ଶିବୁ ସୋରେନଙ୍କ ଅବସ୍ଥା ସଙ୍କଟାପନ୍ନ, ଭେଣ୍ଟିଲେଟରରେ ରଖାଯାଇ ଚାଲିଛି ଚିକିତ୍ସା

ରାଞ୍ଚି : ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମଏମ) ନେତା ଶିବୁ ସୋରେନଙ୍କ ସ୍ଵାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ରହିଛି। ଦିଲ୍ଲୀର ଗଙ୍ଗାରାମ ହସ୍ପିଟାଲରେ ଭେଣ୍ଟିଲେଟରରେ ରଖାଯାଇ ତାଙ୍କର ଚିକିତ୍ସା ଚାଲିଛି। ଗତ ଜୁନ ମାସରେ ୮୧ ବର୍ଷୀୟ ସୋରେନଙ୍କ ଦେହ … Read More

ଦୁଷ୍କର୍ମ ମାମଲାରେ ପ୍ରଜ୍ଜ୍ବଳଙ୍କୁ ଆଜୀବନ କାରା ଦଣ୍ଡାଦେଶ

ବେଙ୍ଗାଲୁରୁ : ୪୭ ବର୍ଷୀୟା ଘରୋଇ ସହାୟିକାଙ୍କୁ ଦୁଷ୍କର୍ମ ମାମଲାରେ କର୍ଣ୍ଣାଟକ ହସନର ପୂର୍ବତନ ସାଂସଦ ପ୍ରଜ୍ଜ୍ବଳ ରେବାନ୍ନାଙ୍କୁ ବେଙ୍ଗାଲୁରୁର ସ୍ଵତନ୍ତ୍ର କୋର୍ଟ ଶନିବାର ଆଜୀବନ କାରା ଦଣ୍ଡାଦେଶରେ ଦଣ୍ଡିତ କରିଛନ୍ତି। ପ୍ରଜ୍ଜ୍ବଳ ହେଉଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ଏଚଡି ଦେବେଗୌଡ଼ାଙ୍କ ନାତି। … Read More

ତାଇଓ୍ବାନ ନିକଟରେ ଚୀନ-ଆମେରିକା ମୁହାଁମୁହିଁ

ବେଜିଂ : ତାଇଓ୍ବାନ ପ୍ରଣାଳୀ ନିକଟରେ ମୁହାଁମୁହିଁ ହୋଇଛନ୍ତି ଚୀନ ଓ ଆମେରିକା । ଏହା ଫଳରେ ଏହି ଅଂଚଳରେ ଗତ କିଛି ମାସ ହେଲା ଚାଲିଥିବା ଉତ୍ତେଜନା ଆହୁରି ବଢିଯାଇଛି । ଶୁକ୍ରବାର ଦିନ ଚୀନର ସରକାରୀ ନ୍ୟୁଜ୍ ଚ୍ୟାନେଲ୍ … Read More

ବିବାଦୀୟ ମନ୍ତବ୍ୟ ପରେ ସନ୍ଥ ପ୍ରେମାନନ୍ଦ ମହାରାଜଙ୍କୁ ମିଳିଲା ହତ୍ୟା ଧମକ

ନୂଆଦିଲ୍ଲୀ: ମଥୁରା-ବୃନ୍ଦାବନର ସନ୍ଥ ପ୍ରେମାନନ୍ଦ ମହାରାଜଙ୍କ ସାନ୍ନିଧ୍ୟ ପାଇବା ପାଇଁ ଦେଶବିଦେଶରୁ ଶ୍ରଦ୍ଧାଳୁ ଛୁଟି ଆସନ୍ତି । ସାଂସାରିକ ଏବଂ ଆଧ୍ୟାତ୍ମିକ ଜୀବନର ଜ୍ଞାନ ପରଷୁଥିବା ପ୍ରେମାନନ୍ଦ ମହାରାଜ ପ୍ରତିଟି ସତସଙ୍ଗ ପରେ ଶ୍ରଦ୍ଧାଳୁଙ୍କ ମନରେ ଆସୁଥିବା ପ୍ରଶ୍ନର ଅତି ସରଳ … Read More

‘ମାଲେଗାଓଁ ବିସ୍ଫୋରଣ ମାମଲାରେ ଯୋଗୀ ଓ ମୋଦୀଙ୍କୁ ଫସାଇବାକୁ ଯୋଜନା ହୋଇଥିଲା’

ନୂଆଦିଲ୍ଲୀ: ମାଲେଗାଓଁ ବିସ୍ଫୋରଣ ମାମଲାରେ ନିର୍ଦ୍ଦୋଷ ସାବ୍ୟସ୍ତ ହେବା ପରେ, ପୂର୍ବତନ ବିଜେପି ସାଂସଦ ପ୍ରଜ୍ଞା ଠାକୁର ତଦନ୍ତକାରୀ ଅଧିକାରୀଙ୍କ ବିରୁଦ୍ଧରେ ଏକ ବଡ଼ ଅଭିଯୋଗ ଆଣିଛନ୍ତି। ସେ ଦାବି କରିଛନ୍ତି ଯେ ମାମଲାର ତଦନ୍ତ କରୁଥିବା ଅଧିକାରୀମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର … Read More

