହତ୍ୟା କଲେ ବିଜେପି ନେତା । ପ୍ରେମିକାଙ୍କ ସହ ବନ୍ଧାହେଲେ । ରାଜସ୍ଥାନ ଆଜମେରର କିଶନଗଡ଼ରେ ବିଜେପିର ଜଣେ ନେତା ତାଙ୍କ ପତ୍ନୀଙ୍କୁ ହତ୍ୟା ମାମଲାରେ ଗିରଫ ହୋଇଛନ୍ତି । ଏହି ମାମଲାରେ ପୋଲିସ … Read More

ଜମ୍ମୁ କାଶ୍ମୀରର କଠୱାରେ ବାଦଲଫଟା ବର୍ଷା, ୪ ମୃତ ୬ ଆହତ

ଜମ୍ମୁ : କିସ୍ତୱାର ପରେ କଠୱାରେ ବାଦଲଫଟା ବର୍ଷା । ଜମ୍ମୁ କାଶ୍ମୀରର କଠୁଆ ଜିଲ୍ଲାରେ ବାଦଲ ଫଟା ବର୍ଷା ଯୋଗୁଁ ଅନେକ କ୍ଷୟକ୍ଷତି ଘଟିଛି । ରାଜବାଗ ଅଞ୍ଚଳରେ ଏକ ଦୁର୍ଗମ ଘାଟି ଅଞ୍ଚଳରେ ବାଦଲଫଟା ବର୍ଷା ହୋଇଛି । ଯେଉଁଥିରେ … Read More

ମହାକାଶରେ ଉଡିଲା ତ୍ରିରଙ୍ଗା, ଦିଲ୍ଲୀରେ ପହଞ୍ଚିବା ପରେ ଶୁଭାଂଶୁ ଶୁକ୍ଳାଙ୍କୁ ଭବ୍ୟ ସ୍ବାଗତ

ନୂଆଦିଲ୍ଲୀ : କାଶରେ ଉଡିଲା ତ୍ରିରଙ୍ଗା ପତାକା । ମହାକାଶରେ ପତାକା ଉତ୍ତୋଳନ କରି ଜନ୍ମଭୂମିରେ ପାଦ ରଖିଛନ୍ତି ଭାରତୀୟ ବାୟୁସେନାର ଗ୍ରୁପ୍ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା । ବିଳମ୍ବିତ ରାତିରେ ତାଙ୍କ ବିମାନ ଆଇଜିଆଇ ଏୟାରପୋର୍ଟରେ ଆସି ପହଞ୍ଚିଥିଲା । … Read More