ଦିଲ୍ଲୀ ଏବେ କେଜ୍ରିୱାଲଙ୍କଠାରୁ ମୁକ୍ତ: କୁମାର ବିଶ୍ବାସ

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନ ଫଳାଫଳ ଉପରେ ଅରବିନ୍ଦ କେଜ୍ରିୱାଲଙ୍କ ଅନେକ ପୁରୁଣା ସହଯୋଗୀଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ପ୍ରସିଦ୍ଧ ହିନ୍ଦୀ କବି ଡକ୍ଟର କୁମାର ବିଶ୍ୱାସ ମଧ୍ୟ ସେମାନଙ୍କ ମଧ୍ୟରେ ଅନ୍ତର୍ଭୁକ୍ତ। ଜାତୀୟ ଗଣମାଧ୍ୟମକୁ ସାକ୍ଷାତକାର ଦେଇ ସେ କହିଛନ୍ତି … Read More

୪୮ ଆସନ ସହିତ ଦିଲ୍ଲୀ ଦଖଲ କଲା ବିଜେପି

ନୂଆଦିଲ୍ଲୀ: ଦିଲ୍ଲୀ ଦଖଲ କରିଛି ବିଜେପି। ବହୁବର୍ଷର ପ୍ରତୀକ୍ଷା ପରେ ଦିଲ୍ଲୀରେ ବିଜେପି ସରକାର ଗଢ଼ିବା ଏକପ୍ରକାର ସ୍ଥିର ହୋଇଛି। ଚଳିତ ବିଧାନସଭା ନିର୍ବାଚନରେ ଗେରୁଆ ଦଳକୁ ସ୍ପଷ୍ଟ ବହୁମତ ମିଳିବା ନିଶ୍ଚିତ ହୋଇଛି। ଶନିବାର ଭୋଟ ଗଣତି ଜାରି ରହିଥିବାବେଳେ ଅପରାହ୍ନ … Read More

ଦିଲ୍ଲୀରେ ଖାତା ଖୋଲି ପାରିଲାନି କଂଗ୍ରେସ

ନୂଆଦିଲ୍ଲୀ: ଯେଉଁ ସମୟ, ଯେଉଁ ଫଳାଫଳ, ଯେଉଁ ମୁହୂର୍ତ୍ତକୁ ସମସ୍ତଙ୍କର ଅପେକ୍ଷା ଥିଲା ସେହି ମୁହୂର୍ତ୍ତ ଏବେ ଆସି ସାରିଛି । ଲଗାତାର ଝାଡୁ ମାରି ଦିଲ୍ଲୀରେ ସବୁ ଦଳକୁ ସଫା କରିଦେଉଥିବା ଆପ୍ ଚିତପତାଙ୍ଗ ମାରିଛି । ଆଉ ଦୀର୍ଘ … Read More

ଆପ୍‌ ସମ୍ମାନ ରଖିଲେ ଆତିଶୀ, ୩ ହଜାର ଭୋଟରେ ଜିତିଲେ

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନରେ ବିଜୟୀ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ଆତିଶୀ। କାଲକାଜି ଆସନରୁ ପ୍ରତିଦ୍ବନ୍ଦ୍ବିତା କରୁଥିବା ଆତିଶୀ ନିକଟତମ ପ୍ରତିଦ୍ବନ୍ଦୀ ତଥା ବିଜେପି ପ୍ରାର୍ଥୀ ରମୋ ବିଧୁରିଙ୍କୁ ପରାଜିତ କରିଛନ୍ତି। ଆପ୍‌ର ବହୁ ହେଭିୱେଟ ନେତା ଚଳିତ ନିର୍ବାଚନରେ ପରାଜୟ ବରଣ … Read More

ହାରିଲେ କେଜ୍ରିୱାଲ ଓ ସିସୋଦିଆ

ନୂଆଦିଲ୍ଲୀ: ଦିଲ୍ଲୀ ନିର୍ବାଚନରେ ଆମ ଆଦମୀ ପାର୍ଟି(ଆପ୍)କୁ ଶକ୍ତ ଝଟକା ଲାଗିଛି। ଗୋଟିଏ ପଟେ ବିଜେପି ବିପୁଳ ବିଜୟ ହାସଲ କରିବା ଏକପ୍ରକାର ସ୍ପଷ୍ଟ ହୋଇଥିବାବେଳେ ଅନ୍ୟପଟେ ଆପ୍‌ର ଟାଣୁଆ ନେତାମାନଙ୍କୁ ପରାଜୟ ବରଣ କରିବାକୁ ପଡ଼ିଛି। ଖୋଦ ଆପ୍‌ ସୁପ୍ରିମୋ … Read More

