ରାଜ୍ୟସଭା ଉପାଧ୍ୟକ୍ଷ ମଣ୍ଡଳୀ ସଦସ୍ୟ ଭାବେ ଷଷ୍ଠ ଥର ମନୋନୀତ ହେଲେ ଡ. ସସ୍ମିତ ପାତ୍ର

ନୂଆଦିଲ୍ଲୀ: ରାଜ୍ୟସଭା ଉପାଧ୍ୟକ୍ଷ ମଣ୍ଡଳୀ ସଦସ୍ୟ ଭାବେ ବିଜେଡି ସାଂସଦ ଡ. ସସ୍ମିତ ପାତ୍ର ଷଷ୍ଠ ଥର ପାଇଁ ମନୋନୀତ ହୋଇଛନ୍ତି। ରାଜ୍ୟସଭା ଅଧ୍ୟକ୍ଷ ସି ପି ରାଧାକ୍ରିଷ୍ଣନ ଗୃହ କାର୍ଯ୍ୟ ପରିଚାଳନା ପାଇଁ ଡ. ପାତ୍ରଙ୍କ ସମେତ ସାଂସଦ ଡ. … Read More

ରନୱେରେ ଧକ୍କା ହେଲା ଦୁଇ ବିମାନ, କ୍ରୁ ସଦସ୍ୟ ସମେତ ସମସ୍ତ ଯାତ୍ରୀ ସୁରକ୍ଷିତ

ନୂଆଦିଲ୍ଲୀ : ଦିଲ୍ଲୀ ଇନ୍ଦିରା ଗାନ୍ଧି ଇଣ୍ଟରନ୍ୟାସନାଲ ଏୟାରପୋର୍ଟରେ ଟଳିଲା ବଡ଼ ବିମାନ ଦୁର୍ଘଟଣା । ସାଇସ୍ପଜେଟ B737-700 ବିମାନ ଏୟାରପୋର୍ଟରେ ଟ୍ୟାକ୍ସିଂ କରୁଥିବା ବେଳେ ଅନ୍ୟ ଏକ ଆକାସା ଏୟାର ବିମାନକୁ ରନୱେରେ ଧକ୍କା ଦେଇଥିଲା । ଏହି ଧକ୍କା … Read More

ଲସ୍କର-ଇ-ତୋଏବାର କୁଖ୍ୟାତ ଆତଙ୍କୀ ଆମିର ହମଜା ଉପରେ ଆଖିବୁଜା ଗୁଳିମାଡ଼

ଲାହୋର: ପାକିସ୍ତାନର ଲାହୋରରେ ଲସ୍କର-ଇ-ତୋଇବାର ଫାଉଣ୍ଡର ସଦସ୍ୟ ଓ କୁଖ୍ୟାତ ଆତଙ୍କୀ ଆମିର ହମଜା ଉପରେ ଆଖିବୁଜା ଗୁଳିମାଡ଼ । ମିଳିଥିବା ସୂଚନା ଅନୁସାରେ, ହମଜା ଲାହୋରରେ ଥିବା ଏକ ନ୍ୟୁଜ ଚ୍ୟାନେଲ ଅଫିସରୁ ଏକ କାର୍ଯ୍ୟକ୍ରମ ସାରିବା ପରେ ଘରକୁ … Read More

ପାକିସ୍ତାନ ସରକାରୀ ଡାକ୍ତରଖାନାରେ ୩୦୦ରୁ ଅଧିକ ପିଲା HIV ପଜିଟିଭ୍

ନୂଆଦିଲ୍ଲୀ : ପାକିସ୍ତାନ ସରକାରୀ ଡାକ୍ତରଖାନାରେ ଏବେ ଗୁରୁତର ଅବହେଳା ଅଭିଯୋଗ । ପାକିସ୍ତାନର ପଞ୍ଜାବ ପ୍ରଦେଶର ଟାଉନସା ସହରରେ ୩୩୧ ଜଣ ପିଲାଙ୍କୁ HIV ପଜିଟିଭ୍ । ଏହି ମାମଲାଗୁଡ଼ିକ ନଭେମ୍ବର ୨୦୨୪ରୁ ଅକ୍ଟୋବର ୨୦୨୫ ମଧ୍ୟରେ ରିପୋର୍ଟ କରାଯାଇଥିଲା । … Read More

ଲୋକସଭାରେ ସମ୍ବିଧାନ ସଂଶୋଧନ ବିଲ୍ ଆଗତ, ଆସନ୍ତାକାଲି ଭୋଟିଂ

ନୂଆଦିଲ୍ଲୀ : ଲୋକସଭାରେ ସମ୍ବିଧାନ ସଂଶୋଧନ ବିଲ୍ ଆଗତ । ୧୩୧ତମ ସଂଶୋଧନ ବିଲ୍ କୁ ଉପସ୍ଥାପନ କରିବା ପାଇଁ ଲୋକସଭାରେ ଭୋଟ୍ ଗ୍ରହଣ କରାଯାଇଥିଲା । ଏହି ବିଲ୍ ସପକ୍ଷରେ ୨୦୭ ଜଣ ସାଂସଦ ଭୋଟ୍ ଦେଇଥିବାବେଳେ, ୧୨୬ ଜଣ ଏହାକୁ … Read More

