ଏଏମୟୁ ମଧ୍ୟାହ୍ନଭୋଜନ ତାଲିକାରେ ଗୋମାଂସ ବିରିୟାନୀକୁ ନେଇ ବିବାଦ

ଆଲିଗଡ଼ ମୁସଲିମ ବିଶ୍ଵବିଦ୍ୟାଳୟ(ଏଏମୟୁ)ର ମଧ୍ୟାହ୍ନଭୋଜନ ମେନ୍ୟୁ ବା ତାଲିକାରେ ଗୋମାଂସ ବିରିୟାନୀ ପରସାଯିବା ନେଇ ଏକ ନୋଟିସକୁ କେନ୍ଦ୍ର କରି ବିବାଦ ସୃଷ୍ଟି ହୋଇଛି। ଏହାକୁ ନେଇ ଛାତ୍ରଛାତ୍ରୀମାନେ ସାମାଜିକ ଗଣମାଧ୍ୟମରେ ତୀବ୍ର ପ୍ରତିବାଦ କରିଛନ୍ତି। ରବିବାର ମଧ୍ୟାହ୍ନଭୋଜନ ମେନ୍ୟୁରେ ପ୍ରଥମେ … Read More

ମାଘ ପୂର୍ଣ୍ଣିମା ପୂର୍ବରୁ ମହାକୁମ୍ଭରେ ପ୍ରବଳ ଭିଡ଼ : ପ୍ରୟାଗରାଜ ସଙ୍ଗମ ଷ୍ଟେସନକୁ ବନ୍ଦ କରାଗଲା

ପ୍ରୟାଗରାଜ : ମାଘ ପୂର୍ଣ୍ଣିମା ପୂର୍ବରୁ କୁମ୍ଭମେଳାକୁ ଶ୍ରଦ୍ଧାଳୁଙ୍କ ଛୁଅ ଛୁଟିବାରେ ଲାଗିଛି । ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ପ୍ରୟାଗରାଜ ସଙ୍ଗମ ଷ୍ଟେସନକୁ ରବିବାର (ଫେବ୍ରୁଆରି ୯) ଅପରାହ୍ନ ୧ଟା ୩୦ରୁ ବନ୍ଦ ରଖାଯାଇଛି। ଅତୀତରେ ମଧ୍ୟ ଭିଡ଼ ନିୟନ୍ତ୍ରଣ … Read More

ଛତିଶଗଡ଼ରେ ୩୧ ନକ୍ସଲ ନିପାତ ଘଟଣା ଏକ ବଡ଼ ସଫଳତା: ଅମିତ ଶାହ

ଭୁବନେଶ୍ୱର: ଛତିଶଗଡ଼ର ବିଜାପୁରରେ ରବିବାର ସକାଳୁ ସୁରକ୍ଷାକର୍ମୀ ଏବଂ ନକ୍ସଲଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଏହି ଏନକାଉଣ୍ଟରରେ ୩୧ ଜଣ ନକ୍ସଲ ନିହତ ହୋଇଥିବା ବେଳେ ୨ଜଣ ଯବାନ ସହିଦ ହୋଇଥିଲେ। ନକ୍ସଲ ନିପାତ ଘଟଣାକୁ ଏକ ବଡ଼ ସଫଳତା ବୋଲି … Read More

ଖୁବ ଶୀଘ୍ର ଘୋଷଣା ହେବ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ନାମ

ନୂଆଦିଲ୍ଲୀ: ୨୭ ବର୍ଷ ପରେ ଜାତୀୟ ରାଜଧାନୀ ଦିଲ୍ଲୀରେ ଭାରତୀୟ ଜନତା ପାର୍ଟି (ବିଜେପି) ସରକାର ଗଠନ ହେବାକୁ ଯାଉଛି। ଦିଲ୍ଲୀର ୭୦ଟି ସିଟ୍ ମଧ୍ୟରୁ ୪୮ଟିରେ ବିଜେପି ଜିତିଥିବାବେଳେ ଆପକୁ କେବଳ ୨୨ଟି ସିଟ୍ ସହ ସନ୍ତୁଷ୍ଟ ହେବାକୁ ପଡିଛି … Read More

ମହାକୁମ୍ଭ ମେଳା ପରିଦର୍ଶନ ଓ ସଙ୍ଗମରେ ସ୍ନାନ କରିବେ ରାଷ୍ଟ୍ରପତି ମୁର୍ମୁ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର (ଫେବୃଆରୀ ୧୦ ତାରିଖ) ପ୍ରୟାଗରାଜରେ ହେବାକୁ ଥିବା ମହାକୁମ୍ଭ ମେଳା ପରିଦର୍ଶନ କରି ସଙ୍ଗମରେ ସ୍ନାନ କରିବେ ବୋଲି ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି। ପୌଷ ପୂର୍ଣ୍ଣିମା (ଜାନୁଆରୀ ୧୩)ରୁ ଆରମ୍ଭ ହୋଇଥିବା ବିଶ୍ୱର ସର୍ବବୃହତ … Read More

