ମଧ୍ୟପ୍ରଦେଶରେ ବାୟୁସେନାର ମିରାଜ ବିମାନ ଦୁର୍ଘଟଣାଗ୍ରସ୍ତ

ନୂଆଦିଲ୍ଲୀ: ଭାରତୀୟ ବାୟୁସେନା ପାଇଁ ଏକ ଦୁଃଖଦ ଖବର। ଗୁରୁବାର ମଧ୍ୟପ୍ରଦେଶର ଶିବପୁରୀରେ ଭାରତୀୟ ବାୟୁସେନାର ମିରାଜ ୨୦୦୦ ଲଢୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଘଟଣାରେ ଲଢୁଆ ବିମାନର ଉଭୟ ପାଇଲଟ ଆହତ ହୋଇଥିବା ସୂଚନା ମିଳିଛି । … Read More

ବଦଳିଲା ରାମମନ୍ଦିରର ଆଳତୀ ଓ ଦର୍ଶନ ସମୟ

ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ଅଯୋଧ୍ୟାର ରାମ ମନ୍ଦିର ଟ୍ରଷ୍ଟ ରାମ ମନ୍ଦିର ଦର୍ଶନ ଏବଂ ଆଳତୀର ସମୟ ପରିବର୍ତ୍ତନ କରିଛି। ସୂଚନା ଅନୁଯାୟୀ, ଅଯୋଧ୍ୟାରେ ଭକ୍ତଙ୍କ ପ୍ରବଳ ଭିଡ଼ ଲାଗି ରହିଥିବାରୁ ଏହି ନିଷ୍ପତ୍ତି ନିଆଯାଇଛି। ପ୍ରୟାଗରାଜର ମହାକୁମ୍ଭକୁ ଆସୁଥିବା ଅନେକ ଶ୍ରଦ୍ଧାଳୁ … Read More

ଆତ୍ମନିର୍ଭରଶୀଳ ନୀତିରେ ଆକର୍ଷିତ ହୋଇ ଆତ୍ମସମର୍ପଣ କଲେ ୬ ମାଓବାଦୀ

ମାଲକାନଗିରି: ସୀମାନ୍ତ ଛତିଶଗଡ଼ରେ ଲଗାତାର ମାଓ ଦମନରେ ପୁଲିସକୁ ସଫଳତା ମିଳିବାରେ ଲାଗିଛି। ଏହି କ୍ରମରେ ପୁଣି ୬ ଜଣ ମାଓବାଦୀ ପୁଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଦନ୍ତେୱାଡା ଜିଲ୍ଲାରେ ଅବସ୍ଥାପିତ ସିଆରପିଏଫ ଯବାନଙ୍କର ଲଗାତାର ଅପରେସନ ଏବଂ ଲୋକଙ୍କୁ ମୁଖ୍ୟସ୍ରୋତରେ … Read More

ଦିଲ୍ଲୀ ବିଧାନସଭା ନିର୍ବାଚନ ଏକ୍‌ଜିଟ୍‌ ପୋଲ : ବିଜେପିକୁ ଅଧିକ ଆସନ

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନ ୨୦୨୫ ପାଇଁ ୫ ଫେବ୍ରୁଆରିରେ ମତଦାନ ଶେଷ ହୋଇଛି। ଦିଲ୍ଲୀର୭୦ଟି ବିଧାନସଭା ଆସନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମ୍‌ରେ ସିଲ୍ ହୋଇଛି। ଯାହାର ଫଳାଫଳ ଫେବ୍ରୁଆରି ୮ ତାରିଖରେ ଘୋଷଣା କରାଯିବ। ଏହା ପୂର୍ବରୁ … Read More

ଅସହ୍ୟ ହେଲାଣି ଆର୍ଥିକ ସଙ୍କଟ, ଭାରତ ସହିତ ସମସ୍ତ ସମସ୍ୟାର ସମାଧାନ ଚାହୁଁଛି ପାକିସ୍ତାନ

ନୂଆଦିଲ୍ଲୀ,୫ା୨: ପାକିସ୍ତାନ ପୁଣିଥରେ କାଶ୍ମୀର ପ୍ରସଙ୍ଗ ଉଠାଇଛି। ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ବୁଧବାର କହିଛନ୍ତି ଯେ ପାକିସ୍ତାନ ଭାରତ ସହିତ କାଶ୍ମୀର ସମେତ ସମସ୍ତ ସମସ୍ୟାର ସମାଧାନ ଆଲୋଚନା ମାଧ୍ୟମରେ କରିବାକୁ ଚାହୁଁଛି। ସେ କହିଛନ୍ତି ଯେ ତାଙ୍କ ଦେଶ କାଶ୍ମୀର … Read More

