ଜମ୍ମୁ-କଶ୍ମୀରର ମହିଳାମାନଙ୍କୁ ମାଗଣା ବସ୍ ସେବା
ଜମ୍ମୁ-କଶ୍ମୀର,୭।୩: ଜମ୍ମୁ-କଶ୍ମୀର ବିଧାନସଭାରେ ଶୁକ୍ରବାର ବଜେଟ ଉପସ୍ଥାପିତ ହୋଇଛି। ବଜେଟ ଉପସ୍ଥାପନ ବେଳେ ମୁଖ୍ୟମନ୍ତ୍ରୀ ଓମାର ଅବଦ୍ଦୁଲ୍ଲା ଅନେକ ବଡ଼ ଘୋଷଣା କରିଛନ୍ତି। ଜମ୍ମୁ-କଶ୍ମୀରର ମହିଳାମାନଙ୍କୁ ମାଗଣା ବସ୍ ସେବା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ଓମାର ଅବଦ୍ଦୁଲ୍ଲା କହିଛନ୍ତି। ଏପରିକି ପ୍ରତି … Read More