ମହାକୁମ୍ଭ ଯାଉଥିବା କାରକୁ ଧକ୍କା ଦେଲା ବସ, ୮ ଯାତ୍ରୀ ମୃତ

ମହାକୁମ୍ଭ ଯାଉଥିବା ଏକ କାରକୁ ବସ ଧକ୍କା ଦେବାରୁ କାରରେ ଥିବା ସମସ୍ତ ୮ ଯାତ୍ରୀ ପ୍ରାଣ ହରାଇଛନ୍ତି। ରାଜସ୍ଥାନର ଜୟପୁର ନିକଟ ଡୁଡୁ ସହରର ମୋଖମପୁରା ଅଞ୍ଚଳରେ ଏହି ଦୁର୍ଘଟଣା ଘଟିଛି। ଡିଏସପି ଦୀପକ ଖଣ୍ଡେଲଓ୍ବାଲଙ୍କ ସୂଚନା ଅନୁସାରେ, ଜୟପୁର-ଆଜମେର … Read More

ଟ୍ରମ୍ପ ଓ ମାକ୍ରନଙ୍କୁ ଭେଟିବେ ପ୍ରଧାନମନ୍ତ୍ରୀ ମୋଦୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୧୦ ତାରିଖରୁ ବିଦେଶ ଗସ୍ତରେ ଯିବେ। ଏହା ପ୍ରଧାନମନ୍ତ୍ରୀଙ୍କର ଏକ ହାଇପ୍ରୋଫାଇଲ ଗସ୍ତ ହେବ। କାରଣ ମୋଦୀ ପ୍ରଥମେ ଫ୍ରାନ୍ସ ଏବଂ ପରେ ପରେ ଆମେରିକା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଆମେରିକା ଗସ୍ତ ସମୟରେ … Read More

ଘରୋଇ ହିଂସାରେ କୌଣସି ସମ୍ପର୍କୀୟଙ୍କୁ ଫସାଇବା ଭୁଲ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ସ୍ୱାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ବିବାଦରେ ସ୍ୱାମୀଙ୍କ ସମ୍ପର୍କୀୟମାନଙ୍କୁ ମଧ୍ୟ ଅନାବଶ୍ୟକ ଭାବରେ ପକ୍ଷଭୁକ୍ତ କରାଯାଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଯଦି ଜଣେ ସମ୍ପର୍କୀୟ ଘରୋଇ ହିଂସା ମାମଲାରେ ହସ୍ତକ୍ଷେପ କରନ୍ତି ନାହିଁ, ତେବେ ତାଙ୍କୁ ଫୌଜଦାରୀ ମାମଲାରେ … Read More

ସାଇବର ଠକେଇ ରୋକିବାକୁ ରିଜର୍ଭ ବ୍ୟାଙ୍କର ନୂଆ ଉପାୟ

ମୁମ୍ବାଇ : ଦେଶରେ ସାଇବର ଠକେଇ ମାମଲା ବଢିଚାଲିଛି । ବ୍ୟାଙ୍କମାନେ ଯେତେ ସୁରକ୍ଷା ବ୍ୟବସ୍ଥା କଲେ ବି ଚୋରମାନେ ଅଭିନବ ଉପାୟ ବାହାର କରି ଲୋକମାନଙ୍କୁ ଠକିବାରେ ଲାଗିଛନ୍ତି । ଏବେ ସାଇବର ଠକେଇ ରୋକିବାକୁ ରିଜର୍ଭ ବ୍ୟାଙ୍କ କେତେକ … Read More

କୁମ୍ଭମେଳାରେ ପୁଣି ଅଗ୍ନିକାଣ୍ଡ

ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ପ୍ରୟାଗରାଜରେ ଆୟୋଜିତ ହୋଇଥିବା ମହାକୁମ୍ଭ ମେଳା ଅଞ୍ଚଳରେ ପୁଣି ଅଗ୍ନିକାଣ୍ଡ ଘଟିଛି। ସମୟ ଥାଉଥାଉ ଅଗ୍ନିଶମ ବାହିନୀ ନିଆଁକୁ ନିୟନ୍ତ୍ରଣ କରି ନେଇଥିବାରୁ ବିଶେଷ କିଛି କ୍ଷୟକ୍ଷତି ହୋଇ ନଥିଲା। ପୁଲିସ ଅଧିକାରୀ ଅଗ୍ନିକାଣ୍ଡ ଘଟଣା ସମ୍ପର୍କର କହିଛନ୍ତି,‘ … Read More