ନୂଆ ଦଲାଇଲାମା ଚୟନରେ ଆମ ଅନୁମୋଦନ ଆବଶ୍ୟକ : ଚୀନ

ବେଜିଂ : ଦଲାଇଲାମାଙ୍କ ଉତ୍ତରାଧିକାରୀ ଚୟନକୁ ନେଇ ପୁଣି ଥରେ ମୁହାଁମୁହିଁ ହୋଇଛନ୍ତି ଭାରତରେ ଥିବା ପ୍ରବାସୀ ତିବ୍ବତୀୟ ସରକାର ଓ ଚୀନ । ତିବ୍ବତୀୟ ପରମ୍ପରା ଅନୁସାରେ ହିଁ ନୂଆ ଦଲାଇଲାମା ଚୟନ ହେବ ବୋଲି ବର୍ତ୍ତମାନର ଦଲାଇଲାମାଙ୍କ ଘୋଷଣା … Read More

ବେଙ୍ଗାଲୁରୁ ଦଳାଚକଟା ଘଟଣା – ସରକାରଙ୍କ ନିଲମ୍ବନ ଆଦେଶ ରଦ୍ଦ କଲେ କେନ୍ଦ୍ରୀୟ ପ୍ରଶାସନିକ ଟ୍ରିବ୍ୟୁନାଲ୍

ବେଙ୍ଗାଲୁରୁ : ଗତ ଜୁନ ମାସରେ ବେଙ୍ଗାଲୁରୁରେ ହୋଇଥିବା ଦଳାଚକଟା ଘଟଣାରେ ବରିଷ୍ଠ ଆଇପିଏସ୍ ଅଧିକାରୀ ବିକାଶ କୁମାରଙ୍କ ବିରୋଧରେ କେନ୍ଦ୍ରୀୟ ପ୍ରଶାସନିକ ଟ୍ରିବ୍ୟୁନାଲ୍ ଆଜି କର୍ଣ୍ଣାଟକ ସରକାରଙ୍କ ନିଲମ୍ବନ ଆଦେଶକୁ ରଦ୍ଦ କରିଛନ୍ତି। ବିଚାରପତି ସନ୍ତୋଷ ମେହରା ଏବଂ ବିଚାରପତି … Read More

ନିଯୁକ୍ତି-ସଂଯୁକ୍ତ ପ୍ରୋତ୍ସାହନ ଯୋଜନାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ

ନୂଆଦିଲ୍ଲୀ : କେନ୍ଦ୍ର କ୍ୟାବିନେଟ୍ ସମସ୍ତ କ୍ଷେତ୍ରରେ ନିଯୁକ୍ତି ସୃଷ୍ଟି ଏବଂ ସାମାଜିକ ସୁରକ୍ଷା ପ୍ରଦାନ କରିବା ପାଇଁ ନିଯୁକ୍ତି-ସଂଯୁକ୍ତ ପ୍ରୋତ୍ସାହନ ଯୋଜନାକୁ ମଞ୍ଜୁରୀ ଦେଇଛି। ଏହାର ବିଶେଷ ଲକ୍ଷ୍ୟ ଉତ୍ପାଦନ କ୍ଷେତ୍ର ଉପରେ ରହିଛି। ଆଜି ନୂଆଦିଲ୍ଲୀରେ କ୍ୟାବିନେଟ୍ ନିଷ୍ପତ୍ତି … Read More

ଜନ ଆନ୍ଦୋଳନ ପାଲଟିଛି ଡିଜିଟାଲ ଇଣ୍ଡିଆ – ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ଡିଜିଟାଲ ଇଣ୍ଡିଆ ଏକ ଜନ ଆନ୍ଦୋଳନ ପାଲଟିଛି ଏବଂ ଏକ ଆତ୍ମନିର୍ଭର ଭାରତ ଗଠନ ଓ ଭାରତକୁ ବିଶ୍ୱର ଏକ ବିଶ୍ୱସ୍ତ ନବସୃଜନ ଅଂଶୀଦାର କରିବାରେ କେନ୍ଦ୍ରବିନ୍ଦୁ ପାଲଟିଛି। ଡିଜିଟାଲ ଇଣ୍ଡିଆ … Read More

ଆଇଆଇଟି ବମ୍ବେରେ ପରିଚୟ ଲୁଚାଇ ୧୪ ଦିନ ରହିଲେ ନକଲି ଛାତ୍ର

ମୁମ୍ବାଇ: ନିଜକୁ ଆଇଆଇଟି ବମ୍ବେର ଛାତ୍ର ବୋଲି ଉପସ୍ଥାପନ କରି କଲେଜ କ୍ୟାମ୍ପସ୍‌ରେ ରହିଥିବା ଜଣେ ୨୨ ବର୍ଷୀୟ ଯୁବକଙ୍କୁ ଗତ ସପ୍ତାହରେ ଗିରଫ କରାଯାଇଥିଲା। ଏବେ ତାଙ୍କୁ ଜେରା କରିବାରୁ ନୂଆ ନୂଆ ତଥ୍ୟ ସବୁ ହସ୍ତଗତ ହେବାରେ ଲାଗିଛି। … Read More

