ଚାକିରି ଛାଡ଼ିବେ ନାସାର ୩,୮୭୦ କର୍ମଚାରୀ

ୱାଶିଂଟନ: ଆମେରିକାର ମହାକାଶ ସଂସ୍ଥା ନ୍ୟାସନାଲ ଏରୋନଟିକ୍ସ ଆଣ୍ଡ ସ୍ପେସ୍ ଆଡମିନିଷ୍ଟ୍ରେସନ୍ (ନାସା) ରୁ ୩,୮୭୦ କର୍ମଚାରୀ ଚାକିରି ହରାଇବେ । ସ୍ୱେଚ୍ଛାକୃତ ଇସ୍ତଫା କାର୍ଯ୍ୟକ୍ରମ ଅନ୍ତର୍ଗତ ଏହି କର୍ମଚାରୀମାନେ ଇସ୍ତଫା ଦେବାକୁ ଯାଉଛନ୍ତି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ପ୍ରଶାସନ … Read More

ଆତଙ୍କବାଦକୁ ସମର୍ଥନ କରୁଥିବା ଲୋକଙ୍କୁ ଛଡାଯିବ ନାହିଁ- ସେନା ମୁଖ୍ୟ

ଅପରେସନ ସିନ୍ଦୂର ସମୟରେ କରାଯାଇଥିବା ସର୍ଜିକାଲ୍‍ ଷ୍ଟ୍ରାଇକ୍‍ ପାକିସ୍ତାନକୁ ଏକ ସିଧାସଳଖ ବାର୍ତ୍ତା ଦେଇଥିଲା ଯେ ଯେଉଁମାନେ ଆତଙ୍କବାଦକୁ ସମର୍ଥନ କରନ୍ତି ସେମାନଙ୍କୁ ଛଡାଯିବ ନାହିଁ । ଆଜି କାରଗିଲ୍‍ ବିଜୟ ଦିବସ ଅବସରରେ  ଲଦାଖର ଦ୍ରାସରେ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଦେଇ … Read More

ଚୀନ : ଗୋଟିଏ ଦିନରେ ବର୍ଷକର ବର୍ଷା !

ବେଜିଂ : ଚୀନର କେତେକ ରାଜ୍ୟରେ ଏବେ ବର୍ଷା ବିତ୍ପାତ ଜାରି ରହିଛି । ଏପରିକି ଚୀନର ରାଜଧାନୀ ବେଜିଂ ବର୍ଷା ଯୋଗୁଁ ବେହାଲ ହୋଇଯାଇଛି । ପାଣିପାଗ ବିଭାଗର ସୂଚନା ଅନୁସାରେ ବେଜିଂର ୧୬ରୁ ୧୨ଟି ଡିଷ୍ଟ୍ରିକ୍ଟ ( କ୍ଷେତ୍ର)ରେ … Read More

ବିହାର ସରକାରଙ୍କ ବଡ ଘୋଷଣା, ବଢିଲା ସାମ୍ବାଦିକଙ୍କ ପେନ୍‌ସନ୍‌

ପାଟନା : ସାମ୍ବାଦିକଙ୍କ ପାଇଁ ଖୁସି ଖବର । ବଢିଲା ସାମ୍ବାଦିକଙ୍କ ପେନ୍‌ସନ୍‌ । ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଆଉ ଏକ ଭେଟି ଦେଇଛନ୍ତି । ସାମାଜିକ ସୁରକ୍ଷା ପେନ୍‌ସନ୍‌ ପରେ ଏବେ ମାନ୍ୟତାପ୍ରାପ୍ତ ସାମ୍ବାଦିକଙ୍କୁ … Read More

ମୁଁ ଏଭଳି ସରକାରଙ୍କୁ ସମର୍ଥନ କରୁଥିବାରୁ ଦୁଃଖିତ:ନୀତିଶଙ୍କୁ ଘେରିଲେ ଚିରାଗ

ପାଟନା: ଆଗାମୀ ଦୁଇ ମାସ ପରେ ବିହାରରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏହା ପୂର୍ବରୁ ରାଜ୍ୟରେ ରାଜନୈତିକ ଉଷ୍ଣତା ବୃଦ୍ଧି ପାଇବାରେ ଲାଗିଛି। ବିରୋଧୀ ଏବଂ ସରକାର ପରସ୍ପର ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣୁଛନ୍ତି। ଲୋକ ଜନଶକ୍ତି ପାର୍ଟି (ରାମ … Read More