ବିଏମସି ନିର୍ବାଚନ ପୂର୍ବରୁ ଶକ୍ତିଶାଳୀ ହେଉଛି ଉଦ୍ଧବଙ୍କ ଶିବସେନା

ନୂଆଦିଲ୍ଲୀ: ବିଏମସି ନିର୍ବାଚନ ପୂର୍ବରୁ, ଉଦ୍ଧବ ଠାକରେଙ୍କ ଶିବସେନା ଅଧିକ ଶକ୍ତିଶାଳୀ ହେଉଥିବା ପରି ମନେ ହେଉଛି। ପ୍ରକୃତରେ, ମହାରାଷ୍ଟ୍ରରେ ଶେତକରୀ କ୍ରାନ୍ତି ସଂଗଠନ ଶନିବାର (୦୨ ଅଗଷ୍ଟ) ଦିନ ଉଦ୍ଧବ ଠାକରେଙ୍କ ଦଳ ଶିବସେନା (ୟୁବିଟି)ରେ ବିଲୟ ହୋଇଯାଇଛି | … Read More

ଅଗଷ୍ଟ ୧୫ରୁ ଲାଗୁ ହେବ ବାର୍ଷିକ ଫାଷ୍ଟାଗ୍ ପାସ୍ ବ୍ୟବସ୍ଥା

ନୂଆଦିଲ୍ଲୀ : ଅଗଷ୍ଟ ୧୫ ଠାରୁ, ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (ଏନଏଚଏଆଇ) ବାର୍ଷିକ ଫାଷ୍ଟାଗ୍ ପାସ ବ୍ୟବସ୍ଥା କାର୍ଯ୍ୟକାରୀ କରିବାକୁ ଯାଉଛି, ଯାହା ଟୋଲ୍ ଦେୟକୁ ସହଜ ଏବଂ ଶସ୍ତା କରିବ। ଏବେ ଆପଣ ଫାଷ୍ଟାଗ୍ ମାଧ୍ୟମରେ ଗୋଟିଏ ବର୍ଷ … Read More

ଘୋଷଣା ହେଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର: 12th ଫେଲ୍ ଶ୍ରେଷ୍ଠ ଫିଚର ଫିଲ୍ମ, ଶାହରୁଖ ଖାନ ଶ୍ରେଷ୍ଠ ଅଭିନେତା

ନୂଆଦିଲ୍ଲୀ: ୨୦୨୩ ପାଇଁ ଘୋଷଣା ହେଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର । ୭୧ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି । ଯେଉଁଥିରେ ବଲିଉଡ୍ ବାଦଶାହା ଅଭିନେତା ଶାହରୁଖ ଖାନଙ୍କୁ ମିଳିଛି ଶ୍ରେଷ୍ଠ ଅଭିନେତା ପୁରସ୍କାର । ‘ଯଓ୍ୱାନ’ ଫିଲ୍ମ ପାଇଁ … Read More

କାନପୁର ନିକଟରେ ସାବରମତୀ ଜନସାଧରଣ ଏକ୍ସପ୍ରେସ୍ ଲାଇନଚ୍ୟୁତ

କାନପୁର : ଉତ୍ତରପ୍ରଦେଶର କାନପୁର ନିକଟରେ ସାବରମତୀ ଜନସାଧରଣ ଏକ୍ସପ୍ରେସ୍ (ଟ୍ରେନ୍ ନମ୍ବର ୧୫୨୬୯) ଲାଇନଚ୍ୟୁତ ହୋଇଛି। ପନକି ଷ୍ଟେସନରୁ ଭାବପୁର ଅଭିମୁଖେ ଯାଉଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା। ଲାଇନ ନମ୍ବର-୪ରେ ପ୍ରବେଶ କରିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା। … Read More

ସେପ୍ଟେମ୍ବର ୯ରେ ଉପରାଷ୍ଟ୍ରପତି ନିର୍ବାଚନ

ସେପ୍ଟେମ୍ବର ୯ତାରିଖରେ ହେବ ଉପରାଷ୍ଟ୍ରପତି ନିର୍ବାଚନ । ଏନେଇ ଆଜି ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ । ଏନେଇ ଅଗଷ୍ଟ ୭ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ । ଅଗଷ୍ଟ ୨୧ ପର୍ଯ୍ୟନ୍ତ ନାମାକଙ୍କନ ଦାଖଲ କରି ପାରିବେ । ଏହାପରେ … Read More