ଗୋଟିଏ ମାସ ପାଇଁ ନିରାପତ୍ତା ପରିଷଦର ସଭାପତି ହେଲା ପାକିସ୍ତାନ

ଇସଲାମାବାଦ: ପାକିସ୍ତାନ ମଙ୍ଗଳବାର ଜୁଲାଇ ୨୦୨୫ ପାଇଁ ଜାତିସଂଘ ସୁରକ୍ଷା ପରିଷଦର ଅଧ୍ୟକ୍ଷତା ଗ୍ରହଣ କରିବାକୁ ଯାଉଛି। ପାକିସ୍ତାନର ସରକାରୀ ଗଣମାଧ୍ୟମ ଏ ବିଷୟରେ ସୂଚନା ଦେଇଛି। ଏହା ହେଉଛି ଜାତିସଂଘ ସୁରକ୍ଷା ପରିଷଦର ଅସ୍ଥାୟୀ ସଦସ୍ୟ ଭାବରେ ପାକିସ୍ତାନର ଦୁଇ … Read More

୭୦ ବର୍ଷରେ ଭାରତୀୟ ଷ୍ଟେଟ ବ୍ୟାଙ୍କ, ଶୁଭେଚ୍ଛା ଜଣାଇଲେ ଅର୍ଥମନ୍ତ୍ରୀ ସୀତାରମଣ

ନୂଆଦିଲ୍ଲୀ : ଭାରତୀୟ ଷ୍ଟେଟ ବ୍ୟାଙ୍କକୁ ଆଜି ୭୦ ବର୍ଷ ପୂର୍ତ୍ତି ଅବସରରେ ମଙ୍ଗଳବାର କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଅଭିନନ୍ଦନ ଜଣାଇଛନ୍ତି। ସାମାଜିକ ଗଣମାଧ୍ୟମ ପୋଷ୍ଟରେ, ଶ୍ରୀମତୀ ସୀତାରମଣ କହିଛନ୍ତି ଯେ ୨୩ ହଜାରରୁ ଅଧିକ ଶାଖା, ୭୮ ହଜାର … Read More

ନ୍ୟାୟ ପାଇଁ ଲଢେଇ କରିବେ ଦୁଷ୍କର୍ମ ଶିକାର ୨୫ ବର୍ଷୀୟ ହିନ୍ଦୁ ମହିଳା

ଢାକା : ବାଂଲାଦେଶରେ, ଜଣେ ୨୫ ବର୍ଷୀୟ ହିନ୍ଦୁ ମହିଳା, ଯିଏକି ଏକ ଜଘନ୍ୟ ଦୁଷ୍କର୍ମର ଶିକାର ହୋଇଥିଲେ, ତାଙ୍କ ସ୍ୱାମୀ ଏବଂ କିଛି ସ୍ଥାନୀୟ ବାସିନ୍ଦାଙ୍କ ଚାପ ପରେ ପ୍ରଥମେ ସେ ପ୍ରତ୍ୟାହାର କରିବାକୁ ଚିନ୍ତା କରିଥିଲେ, ତଥାପି ସେ … Read More

ଇର୍ଷା କରି ଚାକିରିଆ ପ୍ରେମିକାକୁ ମାରିଦେଲା ପ୍ରେମିକ

ଭୋପାଳ: ଚାକିରି କରିଥିବା ପ୍ରେମିକାକୁ ଈର୍ଷା କରୁଥିଲା ବେରୋଜଗାର ପ୍ରେମିକ। ଲିଭ୍-ଇନରେ ରହି ବି ବଦଳିଲାନି ମନ। ନିଜ ଈର୍ଷାକୁ ମାରିବା ପାଇଁ ହତ୍ୟା ଭଳି ଅପରାଧକୁ ବାଛିଲା ପ୍ରେମିକ। ଏଭଳି ଘଟଣା ଘଟିଛି ଭୋପାଳର ଗାୟତ୍ରୀ ନଗରରେ। ଜଣେ ୨୯ … Read More

ନାରାଣୟଣ ମୂର୍ତ୍ତିଙ୍କ ୭୦ ଘଣ୍ଟା କାର୍ଯ୍ୟସପ୍ତାହ ମନ୍ତବ୍ୟ ପରେ ‘ଓଭର୍‌ଟାଇମ୍‌’କୁ ବିରୋଧ କଲା ଇନ୍‌ଫୋସିସ୍‌

ନୂଆଦିଲ୍ଲୀ: ଅତୀତରେ ଇନଫୋସିସ୍ ସହ-ପ୍ରତିଷ୍ଠାତା ନାରାୟଣ ମୂର୍ତ୍ତି ୭୦ ଘଣ୍ଟା କାର୍ଯ୍ୟସପ୍ତାହ ଉପରେ ମନ୍ତବ୍ୟ ଦେଇ ବିବାଦରେ ରହିଥିଲେ। ଏବେ ଇନଫୋସିସ୍ ତାର କର୍ମଚାରୀମାନଙ୍କୁ ବୃତ୍ତି ଏବଂ ବ୍ୟକ୍ତିଗତ ଜୀବନ ମଧ୍ୟରେ ସନ୍ତୁଳନ ବଜାୟ ରଖିବାକୁ ପରାମର୍ଶ ଦେଇଛି। ଯାହା ଜଣାପଡୁଛି … Read More