ବାଂଲାଦେଶକୁ ଚିକିତ୍ସା ସହାୟତା ପଠାଇବ ଭାରତ: ବିଶେଷଜ୍ଞ ଡାକ୍ତର ଏବଂ ନର୍ସଙ୍କ ଦଳ ଢାକା ଯିବେ

ଢାକା: ଢାକା ବିମାନ ଦୁର୍ଘଟଣାରେ ଆହତଙ୍କ ଚିକିତ୍ସା ପାଇଁ ଭାରତର ବିଶେଷଜ୍ଞ ଡାକ୍ତର ଏବଂ ନର୍ସଙ୍କ ଏକ ଦଳ ବାଂଲାଦେଶ ଯିବେ। ଏହି ବର୍ଣ୍ଣ ବିଶେଷଜ୍ଞ ଦଳ ଦୁର୍ଘଟଣାରେ ଜଳିପୋଡ଼ି ଆହତ ହୋଇଥିବା ପୀଡିତଙ୍କ ଚିକିତ୍ସା କରିବେ। ଡାକ୍ତରଙ୍କ ଦଳ ରୋଗୀଙ୍କ … Read More

ଆସନ୍ତାକାଲିଠୁ ଚୀନ୍ ପାଇଁ ଭାରତ ଆରମ୍ଭ କରିବ ପର୍ଯ୍ୟଟନ ଭିସା

ନୂଆଦିଲ୍ଲୀ: ଏବେ ଭାରତ ଭ୍ରମଣରେ ଆସିପାରିବେ ଚୀନ୍ ନାଗରିକ। ଦୀର୍ଘ ପାଞ୍ଚ ବର୍ଷ ପରେ ଭାରତ ସରକାର, ଚୀନ୍ ନାଗରିକଙ୍କୁ ପର୍ଯ୍ୟଟନ ଭିସା ପ୍ରଦାନ କରିବାକୁ ଘୋଷଣା କରିଛନ୍ତି। ଏହି ପ୍ରକ୍ରିୟା ୨୪ ଜୁଲାଇ, ୨୦୨୫ରୁ ଅର୍ଥାତ୍ ଆସନ୍ତାକାଲିଠୁ ପୁନଃ ଆରମ୍ଭ … Read More

ବିରୋଧୀଙ୍କ ହଟ୍ଟଗୋଳ, ଦ୍ୱିତୀୟ ଦିନ ପାଇଁ ଲୋକସଭା ମୁଲତବୀ

ବିରୋଧୀ ଦଳଗୁଡିକ ଦ୍ୱାରା ଲଗାତାର ବାଧା ସୃଷ୍ଟି ହେବା ପରେ ଆଜି ଲୋକସଭାରେ କୌଣସି କାର୍ଯ୍ୟ ସମ୍ଭବ ହୋଇ ପାରିନାହିଁ। ଫଳରେ ଆଜି ଦ୍ୱିତୀୟ ଦିନ ପାଇଁ ଲୋକସଭାକୁ ମୁଲତବୀ ରଖାଯାଇଛି। ମଙ୍ଗଳବାର ଅପରାହ୍ନ ୨ଟାରେ ଗୃହ ପୁନର୍ବାର ଆରମ୍ଭ ହେବା … Read More

୩୮ ଦିନ ପରେ ଫେରିଗଲା ବ୍ରିଟିଶ ଏଫ-୩୫ ଲଢ଼ୁଆ ବିମାନ

କେରଳର ତିରୁବନନ୍ତପୁରମ ବିମାନବନ୍ଦରରେ ୩୮ ଦିନ ଅଚଳ ରହିବା ପରେ ବ୍ରିଟିଶ ରୟାଲ ନୌସେନାର ଏଫ-୩୫ ଲଢ଼ୁଆ ବିମାନ ସ୍ୱଦେଶ ଫେରିଯାଇଛି। ଜୁନ୍ ୧୪ ତାରିଖରୁ ବିମାନଟି ତିରୁବନନ୍ତପୁରମ ଅନ୍ତର୍ଜାତୀୟ ବିମାନବନ୍ଦରରେ ପାର୍କିଂ କରାଯାଇଥିଲା। ମଝି ଆକାଶରେ ଉଡାଣ ସମୟରେ ଜରୁରୀକାଳୀନ … Read More

ରାଷ୍ଟ୍ରପତିଙ୍କୁ ଭେଟିଲେ ହରିବଂଶ ନାରାୟଣ ସିଂ

ନୂଆଦିଲ୍ଲୀ : ରାଜ୍ୟସଭା ଉପାଧ୍ୟକ୍ଷ ହରିବଂଶ ନାରାୟଣ ମଙ୍ଗଳବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି । ଜଗଦୀପ ଧନଖର ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେବାର ୨୪ ଘଣ୍ଟା ମଧ୍ୟରେ ରାଷ୍ଟ୍ରପତିଙ୍କ ସହ ତାଙ୍କର ସାକ୍ଷାତକୁ ଅନେକ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ବିବେଚନା କରାଯାଉଛି। … Read More

