ଆପ୍ ‘ଅପରେସନ୍ ଲୋଟସ୍’ ଅଭିଯୋଗ ଆଣିବା ପରେ ତଦନ୍ତ ନିର୍ଦ୍ଦେଶ ଦେଲେ ଉପରାଜ୍ୟପାଳ
ନୂଆଦିଲ୍ଲୀ: ଫଳାଫଳ ଆସିବା ପୂର୍ବରୁ ଦିଲ୍ଲୀରେ ବଡ଼ ଧରଣର ରାଜନୈତିକ ହଲଚଲ । ଦିଲ୍ଲୀ ବିଧାନସଭା ନିର୍ବାଚନର ଫଳ ଆସିବା ପୂର୍ବରୁ, ସମସ୍ତ ୭୦ ପ୍ରାର୍ଥୀଙ୍କୁ ନେଇ ଏକ ବୈଠକ ଡାକିଥିଲେ ଆପ୍ର ସଂଯୋଜକ ଅରବିନ୍ଦ କେଜ୍ରିଓ୍ୱାଲ । ମିଳିଥିବା ସୂଚନା … Read More
