କୁନି କୁନି ପିଲାଙ୍କ ସହ ରକ୍ଷା ବନ୍ଧନ ପାଳନ କଲେ ପ୍ରଧାନମନ୍ତ୍ରୀ ଏବଂ ରାଷ୍ଟ୍ରପତି

ହିନ୍ଦୁମାନଙ୍କ ପର୍ବ ରାଖୀ ଉତ୍ସବ ମନାଇବାକୁ ସ୍କୁଲରେ ପହଞ୍ଚିଥିଲେ ପ୍ରଧାନମନ୍ତ୍ରୀ ମୋଦି ଏବଂ ଦ୍ରୌପଦୀ ମୁର୍ମୁ । ସେହି ମୁହୂର୍ତ୍ତର କିଛି ଫଟୋ ଏବଂ ଭିଡିଓକୁ ସେୟାର କରିଛନ୍ତି । ଏଥି ସହିତ ପୋଷ୍ଟର କ୍ୟାପସନରେ ଲେଖିଛନ୍ତି ଯେ, ରାଷ୍ଟ୍ରପତି ଦ୍ରୌପଦୀ … Read More

ଆୟକର ବିଲ୍ ୨୦୨୫ ପ୍ରତ୍ୟାହୃତ, ସିଲେକ୍ଟ କମିଟି ଆଧାରରେ ୧୧ରେ ଆଗତ ହେବ ନୂଆ ଇନକମ୍ ଟ୍ୟାକ୍ସ ବିଲ୍

ସାଂସଦ ବୈଜୟନ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଗଠିତ ସିଲେକ୍ଟ କମିଟି ଗତ ଜୁଲାଇ ୨୧ରେ ସଂସଦରେ ତାଙ୍କ ରିପୋର୍ଟ ଦାଖଲ କରିଛନ୍ତି। ୧୯୬୧ର ପୁରୁଣା ଆଇନକୁ ବଦଳାଇବା ପାଇଁ ଏହା ଉଦ୍ଦିଷ୍ଟ। ଅନେକ ପ୍ରସ୍ତାବ ମଧ୍ୟରେ, କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ସାଧାରଣ କରଦାତାଙ୍କ … Read More

ଅପରେସନ୍ ସିନ୍ଦୂରର ସଫଳତାର କାରଣ ରାଜନୈତିକ ଇଚ୍ଛ। ଶକ୍ତି ଓ ପୂର୍ଣ୍ଣ ସ୍ୱାଧୀନତା: ବାୟୁ ସେନା ମୁଖ୍ୟ

ନୂଆଦିଲ୍ଲୀ: ଭାରତୀୟ ବାୟୁ ସେନା ମୁଖ୍ୟ ଏୟାର ଚିଫ୍ ମାର୍ଶଲ ଅମର ପ୍ରୀତ୍ ସିଂହ ଅପରେସନ ସିନ୍ଦୂରକୁ ନେଇ ଅନେକ ବଡ଼ ଖୁଲାସା କରିଛନ୍ତି । ସେ କହିଛନ୍ତି ଯେ ଅପରେସନ ସିନ୍ଦୂର ଏଥିପାଇଁ ସଫଳ ହୋଇଥିଲା, କାରଣ ସଶସ୍ତ୍ର ବଳ … Read More

‘ଯିଏ ସଲ୍‌ମାନ୍‌ଙ୍କ ସହ କାମ କରିବ ସିଏ ମରିବ’.. କାଫେକୁ ଗୁଳିମାଡ ପରେ କପିଲଙ୍କୁ ମିଳିଲା ଏହି ଧମକ

ନୂଆଦିଲ୍ଲୀ : ହାସ୍ୟ ଅଭିନେତା କପିଲ୍‌ ଶର୍ମାଙ୍କ କାନାଡା ସ୍ଥିତ ରେସ୍ତୋରାଁ କପସ୍‌ କାଫେ ଉପରେ ୨ ଥର ଗୁଳିମାଡ ହୋଇ ସାରିଛି । ଏହି ମାମଲାରେ ସାମ୍ନାକୁ ଏକ ବଡ ଖବର ସାମ୍ନାକୁ ଆସିଛି । ମିଳିଥିବା ସୂଚନାନୁଯାୟୀ, କାଫେ … Read More

ଆୟକର ବିଲ-୨୦୨୫କୁ ଫେରାଇନେଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ: କେନ୍ଦ୍ର ସରକାର ଲୋକସଭାରେ ଆୟକର ବିଲ୍ ପ୍ରତ୍ୟାହାର କରିନେଇଛନ୍ତି। ସରକାର ଏବେ ଏହା ସ୍ଥାନରେ ଏକ ନୂତନ ବିଲ୍ ଆଣିବେ। ଫେବୃଆରୀ ୨୦୨୫ ରେ ଲୋକସଭାରେ ଏହା ଉପସ୍ଥାପିତ ହେବା ପରେ, ଏହାକୁ ସିଲେକ୍ଟ କମିଟିକୁ ପଠାଯାଇଥିଲା। ସିଲେକ୍ଟ କମିଟିର … Read More