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଆତିଶୀ

ନୂଆଦିଲ୍ଲୀ: ଇସ୍ତଫା ଦେଲେ ଆତିଶୀ। ଆଜି ରାଜଭବନରେ ପହଞ୍ଚି ଉପରାଜ୍ୟପାଳଙ୍କୁ ଭେଟି ବିଧିବଦ୍ଧ ଭାବେ ଇସ୍ତଫା ଦେଲେ ମୁଖ୍ୟମନ୍ତ୍ରୀ ଆତିଶୀ ମାର୍ଲେନା। ଦିଲ୍ଲୀରେ ଆପ୍‌ର ପରାଜୟ ପରେ ସେ ଇସ୍ତଫା ଦେଇଛନ୍ତି। ଆତିଶୀ କାଲକାଜୀ ବିଧାନସଭା ଆସନରୁ ବିଜୟ ଲାଭ କରିଛନ୍ତି। … Read More

ଦିଲ୍ଲୀ ବିଜେପି ମୁଖ୍ୟାଳୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମ୍ବୋଧନ

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନରେ ବିଜେପିର ବିପୁଳ ବିଜୟ । ଆପ ଓ କଂଗ୍ରେସକୁ ପଛରେ ପକାଇଲା ବିଜେପି। ବିଜୟ ମୁକୁଟ ପିନ୍ଧିବା ପରେ ବିଜେପି ଶିବିରରେ ଉତ୍ସବର ମାହଲୋ। ବିଜେପି କର୍ମୀମାନେ ପରସ୍ପରକୁ ମିଠା ଖୁଆଇ ଖୁସି ମନାଉଛନ୍ତି। ଦିଲ୍ଲୀ … Read More

ନୂଆଦିଲ୍ଲୀ : ପ୍ରୟାଗରାଜଠାରେ ଚାଲିଥିବା ମହାକୁମ୍ଭ ମେଳା ଆସନ୍ତା ୨୬ ତାରିଖ ମହାଶିବରାତ୍ରୀ ଅବସରରେ ସମାପ୍ତ ହେବ । ମହାକୁମ୍ଭରେ ଆଉ ୨ଟି ସ୍ନାନ ରହିଛି, ତାହା ହେଉଛି ମାଘ ପୂର୍ଣ୍ଣିମା ଓ ମହାଶିବରାତ୍ରୀ । କିନ୍ତୁ ଏହି ଦୁଇଦିନ ଅମୃତ … Read More

ଭାବୁକ ହୋଇପଡିଲେ ଆନ୍ନା, ବହୁତ ବୁଝାଇଲି, ହେଲେ ସେ ମାନିଲେନି

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନରେ ​​ଆମ ଆଦମୀ ପାର୍ଟି ଏବଂ ଅରବିନ୍ଦ କେଜରିୱାଲଙ୍କ ପରାଜୟରେ ସାମାଜିକ କର୍ମୀ ଆନ୍ନା ହଜାରେ ଭାବପ୍ରବଣ ହୋଇପଡିଛନ୍ତି । ଆନ୍ନା ହଜାରେ ଭାବପ୍ରବଣ ହୋଇ କହିଛନ୍ତି ଯେ ସେ କେଜରିୱାଲଙ୍କୁ ବହୁତ ବୁଝାଇବାକୁ ଚେଷ୍ଟା କରିଥିଲେ … Read More

ଦିନରାତି କାମ କରୁଥିବା ବିଜେପି କର୍ମକର୍ତ୍ତା ପାଇଁ ଗର୍ବିତ, ଦିଲ୍ଲୀର ସାମଗ୍ରିକ ବିକାଶ କରିବୁ : ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଦୀର୍ଘ ୨୭ ବର୍ଷ ପରେ ଦିଲ୍ଲୀରେ ବିଜେପିକୁ ବହୁମତ ମିଳିଛି। ଦିଲ୍ଲୀ ବିଜୟ ପରେ ‘ଏକ୍ସ’ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରତିକ୍ରିୟା ରଖି କହିଛନ୍ତି ଯେ ବିକାଶ ଜିତିଲା, ସୁଶାସନ ଜିତିଲା। ଦିନରାତି କାମ କରୁଥିବା ବିଜେପି କର୍ମକର୍ତ୍ତା ପାଇଁ … Read More