ଆଇପିଏଲରେ ତମାଖୁ ଓ ମାଦକଦ୍ରବ୍ୟ ବିଜ୍ଞାପନ ନିଷେଧ

ଆସନ୍ତା ୨୨ ତାରିଖରୁ ଆରମ୍ଭ ହେବାକୁ ଥିବା ଇଣ୍ଡିଆନ ପ୍ରିମିୟର ଲିଗ(ଆଇପିଏଲ)ରେ କୌଣସି ପ୍ରକାର ତମାଖୁ ଏବଂ ମାଦକଦ୍ରବ୍ୟର ବିଜ୍ଞାପନ ପ୍ରସାରିତ ହେବ ନାହିଁ। ଏ ନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଆଇପିଏଲକୁ ନିର୍ଦେଶ ଦିଆଯାଇଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସ୍ବାସ୍ଥ୍ୟ … Read More

ଅଧିକାରୀମାନେ ମୋ‌ତେ ଗାଳିଗୁଲଜ କରିବା ସହିତ ମାନସିକ ନିର୍ଯାତନା ଦେଇଛନ୍ତି

ନୂଆଦିଲ୍ଲୀ: ବେଙ୍ଗାଲୁରୁର କେମ୍ପେଗୌଡା ଅନ୍ତର୍ଜାତୀୟ ବିମାନବନ୍ଦରରୁ କନ୍ନଡ ଅଭିନେତ୍ରୀ ରାଣ୍ୟା ରାଓଙ୍କୁ ସୁନା ଚୋରା ଚାଲାଣ ମାମଲାରେ ଗିରଫ କରାଯାଇଛି। ଗିରଫ ପରେ ରାଣ୍ୟାଙ୍କୁ କୋର୍ଟରେ ହାଜର କରାଯିବା ସହ ତାଙ୍କୁ ୧୪ଦିନିଆ ନ୍ୟାୟିକ ହେପାଜତକୁ ପଠାଇ ଦିଆଯାଇଛି। ସୋମବାର ରାଣ୍ୟାଙ୍କୁ … Read More

ଲଳିତ ମୋଦୀଙ୍କ ନାଗରିକତା ରଦ୍ଦ କଲା ଭାନୁଆଟୁ

ନୂଆଦିଲ୍ଲୀ : ପଳାତକ ଭାରତୀୟ ବ୍ୟବସାୟୀ ଲଳିତ ମୋଦୀଙ୍କୁ ଦିଆଯାଇଥିବା ନାଗରିକତା ବାତିଲ କରିବାକୁ ଭାନୁଆଟୁ ପ୍ରଧାନମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଦୁର୍ନୀତି ମାମଲାରେ ସେ ଭାରତରେ ୱାଣ୍ଟେଡ୍ ଅଛନ୍ତି। ପ୍ରଶାନ୍ତ ମହାସାଗରର ୮୦ରୁ ଅଧିକ ଦ୍ୱୀପକୁ ନେଇ ଗଠିତ ଦ୍ୱୀପରାଷ୍ଟ୍ର … Read More

ଶରୀରର ଅତ୍ୟଧିକ ଓଜନ ମହିଳାଙ୍କୁ ନିର୍ଦ୍ଦୋଷ ବୋଲି ପ୍ରମାଣ କଲା

ନୂଆଦିଲ୍ଲୀ: ସୁସ୍ଥ ଓ ନିରୋଗ ଜୀବନଯାପନ କରିବାକୁ ସର୍ବଦା ଡାକ୍ତରମାନେ ପରାମର୍ଶ ଦେଇ ଆସିଛନ୍ତି। ଶରୀରର ଓଜନକୁ ନିୟନ୍ତ୍ରଣରେ ରଖି ପାରିଲେ ଏକ ସୁସ୍ଥ ଜୀବନ ବଞ୍ଚି ପାରିବା। ଆଜିକାଲିର ବ୍ୟସ୍ତବହୁଳ ଜୀବନରେ ଯାହା ଯେତେବେଳେ ମିଳିଲା ଆମେ ଖାଇଲେ। ଯେତେବେଳେ … Read More

୨୦ ମିନିଟରେ ଲୁଟିନେଲେ ୨୫ କୋଟିର ଅଳଙ୍କାର

ଆରା: ବିହାରର ଆରାରେ ଥିବା ତନିସ୍କ ଶୋ’ରୁମକୁ ଟାର୍ଗେଟ କରିଛନ୍ତି ଡକାୟତ। ଭୋଜପୁର ଜିଲ୍ଲା ଆରା ବଜାରର ଗୋପାଳି ଛକରେ ଥିବା ତନିସ୍କ ଶୋ’ରୁମ୍ ରେ ଡକାୟତମାନେ ପଶି ସୋ’ରୁମ୍ କର୍ମଚାରୀଙ୍କୁ ବନ୍ଧକ ରଖି ମାତ୍ର ୨୦ ମିନିଟ୍ ମଧ୍ୟରେ ୨୫ … Read More

