ମହାକୁମ୍ଭ ନଦୀରୁ ମିଳିଲା ମଣିଷ ଓ ପଶୁ ମଳରେ ଥିବା ଜୀବାଣୁ
ଉତ୍ତର ପ୍ରଦେଶର ପ୍ରୟାଗରାଜରେ ଚାଲିଛି ମହାକୁମ୍ଭ। ସେଠାରେ ଥିବା ନଦୀର ଏକାଧିକ ସ୍ଥାନରେ କୋଟି କୋଟି ଲୋକ ପୁଣ୍ୟ ଅର୍ଜନ କରିବା ଆଶାରେ ବୁଡ଼ ପକାଉଛନ୍ତି। ହେଲେ ଲୋକମାନେ ବୁଡ଼ ପକାଉଥିବା ନଦୀର ପାଣିରୁ ମିଳିଛି ମଣିଷ ଓ ପଶୁ ମଳର … Read More
ଉତ୍ତର ପ୍ରଦେଶର ପ୍ରୟାଗରାଜରେ ଚାଲିଛି ମହାକୁମ୍ଭ। ସେଠାରେ ଥିବା ନଦୀର ଏକାଧିକ ସ୍ଥାନରେ କୋଟି କୋଟି ଲୋକ ପୁଣ୍ୟ ଅର୍ଜନ କରିବା ଆଶାରେ ବୁଡ଼ ପକାଉଛନ୍ତି। ହେଲେ ଲୋକମାନେ ବୁଡ଼ ପକାଉଥିବା ନଦୀର ପାଣିରୁ ମିଳିଛି ମଣିଷ ଓ ପଶୁ ମଳର … Read More
ଇସଲାମାବାଦ: ଇସଲାମିକ ଧର୍ମଗୁରୁ ତଥା ପାକିସ୍ତାନୀ ସାଂସଦ ମୌଲାନା ଫଜଲୁର ରେହମାନ ପାକିସ୍ତାନକୁ ୧୯୭୧ ମସିହାର ବିଭାଜନ କଥା ମନେ ପକାଇ ଦେଇଛନ୍ତି, ଯେତେବେଳେ ପୂର୍ବ ପାକିସ୍ତାନ ଭାଙ୍ଗି ବାଂଲାଦେଶ ହୋଇଯାଇଥିଲା। ସେ କହିଛନ୍ତି ଯେ ବେଲୁଚିସ୍ତାନ ପାକିସ୍ତାନରୁ ଅଲଗା ହୋଇପାରେ … Read More
ରିଲାଏନ୍ସ ଫାଉଣ୍ଡେସନର ପ୍ରତିଷ୍ଠାତା ଅଧ୍ୟକ୍ଷା ନୀତା ଅମ୍ବାନୀଙ୍କୁ ଆମେରିକାର ମାସାଚୁସେଟ୍ସର ଗଭର୍ଣ୍ଣର ମୌରା ହେଲି ସମ୍ମାନଜନକ ଗଭର୍ଣ୍ଣର ପ୍ରଶଂସାପତ୍ରରେ ସମ୍ମାନିତ କରିଛନ୍ତି। ଏହି ପ୍ରଶଂସାପତ୍ରରେ ନୀତା ଅମ୍ବାନୀଙ୍କୁ ଜଣେ ଦୂରଦର୍ଶୀ ନେତ୍ରୀ, ସମାଜସେବୀ ଏବଂ ପ୍ରକୃତ ବିଶ୍ୱ ପରିବର୍ତ୍ତନକାରୀ ଭାବରେ ସ୍ୱୀକୃତି … Read More
ଉତ୍ତରପ୍ରଦେଶ ପ୍ରୟାଗରାଜରେ ଚାଲିଛି ପବିତ୍ର ମହାକୁମ୍ଭ ମେଳା । ଏଠାକୁ ଦେଶ ବିଦେଶରେ କୋଟି କୋଟି ସଂଖ୍ୟାରେ ଶ୍ରଦ୍ଧାଳୁ ପହଞ୍ଚିଛନ୍ତି । ମହାକୁମ୍ଭରେ ପୁଣି ଲାଗିଲା ନିଆଁ । ମହାକୁମ୍ଭ ସେକ୍ଟର ୮ରେ ଏକ ଶିବିରରେ ଅଗ୍ନିକାଣ୍ଡ ହୋଇଛି । ଅଗ୍ନିକାଣ୍ଡ … Read More
