କଂଗ୍ରେସ ସାଂସଦଙ୍କ ପତ୍ନୀଙ୍କୁ ନେଇ ଆସାମରେ ରାଜନୈତିକ ଝଡ଼: ଆଇଏସଆଇ ଲିଙ୍କ୍ ଅଭିଯୋଗ ଅଣିଲେ ହିମନ୍ତ

ଗୁଆହାଟୀ: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ଜୋରହାଟର କଂଗ୍ରେସ ସାଂସଦ ଗୌରବ ଗୋଗୋଇ ଏବଂ ତାଙ୍କ ପତ୍ନୀଙ୍କୁ ଟାର୍ଗେଟ କରିବା ଜାରି ରଖିଛନ୍ତି। ତାଙ୍କର ଅଭିଯୋଗକୁ ଦୋହରାଇ ହିମନ୍ତ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି, ୨୦୧୫ ମସିହାରେ, ଭାରତରେ ପାକିସ୍ତାନ … Read More

କାହିଁକି ଅମୃତସର ବିମାନ ବନ୍ଦରରେ ଅବତରଣ କରୁଛି ନିର୍ବାସିତ ଭାରତୀୟଙ୍କୁ ନେଇ ଆସୁଥିବା ବିମାନ

ଆମେରିକାରୁ ଭାରତୀୟ ନିର୍ବାସିତଙ୍କ ବିମାନକୁ ପୁଣି ଥରେ ଅମୃତସରରେ ଅବତରଣ କରି କେନ୍ଦ୍ର ସରକାର ରାଜ୍ୟକୁ ବଦନାମ କରିବାକୁ ଚେଷ୍ଟା କରୁଛନ୍ତି ବୋଲି ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ ସିଂହ ମାନ ଅଭିଯୋଗ କରିଛନ୍ତି। ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ଆର୍ ପି ସିଂହ … Read More

କେରଳ ନର୍ସିଂ କଲେଜରେ ରାଗିଂ ଘଟଣା: ଗିରଫ ୫ ବରିଷ୍ଠ ଛାତ୍ର ବହିଷ୍କୃତ

ତିରୁଅନନ୍ତପୁରମ: କେରଳର କୋଟ୍ଟାୟାମସ୍ଥିତ ସରକାରୀ ନର୍ସିଂ କଲେଜରେ ଘଟିଥିବା ରାଗିଂ ଘଟଣା ବର୍ତ୍ତମାନ ଗଣମାଧ୍ୟମରେ ଚର୍ଚ୍ଚାର ବିଷୟ ପାଲଟିଛି। ପୁଲିସ ଏହି ଘଟଣାରେ ବୁଧବାର ୫ ଜଣ ସିନିୟର (ତୃତୀୟ ବର୍ଷ) ଛାତ୍ରଙ୍କୁ ଗିରଫ କରିଥିବାବେଳେ କଲେଜ କର୍ତ୍ତୃପକ୍ଷ ଗୁରୁବାର ସେମାନଙ୍କୁ … Read More

ଅନୁପ୍ରବେଶ ଅପେକ୍ଷାରେ ୧୫୦ ଆତଙ୍କବାଦୀ, ଜାମ୍ମୁ-କାଶ୍ମୀରରେ ସୁରକ୍ଷା ବାହିନୀକୁ ହାଇ-ଆଲର୍ଟ

ନୂଆଦିଲ୍ଲୀ: ଭାରତ ସୀମା ମଧ୍ୟକୁ ଅନୁପ୍ରବେଶ କରିବା ଲାଗି ପାକିସ୍ତାନ ଅଧିକୃତ କାଶ୍ମୀର (ପିଓକେ)ରେ ୧୫୦ରୁ ଅଧିକ ପ୍ରଶିକ୍ଷଣପ୍ରାପ୍ତ ଆତଙ୍କବାଦୀ ସକ୍ରିୟ ରହିଛନ୍ତି। ପିଓକେର ନୀଲମ ଭ୍ୟାଲିର ୬ଟି ଲଞ୍ଚ ପ୍ୟାଡ୍‌ରେ ଆତଙ୍କବାଦୀମାନେ ସଜାଗ ରହିଛନ୍ତି। ପିଓକେରେ କାଶ୍ମୀର ଏକତା ଦିବସ … Read More

ମାର୍ଚ୍ଚ ୧୯ରେ ମହାକାଶରୁ ଫେରିବେ ସୁନିତା

ଫ୍ଲୋରିଡା : ଦୀର୍ଘ ଆଠ ମାସ ଧରି ଆଇଏସ୍‌ଏସ୍‌ରେ ରହିବା ପରେ ନାସା ମହାକାଶଚାରୀ ସୁନିତା ୱିଲିୟମ୍‌ସ ମାର୍ଚ୍ଚ ୧୯ରେ ପୃଥିବୀ ପୃଷ୍ଠକୁ ପ୍ରତ୍ୟାବର୍ତ୍ତନ କରିବେ ବୋଲି ଜଣାପଡିଛି। ସୁନିତା ଓ ସାଥୀ ମହାକାଶଚାରୀ ବୁଚ୍‌ ୱିଲମୋରଙ୍କୁ ଫେରାଇ ଆଣିବାକୁ ମାର୍ଚ୍ଚ … Read More

