ଶ୍ରୀଲଙ୍କା ନୌସେନା ଗୁଳିରେ ୫ ଭାରତୀୟ ମତ୍ସ୍ୟଜୀବୀ ଆହତ

ଭାରତୀୟ ମତ୍ସ୍ୟଜୀବୀଙ୍କ ଉପରେ ଗୁଳି ଚଳାଇଛି ଶ୍ରୀଲଙ୍କା ନୌସେନା । ଏଥିରେ ୫ ମତ୍ସ୍ୟଜୀବୀ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ଏହି ଘଟଣାରେ ଭାରତର ବୈଦେଶିକ ମନ୍ତ୍ରଣାଳୟ କଡ଼ା ପ୍ରତିକ୍ରିୟା ଦେଇ … Read More

ମୁଇଜୁଙ୍କ ସଙ୍କଟ ବଢ଼ିଲା: ବାଚସ୍ପତିଙ୍କ ସହ ବିବାଦ

ମାଲେ: ମାଳଦ୍ୱୀପର ରାଜନୀତି ପୁଣି ଥରେ ସରଗରମ ହେବାରେ ଲାଗିଛି। ଦେଶର ରାଷ୍ଟ୍ରପତି ମହମ୍ମଦ ମୁଇଜୁ ଏବଂ ସଂସଦ ବାଚସ୍ପତି ଅବଦୁଲ ରହିମ ଅବଦୁଲ୍ଲାଙ୍କ ମଧ୍ୟରେ ବିବାଦ ସାମ୍ନାକୁ ଆସିଛି। ମହମ୍ମଦ ମୁଇଜୁ ବାଚସ୍ପତି ଅବଦୁଲ ରହିମଙ୍କ ପୁଅ ଇବ୍ରାହିମ ଫୈ … Read More

ପୁଣି ଜେଲରୁ ବାହାରିଲେ ରାମ ରହିମ, ଦିଲ୍ଲୀ ନିର୍ବାଚନ ପୂର୍ବରୁ ୩୦ ଦିନିଆ ପାରୋଲ

ରୋହତକ: ଦୁଷ୍କର୍ମ ଓ ହତ୍ୟା ମାମଲାରେ ସୁନାରିଆ ଜେଲରେ ଦଣ୍ଡ ଭୋଗୁଥିବା ସିରସା ଡେରା ମୁଖ୍ୟ ରାମ ରହିମ ନବମ ଥର ପାଇଁ ପାରୋଲରେ ଜେଲରୁ ବାହାରିଛନ୍ତି। ଦିଲ୍ଲୀ ନିର୍ବାଚନ ପୂର୍ବରୁ ରାମ ରହିମଙ୍କୁ ୩୦ ଦିନିଆ ପାରୋଲ ମିଳିଛି। ରାମ … Read More

ଟେକନଲୋଜୀ ନକଲ କରି ଡିପସିକ୍ ଏଆଇ ତିଆରି କରିଛି ଚୀନ : ମସ୍କ

ନ୍ୟୁୟର୍କ: ଶସ୍ତା ଏଆଇ ଆର-୧ ଆଣି ବିଶ୍ୱର ବଡ଼ ଟେକନୋଲୋଜି କମ୍ପାନୀ ମାଇକ୍ରୋସଫ୍ଟ, ଗୁଗୁଲ, ମେଟା, ଏନଭିଡିଆ ଏବଂ ଓପନ ଏଆଇର ମୁଣ୍ଡ ବ୍ୟଥା ବଢାଇଥିବା ଚାଇନାଷ୍ଟାର୍ଟଅପ୍ ଡିପସିକର ଦାବିକୁ ନେଇ ପ୍ରଶ୍ନ ଉଠିବା ଆରମ୍ଭ ହୋଇଛି। ଏପରିକି ଦୀପସିକ ବିରୋଧରେ … Read More

ଟିକ୍‌ଟକ୍‌ କିଣିବ ମାଇକ୍ରୋସଫ୍ଟ !

ଓ୍ବାଶିଂଟନ: ଆମେରିକାରେ ଟିକ୍‌ଟକ୍‌କୁ କିଣିପାରେ ମାଇକ୍ରୋସଫ୍ଟ। ସୋମବାର ଏନେଇ ସୂଚନା ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ସେ କହିଛନ୍ତି ଯେ, ଚାଇନିଜ୍ ଆପ୍ ଟିକ୍‌ଟକ୍‌ର ଆମେରିକୀୟ ବ୍ୟବସାୟକୁ ମାଇକ୍ରୋସଫ୍ଟ କ୍ରୟ କରିପାରେ। ଟ୍ରମ୍ପ କହିଛନ୍ତି, ବର୍ତ୍ତମାନ ଉଭୟ ପକ୍ଷ ମଧ୍ୟରେ … Read More

