ମହାକୁମ୍ଭର ସଫେଇ କର୍ମଚାରୀଙ୍କୁ ସମ୍ବୋଧିତ କରିବେ ଯୋଗୀ ଆଦିତ୍ୟନାଥ

ପ୍ରୟାଗରାଜ୍‌: ମହାକୁମ୍ଭରେ ପବିତ୍ର ବୁଡ ପକାଇବା ପାଇଁ ଶ୍ରଦ୍ଧାଳୁଙ୍କ ସଂଖ୍ୟା ବଢିବାରେ ଲାଗିଛି । ରିପୋର୍ଟ ଅନୁସାରେ ୧୩ ଜାନୁଆରିରୁ ଏପର୍ଯ୍ୟନ୍ତ ୬୨ କୋଟିରୁ ଅଧିକ ଶ୍ରଦ୍ଧାଳୁ ବୁଡ଼ ପକାଇ ସାରିଛନ୍ତି। ପ୍ରତ୍ୟେକ ଦିନ ଶ୍ରଦ୍ଧାଳୁମାନଙ୍କର ବହୁସଂଖ୍ୟାରେ ଭିଡ ଥାଇ ମଧ୍ୟ … Read More

ପାଟଣାରେ ଭୟଙ୍କର ଦୁର୍ଘଟଣା ; ଟ୍ରକ ଓ ଅଟୋ ମୁହାଁମୁହିଁ, ୭ ମୃତ

ମୁମ୍ଵାଇ : ପାଟଣାରେ ଭୟଙ୍କର ଦୁର୍ଘଟଣା । ଟ୍ରକ ଓ ଅଟୋ ମଧ୍ୟରେ ମୁଁହାମୁହିଁ ଧକ୍କା । ଏହି ଦୁର୍ଘଟଣାରେ ୭ଜଣଙ୍କର ମୃତ୍ୟୁ ହୋଇଛି । ସେଥିରୁ ଅନେକ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଅନେକଙ୍କ ଅବସ୍ଥା ଅତି ସଙ୍କଟାପର୍ଣ୍ଣ … Read More

ଆମେରିକାକୁ ନାଲି ଆଖି ଦେଖାଇଲା ପାକିସ୍ତାନ: ଆଫଗାନ ଶରଣାର୍ଥୀଙ୍କୁ ଫେରାଇବାକୁ ଧମକ

ଇସଲାମାବାଦ: ଆମେରିକାରେ ପୁନର୍ବାସ ପାଇଁ ଅପେକ୍ଷା କରିଥିବା ହଜାର ହଜାର ଆଫଗାନ ନାଗରିକଙ୍କ ମାମଲା ଖାରଜ ହେଲେ କିମ୍ବା ସମୟ ମଧ୍ୟରେ ପ୍ରକ୍ରିୟାକରଣ ନ ହେଲେ ସେମାନଙ୍କୁ ଫେରାଇ ଦେବାକୁ ପାକିସ୍ତାନ ଧମକ ଦେଇଛି। ଭଏସ୍ ଅଫ୍ ଆମେରିକା ଅନୁଯାୟୀ ତୁର୍କୀର … Read More

ବାଲାଜୀ ସରକାର କର୍କଟ ଡାକ୍ତରଖାନାର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ଦୁଇ ଦିନିଆ ମଧ୍ୟପ୍ରଦେଶ ଗସ୍ତରେ ଯାଇଥିବାବେଳେ ଛତରପୁରସ୍ଥିତ ବାଗେଶ୍ଵର ଧାମରେ ବାଲାଜୀ ସରକାର କର୍କଟ ଶିକ୍ଷାନୁଷ୍ଠାନ ଓ ଡାକ୍ତରଖାନାର ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଏକ ଜନସଭାରେ ଉଦବୋଧନ ଦେଇଥିଲେ। ସେ କହିଥିଲେ, ବହୁତ … Read More

ସଙ୍ଗମ ସ୍ଥଳରେ ବୁଡ ପକାଇଲେ ମୁଖ୍ୟମନ୍ତ୍ରୀ

ପ୍ରୟାଗରାଜ: ମହାକୁମ୍ଭରେ ବୁଡ ପକାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତାଙ୍କ ପରିବାରଙ୍କ ସଙ୍ଗେ ପ୍ରୟାଗରାଜ ଯାଇଥିବା ବେଳେ, ପବିତ୍ର ମହାକୁମ୍ଭ ଅବସରରେ ସଙ୍ଗମ ଜଳରେ ମହାସ୍ନାନ କରିଛନ୍ତି । ମହାସ୍ନାନର ଶେଷ ସପ୍ତାହ । … Read More