ଗାଜା: ହମାସ ପାଲେଷ୍ଟାଇନର ଗାଜା ଷ୍ଟ୍ରିପକୁ ପାଲେଷ୍ଟାଇନୀ କର୍ତ୍ତୃପକ୍ଷ (ପିଏ)କୁ ହସ୍ତାନ୍ତର କରିବାକୁ ରାଜି ହୋଇଛି। ସ୍କାଏ ନ୍ୟୁଜ୍ ଆରବିୟାର ଏକ ରିପୋର୍ଟରେ ଏହି ଦାବି କରାଯାଇଛି। ପିଏ ହେଉଛି ଅନ୍ତର୍ଜାତୀୟ ସ୍ତରରେ ସ୍ୱୀକୃତିପ୍ରାପ୍ତ ପାଲେଷ୍ଟାଇନ ସରକାର। ଏହା ୧୯୯୩ ଓସଲୋ … Read More
ନୂଆଦିଲ୍ଲୀ: କୋଏମ୍ବାଟୁରର ଏକ ଏଆଇ ଷ୍ଟାର୍ଟଅପ୍ କମ୍ପାନୀ ବର୍ତ୍ତମାନ ବେଶ୍ ଚର୍ଚ୍ଚାରେ ରହିଛି। କୋଭାଇ.କୋ ନାମକ ଏହି କମ୍ପାନୀ ନିଜର ୧୪୦ଜଣ କର୍ମଚାରୀଙ୍କୁ ବୋନସ ବାବଦରେ ୧୪ କୋଟି ଟଙ୍କା ପ୍ରଦାନ କରିଥିବା ଜଣାପଡ଼ିଛି। ଏହି କମ୍ପାନୀ ବିବିସି, ବୋଇଂ ଓ … Read More
ଲକ୍ଷ୍ନୌ: ବଲିଉଡ ସୁପରଷ୍ଟାର ଅମିତାଭ ବଚ୍ଚନଙ୍କ ଜ୍ବାଇଁ ନିଖିଲ ନନ୍ଦାଙ୍କ ବିରୋଧରେ ରୁଜୁ ହେଲା ମାମଲା। ଉତ୍ତର ପ୍ରଦେଶର ବଦାୟୁଁ ଜିଲ୍ଲାର ଦାନଗଞ୍ଜ ପୁଲିସ ଷ୍ଟେସନରେ ନିଖିଲ ନନ୍ଦାଙ୍କ ସମେତ ଟ୍ରାକ୍ଟର କମ୍ପାନର ଅନେକ ଅଧିକାରୀଙ୍କ ବିରୋଧରେ ଠକେଇ ଏବଂ ଆତ୍ମହତ୍ୟା … Read More
ନୂଆଦିଲ୍ଲୀ: ମୋଦୀଙ୍କ ଆମେରିକା ଗସ୍ତ ସାରି ଫେରିବାର ସପ୍ତାହ ବିତିନି ଭାରତକୁ ଆଉ ଏକ ଶକ୍ତ ଝଟ୍କା ଦେଲା ଆମେରିକା। ଭାରତରେ ଭୋଟରଙ୍କ ସଂଖ୍ୟା ବୃଦ୍ଧି କରିବା ପାଇଁ ଆମେରିକା ଦେଉଥିବା ୨୧ ନିୟୁତ ଡଲାର ପାଣ୍ଠିକୁ ରଦ୍ଦ କରି ଦେଇଛି। … Read More
କିଭ୍: ୟୁକ୍ରେନ ଏବଂ ରୁଷିଆ ମଧ୍ୟରେ ବର୍ଷ ବର୍ଷ ଧରି ଚାଲିଥିବା ଯୁଦ୍ଧକୁ ବନ୍ଦ କରିବା ପାଇଁ ଚୀନ୍ର ପ୍ରୟାସ ସାମ୍ପ୍ରତିକ ସମୟରେ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ସାଉଦି ଆରବରେ ଏହି ପ୍ରସଙ୍ଗରେ ରୁଷିଆ ଏବଂ ଆମେରିକା ମଧ୍ୟରେ ଆଲୋଚନା … Read More
ପ୍ରୟାଗରାଜ, ୧୬।୨: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ଉତ୍ତର ପ୍ରଦେଶର ପ୍ରୟାଗରାଜରେ ଚାଲିଥିବା ମହାକୁମ୍ଭରେ ଅଂଶଗ୍ରହଣ କରି କରିଛନ୍ତି। ପତ୍ନୀ ମୃଦୁଳା ଠାକୁର ପ୍ରଧାନଙ୍କ ସହିତ ଧର୍ମେନ୍ଦ୍ର ତ୍ରିବେଣୀ ସଙ୍ଗମରେ ପବିତ୍ର ବୁଡ଼ ପକାଇଥିଲେ, ଯାହା ତିନୋଟି ପବିତ୍ର ନଦୀ, … Read More