୪୦୦ କୋଟି ବାକି, ୬୦୦ ହସ୍ପିଟାଲ ବନ୍ଦ କରିବେ ଆୟୁଷ୍ମାନ ଭାରତ ସେବା

୪୦୦ କୋଟି ଟଙ୍କା ବକେୟା ଥିବାରୁ ହରିୟାଣାର ୬୦୦ ଘରୋଇ ହସ୍ପିଟାଲ ଫେବୃଆରୀ ୩ ତାରିଖରୁ ଆୟୁଷ୍ମାନ ଭାରତ ସେବା ବନ୍ଦ କରିବେ ବୋଲି ଇଣ୍ଡିଆନ୍ ମେଡିକାଲ ଆସୋସିଏସନ୍ (ଆଇଏମ୍ଏ) ଘୋଷଣା କରିଛି। ରାଜ୍ୟ ସରକାରଙ୍କ ଦେୟରେ ବିଳମ୍ବ ଯୋଗୁଁ ହସ୍ପିଟାଲଗୁଡ଼ିକ … Read More

ବେଆଇନ ବାଂଲାଦେଶୀଙ୍କୁ ଭାରତକୁ ଆସିବାକୁ ଦିଅ : ପିତ୍ରୋଡା

ନୂଆଦିଲ୍ଲୀ : ପୁଣି ଥରେ ନିଜର ବିବାଦୀୟ ବୟାନ ପାଇଁ କଂଗ୍ରେସକୁ ସମସ୍ୟାରେ ପକାଇଦେଇଛନ୍ତି ବରିଷ୍ଠ କଂଗ୍ରେସ ନେତା ସାମ ପିତ୍ରୋଡା । ସେ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଭାରତରେ ଆଶ୍ରୟ ଦେବା ସପକ୍ଷରେ ମତ ଦେଇଛନ୍ତି । ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ … Read More

ଓ୍ବାକଫ୍ ସଂଶୋଧନ ବିଲକୁ ଜେପିସିର ମଂଜୁରୀ, ଖୁବଶୀଘ୍ର ସଂସଦରେ ଆଗତ ହେବ

ନୂଆଦିଲ୍ଲୀ : ସଂସଦର ଯୁଗ୍ମ କମିଟି (ଜେପିସି) ସୋମବାର ଓ୍ଵାକଫ୍ ବିଲରେ ହୋଇଥିବା ପରିବର୍ତ୍ତନକୁ ଅନୁମୋଦନ କରିଛି। ସୋମବାର ବସିଥିବା ଚୂଡ଼ାନ୍ତ ବୈଠକରେ ସମସ୍ତ ୪୪ଟି ସଂଶୋଧନ ଉପରେ ଆଲୋଚନା ହୋଇଥିବା ଜେପିସି ସଭାପତି ଜଗଦମ୍ବିକା ପାଲ କହିଛନ୍ତି। ସେଥିମଧ୍ୟରୁ ଏନଡିଏ … Read More

କୁମ୍ଭମେଳା ଦେଖି ଫେରୁଥିବା ବେଳେ ଘଟିଲା ଦୁର୍ଘଟଣା: ‌ଶେଷ ହୋଇଗଲା ଗୋଟିଏ ପରିବାର

ନୂଆଦିଲ୍ଲୀ: ଆଗ୍ରା ନିକଟରେ ଏକ ଭୟାବହ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ କାରଟି ମିନି ଟ୍ରକ୍ ଭିତରେ ପଶିଯାଇଥିଲା। ଫଳରେ କାର ଭିତରେ ଥିବା ଗୋଟିଏ ପରିବାରର ଚାରିଜଣଙ୍କ ସଦସ୍ୟଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇ ଯାଇଥିଲା। … Read More

ଚୀନ ବିଦେଶ ମନ୍ତ୍ରୀଙ୍କୁ ଭେଟିଲେ ବିକ୍ରମ ମିସ୍ରି

ବେଜିଂ : ବୈଦେଶିକ ସଚିବ ବିକ୍ରମ ମିସ୍ରି ସୋମବାର ଚୀନ୍ ବୈଦେଶିକ ମନ୍ତ୍ରୀ ୱାଙ୍ଗ୍ ୟିଙ୍କୁ ଭେଟି ଦ୍ୱିପାକ୍ଷିକ ସ୍ୱାର୍ଥ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ବୈଦେଶିକ ମନ୍ତ୍ରୀ ହେବା ବ୍ୟତୀତ ୱାଙ୍ଗ ଶାସକ କମ୍ୟୁନିଷ୍ଟ ପାର୍ଟିର ଶକ୍ତିଶାଳୀ ରାଜନୈତିକ ବ୍ୟୁରୋର ସଦସ୍ୟ … Read More