‘ମନ କି ବାତ୍’ର ୧୧୯ତମ ସଂସ୍କରଣରେ ଦେଶବାସୀଙ୍କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ତାଙ୍କ ମାସିକ ରେଡିଓ କାର୍ଯ୍ୟକ୍ରମ ‘ମନ କି ବାତ୍’ର ୧୧୯ତମ ସଂସ୍କରଣରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ଏଥିରେ ସେ ଦ୍ରୁତ ଗତିରେ ବଢୁଥିବା ସ୍ଵାସ୍ଥ୍ୟ ସମସ୍ୟା ‘ମୋଟାପଣ’ ଉପରେ ଚର୍ଚ୍ଚା କରିଛନ୍ତି। ଦେଶରେ ମୋଟାପଣ … Read More

ଶୁଟିଂ ପାଇଁ ଷ୍ଟଣ୍ଟ ସମୟରେ ଆହତ ହେଲେ ଗୁରୁ ରନ୍ଧୱା

ପଞ୍ଜାବୀ ଗାୟକ ଗୁରୁ ରନ୍ଧୱା ଏକ ଦୁର୍ଘଟଣାର ଶିକାର ହୋଇ ଆହତ ହୋଇଛନ୍ତି। ଡାକ୍ତରଖାନାରେ ତାଙ୍କର ଚିକିତ୍ସା ଚାଲିଛି। ଏ ସମ୍ପର୍କରେ ​‌ସେ ନିଜେ ଇନଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରି ସୂଚନା ଦେଇଛନ୍ତି। ନିଜ ଫିଲ୍ମ ଶୁଟିଂ ସମୟରେ ଏକ … Read More

ସିନ୍ଦେଙ୍କ ଗଡ଼ ଥାନେରେ ‘ଜନତା ଦରବାର’ କରିବେ ବିଜେପି ମନ୍ତ୍ରୀ ଗଣେଶ ନାଏକ

ଥାନେ: ମହାରାଷ୍ଟ୍ର ଜଙ୍ଗଲ ବିଭାଗ ମନ୍ତ୍ରୀ ଏବଂ ବିଜେପି ନେତା ଗଣେଶ ନାଏକ ସୋମବାର ଉପମୁଖ୍ୟମନ୍ତ୍ରୀ ଏବଂ ଶିବସେନା ଅଧ୍ୟକ୍ଷ ଏକନାଥ ସିନ୍ଦେଙ୍କ ଗଡ଼ ଥାନେରେ ‘ଜନତା ଦରବାର’ କରିବେ। ସେ ଥାନେରେ ମଧ୍ୟ ଜନ ଅଭିଯୋଗ ସଭା କରିବେ, ଯଦ୍ୱାରା … Read More

ଆତିଶୀ ବିରୋଧୀ ଦଳ ନେତା ନିର୍ବାଚିତ

ନୂଆଦିଲ୍ଲୀ: ଆମ୍ ଆଦମୀ ପାର୍ଟି ବିଧାୟକ ଦଳ ବୈଠକ ରବିବାର ଦଳ ମୁଖ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିରୋଧୀ ଦଳ ନେତାଙ୍କ ନାଁରେ ମୋହର ବାଜିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ଆତିଶୀ ମାର୍ଲେନା ଦିଲ୍ଲୀ ବିଧାନସଭାରେ ବିରୋଧୀ ଦଳ ନେତା ହେବେ ବୋଲି … Read More

ତେଲଙ୍ଗାନାରେ ଟନେଲ ଭୁଶୁଡ଼ିବା ଘଟଣା: ଫସି ରହିଥିବା ଶ୍ରମିକଙ୍କ ପାଖକୁ ପହଞ୍ଚିଛନ୍ତି ଉଦ୍ଧାରକାରୀ ଦଳ

ହାଇଦ୍ରାବାଦ: ତେଲଙ୍ଗାନାର ନାଗରକୁର୍ଣ୍ଣୁଲ ଜିଲାରେ ଶନିବାର ଏକ ନିର୍ମାଣାଧୀନ ଟନେଲ (ସୁଡ଼ଙ୍ଗ) ଭୁଶୁଡି ପଡ଼ିବାରୁ ୮ ଜଣ ଶ୍ରମିକ ଫସି ରହିଛନ୍ତି। ଲିକ୍‌ ମରାମତି କରିବାକୁ କିଛି ଶ୍ରମିକ ଟନେଲ ଭିତରକୁ ଯାଇଥିବାବେଳେ ହଠାତ୍‌ ଶ୍ରୀସାଇଲମ ଲେଫ୍ଟ ବ୍ୟାଙ୍କ କେନାଲର ଏକ … Read More