ବୃନ୍ଦାବନ ଡଙ୍ଗାବୁଡ଼ି ଘଟଣା: ମାଜିଷ୍ଟ୍ରେଟ୍ ଯାଞ୍ଚ ପାଇଁ ନିର୍ଦ୍ଦେଶ ଜାରି

ମଥୁରା : ବୃନ୍ଦାବନରେ ହୋଇଥିବା ଡଙ୍ଗା ଦୁର୍ଘଟଣାରେ ମାଜିଷ୍ଟ୍ରେଟ୍ ଯାଞ୍ଚ ପାଇଁ ଆଦେଶ ଦେଇଛନ୍ତି । ଡଙ୍ଗା ବୁଡ଼ି ଘଟଣାରେ ୧୫ ଜଣ ଲୋକଙ୍କ ଜୀବନ ଚାଲିଯାଇଥିଲା । ଜିଲ୍ଲାଧିକାରୀ ଚନ୍ଦ୍ରପ୍ରକାଶ ସିଂ ଯାଞ୍ଚ ପାଇଁ ଉପରିସ୍ଥ ଜିଲ୍ଲାଧିକାରୀଙ୍କୁ ନିଯୁକ୍ତ କରାଯାଇଛି । … Read More

ନିୟନ୍ତ୍ରଣ ହରାଇ ଓଲଟି ପଡ଼ିଲା ବସ୍, ଚାଲିଗଲା ୩ ଜୀବନ, ୩୫ ଆହତ

ରାଜସ୍ଥାନ : ଗତକାଲି ବିଳମ୍ବିତ ରାତିରେ ରାଜସ୍ଥାନ କୋଟାର ନ୍ୟାସନାଲ ହାଇୱେରେ ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି । ଏହି ଦୁର୍ଘଟଣାରେ ୩ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ୩୫ ଜଣ ଆହତ ହୋଇଛନ୍ତି । କୋଟା ବାଇପାସର ହରେ କୃଷ୍ଣ … Read More

ବୋଲେରୋ ସହ ଲରି ମୁହାଁମୁହିଁ ଧକ୍କା: ୮ ମୃତ

ନୂଆଦିଲ୍ଲୀ: ଆନ୍ଧ୍ରପ୍ରଦେଶର କୁର୍ଣ୍ଣୁଲ ଜିଲ୍ଲାରେ ଭୟଙ୍କର ସଡକ ଦୁର୍ଘଟଣା ଘଟିଛି। ମନ୍ତ୍ରଣାଳୟମ ଡିଭିଜନର ଚିକ୍କାମାଗାଲୁରୁ ନିକଟରେ ଏକ ବୋଲେରୋ ଗାଡ଼ି ସହ ଏକ ଲରି ଗାଡି ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୮ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୦ ରୁ ୧୨ … Read More

ମୋଦୀ-ଟ୍ରମ୍ପଙ୍କ ମଧ୍ୟରେ ୪୦ ମିନିଟର ବାର୍ତ୍ତାଳପ: ଯୁଦ୍ଧ ପରିସ୍ଥିତି ଓ ଭାରତ-ଆମେରିକା ବାଣିଜ୍ୟ ସମ୍ପର୍କ ନେଇ ଆଲୋଚନା

ନୂଆଦିଲ୍ଲୀ: ମଙ୍ଗଳବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ୪୦ ମିନିଟ୍ ଧରି ଫୋନ୍ ମାଧ୍ୟମରେ ଆଲୋଚନା ହୋଇଥିଲା। ଏହି ଆଲୋଚନା ସମୟରେ ପଶ୍ଚିମ ଏସିଆ ସଙ୍କଟ ଏବଂ ହର୍ମୁଜ୍ ପ୍ରଣାଳୀ ସମେତ ଅନେକ … Read More

ଇରାନକୁ କୌଣସି ପ୍ରକାରର ଯୁଦ୍ଧାସ୍ତ୍ର ପଠାଇବ ନାହିଁ ବେଜିଂ: ଟ୍ରମ୍ପ

ୱାଶିଂଟନ:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବୁଧବାର ବଡ଼ ଦାବି କରିଛନ୍ତି। ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ବ୍ୟକ୍ତିଗତ ଭାବେ ନିଶ୍ଚିତ କରିଛନ୍ତି ଯେ ବେଜିଂ କୌଣସି ପ୍ରକାରର ଯୁଦ୍ଧାସ୍ତ୍ର ଇରାନକୁ ପଠାଇବ ନାହିଁ। ଦୁଇ ନେତାଙ୍କ ମଧ୍ୟରେ ହୋଇଥିବା ଚିଠି ଆଦାନ … Read More