ଜଗଦୀପଙ୍କ ଇସ୍ତଫାକୁ ନେଇ କଂଗ୍ରେସର ଅଭିଯୋଗ

ନୂଆଦିଲ୍ଲୀ: ଉପରାଷ୍ଟ୍ରପତି ପଦରୁ ଜଗଦୀପ ଧନଖଡ଼ଙ୍କ ଇସ୍ତଫା ପରେ ଦେଶରେ ରାଜନୀତି ତୀବ୍ର ହୋଇଯାଇଛି। ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ଜଗଦୀପ ଦେଇଥିବା ଇସ୍ତଫାପତ୍ରକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁର କରି ଦେଇଛନ୍ତି। ଜଗଦୀପଙ୍କ ଇସ୍ତଫାପତ୍ରକୁ ନେଇ କଂଗ୍ରେସ କେନ୍ଦ୍ର ସରକାରଙ୍କୁ ‌ଘେରି … Read More

ଭାରତୀୟ ଅର୍ଥନୀତିକୁ ତଳିତଳାନ୍ତ କରିଦେବୁ, ଆମେରିକାର ଧମକ

ଓ୍ବାସିଂଟନ : ରୁଷରୁ ଶସ୍ତାରେ ତେଲ କିଣୁ ଥିବା ଚୀନ, ଭାରତ ଓ ବ୍ରାଜିଲକୁ ପୁଣି ଥରେ ଧମକ ଦେଇଛି ଆମେରିକା । ଯଦି ଏହି ଦେଶଗୁଡ଼ିକ ରୁଷରୁ ଶସ୍ତା ତେଲ କିଣିବା ଜାରି ରଖନ୍ତି, ତେବେ ସେମାନଙ୍କର ଅର୍ଥନୀତିକୁ ବଡ଼ … Read More

ଜଗଦୀପ ଧନଖଡ଼ଙ୍କ ଇସ୍ତଫା ପରେ ଉପରାଷ୍ଟ୍ରପତି ପଦକୁ ନେଇ ମୋଦୀଙ୍କ ପ୍ରତିକ୍ରିୟା

ନୂଆଦିଲ୍ଲୀ: ଜୁଲାଇ ୨୧ ତାରିଖରେ ସଂସଦରେ ମୌସୁମୀ ଅଧିବେଶନର ପ୍ରଥମ ଦିନ ଥିଲା। ଅଧିବେଶନ ଶେଷ ହେବା ପରେ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଥିଲେ ଜଗଦୀପ ଧନଖଡ଼। ଧନଖଡ଼ଙ୍କ ହଠାତ ଏତେ ବଡ଼ ନିଷ୍ପତ୍ତି ପରେ ଏକ୍ସ … Read More

ମୁକ୍ତ ହେବେ ନିମିଷା ପ୍ରିୟା !

କୋଚି : ୟେମେନରେ ମୃତ୍ୟୁଦଣ୍ଡ ଅପେକ୍ଷାରେ ଥିବା ଭାରତୀୟ ନର୍ସ ନିମିଷା ପ୍ରିୟାଙ୍କୁ ଖୁବ୍ ଶୀଘ୍ର ମୁକ୍ତ କରାଯାଇପାରେ। ଏହି ଦାବି କରିଛନ୍ତି ଡାକ୍ତର କେ ଏ ପଲ୍, ଯିଏ ଏହି ମାମଲାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛନ୍ତି। ସେ ଏହା … Read More

ଉପରାଷ୍ଟ୍ରପତି ଜଗଦୀପ ଧନଖରଙ୍କ ଇସ୍ତଫା, ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇଲେ

ନୂଆଦିଲ୍ଲୀ: ଭାରତର ଉପରାଷ୍ଟ୍ରପତି ଜଗଦୀପ ଧନଖର ସୋମବାର ଦିନ ନିଜ ପଦରୁ ଇସ୍ତଫା ଦେଇଛନ୍ତି, ଯାହାଫଳରେ ଦେଶର ରାଜନୈତିକ ମହଲରେ ହଠାତ୍ ଚର୍ଚ୍ଚା ସୃଷ୍ଟି ହୋଇଛି। ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ସେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ନିକଟକୁ ନିଜର ଇସ୍ତଫା ପତ୍ର ପଠାଇଛନ୍ତି।  ସମ୍ବିଧାନର … Read More