ପୋକ୍ସୋ ମାମଲାରେ ଚାର୍ଜଶିଟ୍ ଦାଖଲ ପରେ ୟେଦିୟୁରପ୍ପାଙ୍କୁ ସମନ କଲେ କୋର୍ଟ

ନୂଆଦିଲ୍ଲୀ: ପୋକ୍ସୋ ମାମଲାରେ ସିଆଇଡିର ନୂଆ ଚାର୍ଜସିଟ୍‌ ପରେ ୟେଦିୟୁରପ୍ପାଙ୍କୁ କୋର୍ଟଙ୍କ ସମନ। ଗୁରୁବାର କର୍ଣ୍ଣାଟକର ଏକ ସ୍ୱତନ୍ତ୍ର କୋର୍ଟ ପୂର୍ବତନ ମୁଖ୍ୟମନ୍ତ୍ରୀ ୟେଦିୟୁରପ୍ପାଙ୍କୁ ଏନେଇ ସମନ କରିଛି। ପୂର୍ବରୁ ମଧ୍ୟ ୟେଦିୟୁରପ୍ପାଙ୍କ ବିରୋଧରେ ଏନେଇ ମାମଲା ବିଚାରାଧୀନ ଥିଲା। ହେଲେ … Read More

ମହାକୁମ୍ଭ ଯୋଗୁଁ ବଢିବ ଭାରତର ଅର୍ଥନୈତିକ ଅଭିବୃଦ୍ଧି : ମୁଖ୍ୟ ଅର୍ଥନୈତିକ ଉପଦେଷ୍ଟା

ନୂଆଦିଲ୍ଲୀ: ଅର୍ଥନୈତିକ କ୍ଷେତ୍ରରୁ ଭାରତ ପାଇଁ ସନ୍ତୋଷଜନକ ଖବର । ୨୦୨୫ ଆର୍ଥିକ ବର୍ଷର ତୃତୀୟ ତ୍ରୟମାସରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ହାର ୬.୨%କୁ ବୃଦ୍ଧି ପାଇଛି। ପୂର୍ବ ତ୍ରୈମାସରେ ଏହା ୫.୪% ଥିଲା। ଭଲ ମୌସୁମୀ ପରେ ଅର୍ଥନୀତିକୁ ଦୃଢ଼ … Read More

ଉତ୍ତରାଖଣ୍ଡରେ ହିମସ୍ଖଳନ: ଫସିଛନ୍ତି ୪୭ ଶ୍ରମିକ

ଡେରାଡୁନ: ଉତ୍ତରାଖଣ୍ଡ ଚାମୋଲିରେ ଘଟିଛି ବଡ଼ ଦୁର୍ଘଟଣା । ହିମସ୍ଖଳନ କାରଣରୁ ବଡ ଅଘଟଣ ଘଟିଛି । ମାଣା ଗାଁ ଗ୍ଲେସିୟର ତରଳିବା ଦ୍ୱାରା ୪୭ ଜଣ ଶ୍ରମିକ ବରଫ ତଳେ ପୋତି ହୋଇଯାଇଛନ୍ତି । ଏଥିସହ ବ୍ୟାପକ କ୍ଷୟକ୍ଷତି ମଧ୍ୟ … Read More

୩୦ ବର୍ଷର ରେକର୍ଡ ଭାଙ୍ଗିଲା ଶେୟାର ବଜାର, କ୍ଷତି ହେଲାଣି ୯୨ ଲକ୍ଷ କୋଟି

ଭାରତୀୟ ଶେୟାର ବଜାରରେ ଶୁକ୍ରବାର ବଡ଼ ଧରଣର ହ୍ରାସ ଘଟିଛି। ଯାହାଫଳରେ ଶେୟାର ବଜାର ପ୍ରାୟ ୩୦ ବର୍ଷର ରେକର୍ଡ ଭାଙ୍ଗିଛି। ନିବେଶକମାନଙ୍କ ମଧ୍ୟ​‌ରେ ଆହୁରି ଭୟ ବୃଦ୍ଧି ପାଇଲାଣି। ଆଗକୁ କ’ଣ ହେବ ତାହା କହିବା ମୁସ୍କିଲ ହୋଇପଡ଼ିଛି। ୨୦୨୪ … Read More

ଜର୍ମାନୀରେ ଦକ୍ଷିଣପନ୍ଥୀ ସରକାର, ଫ୍ରେଡରିକ ମର୍ଜ ହେବେ ନୂଆ ଚାନସେଲର

ୟୁରୋପୀୟ ଦେଶ ଜର୍ମାନୀରେ ଶେଷ ହୋଇଥିବା ନିର୍ବାଚନରେ ଦକ୍ଷିଣପନ୍ଥୀ ଦଳ ବିଜୟୀ ହୋଇଛି। ଫ୍ରେଡରିକ ମାର୍ଟିନ ଜୋଶେଫ ମର୍ଜଙ୍କ ନେତୃତ୍ଵାଧୀନ କ୍ରିଷ୍ଟିୟନ ଡେମୋକ୍ରାଟିକ ୟୁନିଅନ(ସିଡିୟୁ) ପାର୍ଟି ବିପୁଳ ଭୋଟରେ ବିଜୟ ଲାଭ କରିବା ସହିତ ସରକାର ଗଠନ କରିବା ନିଶ୍ଚିତ ହୋଇଛି। … Read More