କେନ୍ଦ୍ର କ୍ୟାବିନେଟ ବୈଠକରେ ୫ଟି ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ : ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ବୈଠକରେ ପାଞ୍ଚଟି ପ୍ରମୁଖ ନିଷ୍ପତ୍ତି ନିଆଯାଇଛି। ଉଜ୍ଜ୍ୱଳା ଯୋଜନା ପାଇଁ ୧୨୦୬୦ କୋଟି ଟଙ୍କାର ଅତିରିକ୍ତ ବଜେଟ୍ ପ୍ରସ୍ତାବକୁ ସରକାର ଅନୁମୋଦନ କରିଛନ୍ତି। ସରକାରଙ୍କ ଏହି ନିଷ୍ପତ୍ତିରେ ୧୦ … Read More

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କାହିଁକି କଲ ନାହିଁ ଅନ୍ତିମ ସଂସ୍କାର? ସଂସଦରେ ପ୍ରଶ୍ନ ଉଠାଇଲେ ହୁଡ୍ଡା

ନୂଆଦିଲ୍ଲୀ: ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲିକଙ୍କ ଅନ୍ତିମ ସଂସ୍କାର ଅଗଷ୍ଟ ୬ ରେ କରାଯାଇଥିଲା। ତେବେ ଏହି ସମୟରେ, ତାଙ୍କ ଅନ୍ତିମ ସଂସ୍କାରରେ ରାଷ୍ଟ୍ରୀୟ ମର୍ଯ୍ୟାଦା ନ ଦିଆଯିବା ନେଇ ଏବେ ରାଜନୀତି ଜୋର ଧରିଛି | ରୋହତକର କଂଗ୍ରେସ ସାଂସଦ … Read More

ଜନଗହଳି ରାସ୍ତାକୁ ଡିଆଁ ମାରିଲା ସିଂହ; ସାମ୍ନାରେ ମହିଳାଙ୍କୁ ଦେଖି କଲା ଆକ୍ରମଣ

ପାକିସ୍ତାନ: ପାକିସ୍ତାନର ଲାହୋରର ଜନଗହଳି ରାସ୍ତାରେ ସିଂହ ବୁଲୁଥିବାର ଏକ ଭୟାବହ ଘଟଣା ସାମ୍ନାକୁ ଆସିଛି। ଏହି ଘଟଣାର ଏକ ଭିଡିଓ ମଧ୍ୟ ସୋସିଆଲ ମିଡିଆରେ ଘୁରି ବୁଲୁଛି। ଏହି ଭାଇରାଲ ଭିଡିଓରେ ସ୍ପଷ୍ଟ ଭାବେ ଦେଖିବାକୁ ମିଳୁଛି, ଜନଗହଳି ରାସ୍ତାରେ … Read More

ଭୋଟର ତାଲିକା ସଂଶୋଧନ ପାଇଁ ଆମେ ପ୍ରସ୍ତୁତ ନାହୁଁ : ପଶ୍ଚିମବଙ୍ଗ

କୋଲକାତା : ବିହାରରେ ଭୋଟର ତାଲିକା ପାଇଁ ସ୍ୱତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ସମାପ୍ତ ହୋଇଛି। ଏହି ସମୟରେ, ପଶ୍ଚିମବଙ୍ଗରେ ମଧ୍ୟ ଏସଆଇଆର ସମ୍ପର୍କରେ ଖୁବ୍ ଶୀଘ୍ର ପଦକ୍ଷେପ ନିଆଯିବ ବୋଲି ଲଗାତାର କଳ୍ପନାଜଳ୍ପନା କରାଯାଉଥିଲା। ତଥାପି, ପଶ୍ଚିମବଙ୍ଗରେ ଏସଆଇଆର … Read More

ବିହାରରେ ନିର୍ମାଣ ହେବ ମାତା ସୀତାଙ୍କ ମନ୍ଦିର, ଭୂମି ପୂଜା କଲେ ଶାହ

ପାଟନା: ଅଯୋଧ୍ୟାରେ ମର୍ଯ୍ୟାଦାପୁରୁଷ ପ୍ରଭୁ ଶ୍ରୀରାମଙ୍କ ଭବ୍ୟ ମନ୍ଦିର ନିର୍ମାଣ ହେବା ପରେ ମାତା ସୀତାଙ୍କ ପାଇଁ ଭବ୍ୟ ମନ୍ଦିର ନିର୍ମାଣ କରିବେ କେନ୍ଦ୍ର ସରକାର। ଏଥିପାଇଁ ମୂଳଦୁଆ ପଡ଼ିସାରିଛି। ଶୁକ୍ରବାର ବିହାରର ସୀତାମଢ଼ିରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଜାନକୀ … Read More