ମୋଦୀ ବିରୋଧୀ ଦଳରେ ବସିଲେ ମୋ ତପସ୍ୟା ସଫଳ ହେବ: କଂଗ୍ରେସ ନେତା ପବନ ଖେରା

ନୂଆଦିଲ୍ଲୀ: କଂଗ୍ରେସ ନେତା ପବନ ଖେରା ତାଙ୍କର ନୂଆ ସ୍ୱପ୍ନ ସମ୍ପର୍କରେ ପ୍ରକାଶ କରିଛନ୍ତି। ଯେଉଁଥିରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ବିରୋଧୀ ଦଳରେ ବସିଥିବାର ଦେଖିବାକୁ ଚାହୁଁଛନ୍ତି। ମୋଦୀଙ୍କୁ ସେହି ପ୍ରକାରର ‘ଅପମାନ’ ଭୋଗିବା ସେ ଦେଖିବାକୁ ଚାହୁଁଛନ୍ତି ଯାହା … Read More

ବଜେଟ୍ ପରେ ଏବେ ୟୁସିସିକୁ ସମର୍ଥନ କଲେ ଶତ୍ରୁଘ୍ନ ସିହ୍ନା

ନୂଆଦିଲ୍ଲୀ: ଅଭିନେତା ତଥା ତୃଣମୂଳ କଂଗ୍ରେସ(ଟିଏମସି) ସାଂସଦ ଶତ୍ରୁଘ୍ନ ସିହ୍ନା ଉତ୍ତରାଖଣ୍ଡରେ ୟୁନିଫର୍ମ ସିଭିଲ କୋଡ୍ (ୟୁସିସି)ଲାଗୁକୁ ପ୍ରଶଂସା କରିଛନ୍ତି। ଚାରି ଦିନ ପୂର୍ବରୁ, ସେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଦ୍ୱାରା ଉପସ୍ଥାପିତ ବଜେଟର କିଛି ଅଂଶକୁ ମଧ୍ୟ ପ୍ରଶଂସା କରିଥିଲେ। … Read More

ଏଣିକି ସାହାରା ଇଣ୍ଡିଆର ନିବେଶକମାନେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଫେରସ୍ତ ଦାବି କରିପାରିବେ

ନୂଆଦିଲ୍ଲୀ,୫।୨: ଯେଉଁମାନଙ୍କର ଟଙ୍କା ସାହାରା ଇଣ୍ଡିଆରେ ଫସି ରହିଛି ସେମାନଙ୍କ ପାଇଁ ଏକ ଖୁସି ଖବର ଅଛି। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ଲୋକ ସଭାରେ କହିଛନ୍ତି, ୨୮ ଜାନୁଆରୀ, ୨୦୨୫ ସୁଦ୍ଧା ସାହାରା ଗ୍ରୁପର ସମବାୟ ସମିତିଗୁଡ଼ିକର … Read More

ଅଣହିନ୍ଦୁ କର୍ମଚାରୀଙ୍କୁ ନିଲମ୍ବନ କଲା ତିରୁପତି ମନ୍ଦିର କମିଟି

ତିରୁପତି,୫ା୨: ଭାରତରେ ପ୍ରମୁଖ ହିନ୍ଦୁ ଧର୍ମସ୍ଥଳୀ ମାନଙ୍କ ମଧ୍ୟରୁ ଆନ୍ଧ୍ରପ୍ରଦେଶର ତିରୁପତି ମନ୍ଦିର ଅନ୍ୟତମ। କିଛିଦିନ ତଳେ ଏଠାରେ ମିଳୁଥିବା ଲଡ଼ୁରେ ଗୋମାଂସ ଚର୍ବି ଅଂଶ ଥିବା ନେଇ ଖବର ସାମ୍ନାକୁ ଆସିବା ପରେ ବିବାଦ ଦେଖାଦେଇଥିଲା। ଅଧ୍ୟକ୍ଷ ବି.ଆର. ନାଇଡୁଙ୍କ … Read More

ଗାଜା ଷ୍ଟ୍ରିପ୍ ଦଖଲ କରିବାକୁ ସ୍ବତନ୍ତ୍ର ଯୋଜନା କରିଛନ୍ତି ଟ୍ରମ୍ପ

ୱାଶିଂଟନ: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁଙ୍କ ସହ ଡୋନାଲ୍ଡ ଟ୍ରମ୍ପ ଫେବ୍ରୁଆରି ୪ ତାରିଖରେ ଏକ ସାମ୍ବାଦିକ ସମ୍ମିଳନୀ କରିଛନ୍ତି। ସେ ଗାଜା ଷ୍ଟ୍ରିପରୁ ପାଲେଷ୍ଟାଇନମାନଙ୍କୁ ଅପସାରଣ କରି ପୁନଃନିର୍ମାଣ ପାଇଁ ଏକ ଯୋଜନା ଉପସ୍ଥାପନ କରିଛନ୍ତି। ଏହା ଅନ୍ତର୍ଗତ ୨୩ … Read More