ମଦ୍ରାସାରେ ପ୍ରାର୍ଥନା ସମୟରେ ବିସ୍ଫୋରଣ, ୫ ମୃତ

ପାକିସ୍ତାନର ଏକ ମଦ୍ରାସାରେ ଶୁକ୍ରବାର ପ୍ରାର୍ଥନା ସମୟରେ ବିସ୍ଫୋରଣ ଘଟିଛି। ଏଥିରେ ୫ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଖାଇବରପଖତୁନଖ୍ବା ପ୍ରଦେଶର ଅକ୍କୋରା ଖଟ୍ଟକ ଜିଲା ଅନ୍ତର୍ଗତ ଦାରୁଲ ଉଲୁମ ହକ୍କାନିଆ ମଦ୍ରାସାରେ ଏହି ବିସ୍ଫୋରଣ … Read More

ଶେଷ ହେଲା ମହାକୁମ୍ଭ: ଶିବରାତ୍ରି ପାଇଁ ଦିନକରେ ବୁଡ଼ ପକାଇଲେ ୨ କୋଟି ଶ୍ରଦ୍ଧାଳୁ

ପ୍ରୟାଗରାଜ: ସରିଲା ମହାକୁମ୍ଭ । ଗଙ୍ଗା ନଦୀ କୂଳରେ ଶେଷ ହେଲା ଦୁନିଆର ସବୁଠୁ ବଡ ଆଧ୍ୟାତ୍ମିକ ମେଳା । ଯେଉଁଠି ଲାଗିଥିଲା ସାଧୁସନ୍ଥ ଓ ଭକ୍ତଙ୍କ ମିଳନ । ମହାଶିବରାତ୍ରିରେ ଶେଷ ହୋଇଛି ମହାକୁମ୍ଭ । ଅନ୍ତିମ ଅମୃତ ସ୍ନାନ … Read More

ପାକିସ୍ତାନର ନୂଆ ଡ୍ରାମା, ଚାମ୍ପିଅନ୍ସ ଟ୍ରଫି ଡ୍ୟୁଟି କରିବାକୁ ମନା କରିବାରୁ ୧୦୦ ପୋଲିସକର୍ମୀ ବହିଷ୍କୃତ

ପାକିସ୍ତାନ ଦୀର୍ଘ ୨୭ ବର୍ଷ ପରେ ଆଇସିସି ଚାମ୍ପିଅନ୍ସ ଟ୍ରଫିର ଆୟୋଜନ କରୁଛି । କିନ୍ତୁ ଟୁର୍ଣ୍ଣାମେଣ୍ଟ ଆରମ୍ଭରୁ ବିବାଦରେ ରହିଛି । ଏବେ ପୁଣି ଚାମ୍ପିଅନ୍ସ ଟ୍ରଫି ସହିତ ଜଡିତ ନୂଆ ବିବାଦ ସାମ୍ନାକୁ ଆସିଛି । ପାକିସ୍ତାନର ପଞ୍ଜାବ … Read More

ମେ’ ୨ରେ ଖୋଲିବ କେଦାରନାଥଙ୍କ କପାଟ

ଖୋଲିବ ବାବା କେଦାରନାଥଙ୍କ ଧାମ । ପବିତ୍ର ମହାଶିବରାତ୍ରି ଅବସରରେ ସ୍ଥିର ହେଲା ତାରିଖ ଓ ସମୟ । ମହାଦେବ ବାବା କେଦାରନାଥଙ୍କ କପାଟ ଖୋଲିବାର ଦିନ ଓ ମୁହୂର୍ତ୍ତର ସ୍ଥିର ହୋଇଛି । ଚଳିତ ବର୍ଷ ମେ’ ୨ରେ ଖୋଲିବ … Read More

ସେନା ଗାଡ଼ିକୁ ଆତଙ୍କବାଦୀଙ୍କ ଗୁଳିମାଡ଼

ଜାମ୍ମୁ-କାଶ୍ମୀରର ରଜୌରୀ ଅନ୍ତର୍ଗତ ସୁନ୍ଦରବନି ଅଞ୍ଚଳରେ ବୁଧବାର ସେନା ଗାଡ଼ି ଉପରେ ଆକ୍ରମଣ ହୋଇଛି। ସୁନ୍ଦରବନିର ଫଲ ଗ୍ରାମ ନିକଟ ନେଇ ଯବାନମାନେ ଗାଡ଼ିରେ ଯାଉଥିବାବେଳେ ଆତଙ୍କବାଦୀମାନେ ଗାଡ଼ି ଉପରକୁ ଗୁଳିମାଡ଼ କରିଥିଲେ। ଏହି ଘଟଣା​‌ରେ କେହି ମୃତାହତ ହୋଇଥିବା ନେଇ … Read More