ତୁଣ୍ଡରେ ଲଗାମ ଲଗାଅ: ଧର୍ମେନ୍ଦ୍ର ଓ ଷ୍ଟାଲିନ ମୁହାଁମୁହିଁ

ନୂଆଦିଲ୍ଲୀ: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନର ଜବାବ ଦେଇ ତାଙ୍କୁ ‘ଅହଂକାରୀ’ ବୋଲି କହିଛନ୍ତି। ପୂର୍ବରୁ, କେନ୍ଦ୍ରମନ୍ତ୍ରୀ ତାମିଲନାଡୁ ସରକାରଙ୍କୁ ‘ବେଇମାନ’ ବୋଲି କହିଥିଲେ। ଲୋକସଭାରେ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପିଏମ୍ ସ୍କୁଲ ଫର … Read More

ଏମ୍ସ ଯାଇ ଉପରାଷ୍ଟ୍ରପତିଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଛନ୍ତି ଉପରାଷ୍ଟ୍ରପତି ଜଗଦୀପ ଧନକଡ । ଛାତିରେ ଯନ୍ତ୍ରଣା, ନିଃଶ୍ବାସ ନେବାରେ ସମସ୍ୟା ଦେଖାଯିବାରୁ ତାଙ୍କୁ ଏମ୍ସର କ୍ରିଟିକାଲ କେୟାର ୟୁନିଟରେ ଭର୍ତ୍ତି କରାଯାଇଛି । ବିଳମ୍ବିତ ରାତିରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପହେବାରୁ ତାଙ୍କୁ ହସ୍ପିଟାଲ … Read More

ମହିଳାଙ୍କ ସୁରକ୍ଷା ପାଇଁ ବାର୍ତ୍ତା ଦେଲେ ମନ୍ତ୍ରୀ, କହିଲେ ପର୍ସରେ ରଖ ଛୁରୀ ଓ ଲଙ୍କା ଗୁଣ୍ଡ

ନୁଆଦିଲ୍ଲୀ : ମହାରାଷ୍ଟ୍ରର ମନ୍ତ୍ରୀ ଗୁଲାବରାଓ ପାଟିଲ କହିଛନ୍ତି ମହିଳାମାନେ ଆତ୍ମସୁରକ୍ଷା ପାଇଁ ନିଜ ପର୍ସରେ ଛୁରୀ, ଲଙ୍କା ପାଉଡର ସହିତ ଲିପଷ୍ଟିକ୍ ରଖିବା ଉଚିତ । ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ  ଶନିବାର ଦିନ  ସେ ଏକ କାର୍ଯ୍ୟକ୍ରମରେ ଭାଷଣ … Read More

ଆତ୍ମନିର୍ଭର ମହିଳାଙ୍କ ଦ୍ବାରା ହୋଇପାରିବ ବିକଶିତ ଭାରତ: ରାଷ୍ଟ୍ରପତି

ନୂଆଦିଲ୍ଲୀ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶନିବାର ଆନ୍ତର୍ଜାତିକ ମହିଳା ଦିବସ ଅବସରରେ ‘ନାରୀଶକ୍ତି ମାଧ୍ୟମରେ ବିକଶିତ ଭାରତ’ ସମ୍ମିଳନୀକୁ ଉଦ୍‌ଘାଟନ କରିଛନ୍ତି। କେନ୍ଦ୍ର ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ଏହି ସମ୍ମିଳନୀକୁ ସମ୍ବୋଧନ କରି ରାଷ୍ଟ୍ରପତି … Read More

କୁମ୍ଭମେଳାକୁ ନେଇ ବିବାଦୀୟ ବୟାନ ଦେଲେ ରାଜ ଠାକରେ

ନୂଆଦିଲ୍ଲୀ: ବିଶ୍ୱ ପ୍ରସିଦ୍ଧ କୁମ୍ଭମେଳା ସରିଗଲାଣି, ହେଲେ ଏହାକୁ ନେଇ ରାଜନୀତି କମିବାର ନାମ ନେଉନାହିଁ | ବିଭିନ୍ନ ପ୍ରସଙ୍ଗରେ ରାଜନୈତିକ ଦଳମାନେ ଯୋଗୀ ସରକାରଙ୍କୁ ଟାର୍ଗେଟ କରିଛନ୍ତି | ଏବେ ମହାରାଷ୍ଟ୍ର ନବନିର୍ମାଣ ସେନା ମୁଖ୍ୟ ରାଜ ଠାକରେ ବି … Read More