‘ଭାରତ ସରକାରଙ୍କ ନୀତିରେ ପ୍ରତିଫଳିତ ବୁଦ୍ଧଙ୍କ ପ୍ରତି ଶ୍ରଦ୍ଧା’

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଥାଇଲ୍ୟାଣ୍ଡରେ ଆୟୋଜିତ ସମ୍ୱାଦ କାର୍ଯ୍ୟକ୍ରମରେ ଭିଡିଓ ବାର୍ତ୍ତା ଜରିଆରେ ନିଜର ବକ୍ତବ୍ୟ ପ୍ରଦାନ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ସେ କହିଛନ୍ତି, ଥାଇଲ୍ୟାଣ୍ଡରେ ସମ୍ୱାଦର ସଂସ୍କରଣରେ ଯୋଗଦେବା ତାଙ୍କ ପାଇଁ ସମ୍ମାନର ବିଷୟ। ଏହି କାର୍ଯ୍ୟକ୍ରମକୁ ସମ୍ଭବ … Read More

ପୂର୍ବ ତୁଳନାରେ ଦୁଇ ଦେଶ ମଧ୍ୟରେ ସମ୍ପର୍କ ଅଧିକ ମଜଭୁତ ହେବ ବୋଲି କହିଲେ ଟ୍ରମ୍ପ୍

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସାକ୍ଷାତ ହୋଇଛି । ହ୍ବାଇଟ୍ ହାଉସରେ ଟ୍ରମ୍ପଙ୍କୁ ଭେଟିଛନ୍ତି ମୋଦୀ । ଉଭୟ ନେତାଙ୍କ ଫଟୋ ସାମାଜିକ ଗଣମାଧ୍ୟମରେ ଦେଖିବାକୁ ମିଳୁଛି । ଦ୍ବିତୀୟ ଥର ଟ୍ରମ୍ପ … Read More

ନୂଆ ମୁଖ୍ୟ ନିର୍ବାଚନ କମିସନର ଚୟନ ପାଇଁ ୧୭ରେ ବୈଠକ, ଯୋଗ ଦେବେ ମୋଦୀ, ରାହୁଲ

ନୂଆଦିଲ୍ଲୀ : ଦେଶର ନୂଆ ମୁଖ୍ୟ ନିର୍ବାଚନ କମିସନର (ସିଇସି) ଚୟନ ପାଇଁ ଆଇନ ମନ୍ତ୍ରଣାଳୟ ପକ୍ଷରୁ ଫେବ୍ରୁଆରି ୧୭, ୨୦୨୫ରେ ତିନି ଜଣିଆ କମିଟି ବୈଠକ ଡକାଯାଇଛି। ଚୟନ କମିଟି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ଆଇନ ମନ୍ତ୍ରୀ … Read More

ଆମେରିକାରେ ମୋଦୀଙ୍କ ବୟାନକୁ ନେଇ ଟାର୍ଗେଟ କଲେ ରାହୁଲ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ଆମେରିକା ଗସ୍ତ ସମୟରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଏକ ମିଳିତ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଏହି ସମୟରେ, ଜଣେ ସାମ୍ବାଦିକ ଗୌତମ ଆଦାନୀଙ୍କ ମାମଲା ସମ୍ପର୍କରେ ଏକ ପ୍ରଶ୍ନ ପଚାରିଥିଲେ। ପ୍ରଶ୍ନର ଉତ୍ତର ଦେବା … Read More

ଆମେ ତୁମକୁ ବହୁତ ‘ମିସ୍‌’ କରୁଥିଲୁ: ମୋଦୀଙ୍କୁ କହିଲେ ଟ୍ରମ୍ପ୍‌

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ତାଙ୍କର “ପ୍ରିୟ ବନ୍ଧୁ” ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ବହୁ ପ୍ରତୀକ୍ଷିତ ସାକ୍ଷାତ ସଂପନ୍ନ ‌ହୋଇଛି। ପ୍ରଧାନମନ୍ତ୍ରୀ ମୋଦୀ ହ୍ୱାଇଟ୍ ହାଉସରେ ପ୍ରବେଶ କରିବା ସମୟରେ ଏକ ଉଷ୍ମ ଆଲିଙ୍ଗନ ପରେ ହାତ ମିଳାଇ ପାଛୋଟି … Read More