ବଢ଼ିଲା ଅସ୍ତ୍ରବିରତି ଅବଧି, ବିମାନ ଆକ୍ରମଣ ଓ ମିସାଇଲ ମାଡ଼ ବନ୍ଦ
ନୂଆଦିଲ୍ଲୀ: ବଢ଼ିଲା ଅସ୍ତ୍ର ବିରତି ସମୟ ସୀମା । ଅନିର୍ଦ୍ଦିଷ୍ଟ କାଳ ପାଇଁ ଅସ୍ତ୍ରବିରତି ସମୟ ସୀମା ବଢ଼ାଇଲେ ଡୋନାଲ୍ଡ ଟ୍ରମ୍ପ । ଇରାନ ସହିତ ଚାଲିଥିବା ଅସ୍ତ୍ରବିରତି ଅବଧିକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବଢ଼ାଇଛନ୍ତି । ଆଜି ସନ୍ଧ୍ୟାରେ ଶେଷ ହେବାର … Read More
