ଦିଲ୍ଲୀ ଅବକାରୀ ନୀତି ଯୋଗୁଁ ୨୦୦୦ କୋଟି କ୍ଷତି : ସିଏଜି
ନୂଆଦିଲ୍ଲୀ : ଦିଲ୍ଲୀ ବିଧାନସଭାରେ ଆଗତ ସିଏଜି ରିପୋର୍ଟରେ ଚାଞ୍ଚଲ୍ୟକର ତଥ୍ୟ ପ୍ରକାଶ ପାଇଛି । ଏହି ରିପୋର୍ଟରେ କୁହାଯାଇଛି ଯେ ତତକାଳୀନ କେଜ୍ରିଓ୍ବାଲ ସରକାର ଆଣିଥିବା ଅବକାରୀ ନୀତି ଯୋଗୁଁ ଦିଲ୍ଲୀ ସରକାରଙ୍କ ପ୍ରାୟ ୨ ହଜାର କୋଟି ଟଙ୍କା … Read More