ଓଡ଼ିଶାରେ ମେଟ୍ରୋ ପ୍ରକଳ୍ପ ନେଇ କେନ୍ଦ୍ର ପାଖକୁ କୌଣସି ପ୍ରସ୍ତାବ ଯାଇନାହିଁ

ଭୁବନେଶ୍ୱର: ଓଡ଼ିଶାରେ ମେଟ୍ରୋ ଗଡ଼ିବା ନେଇ ଯେଉଁ ଅନିଶ୍ଚିତତା ଦେଖାଦେଇଛି ତାହା ସତ ବୋଲି ପ୍ରମାଣିତ ହୋଇଛି | ବାସ୍ତବରେ ଓଡ଼ିଶାରେ ମେଟ୍ରୋ ପ୍ରକଳ୍ପ ନେଇ ଆଜି ଏକ ନୂଆ ତଥ୍ୟ ସାମ୍ନାକୁ ଆସିଛି | ମିଳିଥିବା ସୂଚନା ମୁତାବକ ଓଡ଼ିଶାରେ … Read More

ଆମେରିକା ଓ ଇସ୍ରାଏଲକୁ ବଡ଼ ଝଟକା ଦେଲା ଫ୍ରାନ୍ସ

ଆମେରିକା ଏବଂ ଇସ୍ରାଏଲକୁ ଏକ ବଡ଼ ଝଟ୍‌କା ଦେଇଛି ଫ୍ରାନ୍ସ। ଫ୍ରାନ୍ସ ରାଷ୍ଟ୍ରପତି ଏମାନୁଏଲ ମାକ୍ରନଙ୍କ ଏକ ଘୋଷଣା ଆରେମିକାର ନିଦ ହଜାଇ ଦେଇଛି। କେବଳ ଏତିକି ନୁହେଁ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ବି ଚିନ୍ତାରେ ପଡ଼ି ଯାଇଛନ୍ତି। ଯେଉଁଥିପାଇଁ … Read More

ରାଷ୍ଟ୍ରପତିଙ୍କୁ ଭେଟିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ

ନୂଆଦିଲ୍ଲୀ: ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଏବେ ନୂଆଦିଲ୍ଲୀ ଗସ୍ତରେ ଅଛନ୍ତି। ଏହି  ଅବସରରେ ମନମୋହନ ସାମଲ ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି। ଏହି ସାକ୍ଷାତ ସମୟରେ ବିଜେପି ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି, ଓଡ଼ିଶା … Read More

ଆମ ସରକାର ସମୟରେ ଜାତିଗତ ଜନଗଣନା ନ କରିବା ଭୁଲ ଥିଲା : ରାହୁଲ

ନୂଆଦିଲ୍ଲୀ : ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶୁକ୍ରବାର (୨୫ ଜୁଲାଇ, ୨୦୨୫) କହିଛନ୍ତି ଯେ ତାଙ୍କ ଦଳ କ୍ଷମତାରେ ଥିବା ସମୟରେ ଜାତିଗତ ଜନଗଣନା ନକରିବା ତାଙ୍କର ଭୁଲ ଥିଲା, କିନ୍ତୁ ଏବେ ସେ ଏହି ଭୁଲକୁ … Read More

ପୁଣି ତଳମୁହାଁ ହେଲା ସେୟାର ମାର୍କେଟ; ସେନ୍‌ସେକ୍ସ ୭୦୦ ପଏଣ୍ଟ୍‌ ହ୍ରାସ

ମୁମ୍ବାଇ: ଲଗାତାର ଭାବେ ସେୟାର୍‌ ବଜାର ହ୍ରାସ ହେବା‌ରେ ଲାଗିଛି। ସେନ୍‌ସେକ୍ସ ୭୨୦ରୁ ଅଧିକ ପଏଣ୍ଟ୍‌ ହ୍ରାସ ପାଇଛି। ଯେତେବେଳେ କି ନିଫ୍‌ଟିରେ ୨୨୫ ପଏଣ୍ଟ୍‌ ହ୍ରାସ ପାଇଛି। ନିଫ୍‌ଟିରେ ୨୨୫ ପଏଣ୍ଟ୍‌ ହ୍ରାସ ପାଇ ୨୪୮୩୭ରେ ବନ୍ଦ୍‌ ହୋଇଛି। ବିଏସଇ … Read More