ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି
ଜୟପୁର: ଜୟପୁରରୁ ମୁମ୍ବାଇ ଯାଉଥିବା ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି ପରିଲକ୍ଷିତ ହେବାପରେ ଜରୁରୀ ଅବତରଣ କରିଛି। ଏହି ଘଟଣା ସାମ୍ନାକୁ ଆସିବା ପରେ ଏୟାର ଇଣ୍ଡିଆ ବିମାନକୁ ଶନିଦଶା ଲାଗିଛି କି? ବୋଲି ଲୋକେ ପ୍ରଶ୍ନ କରିଛନ୍ତି। କାରଣ ୨୦୨୫ … Read More
