ସ୍କୁଲରେ ଗୁଳିକାଣ୍ଡ: ୪ ମୃତ, ୨୦ରୁ ଅଧିକ ଗୁରୁତର
ନୂଆଦିଲ୍ଲୀ: ପୁଣି ତୁର୍କୀର ଏକ ସ୍କୁଲରେ ଭୟାବହ ଗୁଳିକାଣ୍ଡ । ସ୍କୁଲ ଛାତ୍ରର ଆଖିବୁଜା ଗୁଳିମାଡରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଅଧିକ ଗୁରୁତର । ମୃତକଙ୍କ ମଧ୍ୟରେ ତିନି ଛାତ୍ର ଓ ସ୍କୁଲର ଜଣେ ଶିକ୍ଷକ ସାମିଲ ଅଛନ୍ତି। … Read More
ନୂଆଦିଲ୍ଲୀ: ପୁଣି ତୁର୍କୀର ଏକ ସ୍କୁଲରେ ଭୟାବହ ଗୁଳିକାଣ୍ଡ । ସ୍କୁଲ ଛାତ୍ରର ଆଖିବୁଜା ଗୁଳିମାଡରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଅଧିକ ଗୁରୁତର । ମୃତକଙ୍କ ମଧ୍ୟରେ ତିନି ଛାତ୍ର ଓ ସ୍କୁଲର ଜଣେ ଶିକ୍ଷକ ସାମିଲ ଅଛନ୍ତି। … Read More
ନୂଆଦିଲ୍ଲୀ: ପଞ୍ଜାବରେ ଆପ୍ ସରକାର ରାଘବ ଚଢାଙ୍କ ସିକ୍ୟୁରିଟିକୁ ପ୍ରତ୍ୟାହାର କରିନେଇଛି । ଆଉ ରାଘବ ଚଢା କେନ୍ଦ୍ର ସରକାର ସୁରକ୍ଷା ଯୋଗାଇ ଦେବେ ବୋଲି ସୂଚନା ମିଳୁଛି । କେନ୍ଦ୍ର ସରକାର ତାଙ୍କୁ “Z” କାଟାଗୋରି ପ୍ରଦାନ କରିବେ ବୋଲି … Read More
ନୂଆଦିଲ୍ଲୀ : ଆଣ୍ଡାମାନ ସାଗରରେ ମାଲେସିଆ ଅଭିମୁଖେ ଯାଉଥିବା ଡଙ୍ଗା ଆଣ୍ଡାମାନ ସାଗରରେ ବୁଡ଼ିଯାଇଛି । ଘଟଣାରେ ୨୫୦ରୁ ଅଧିକ ଲୋକ ନିଖୋଜ ରହିଛନ୍ତି । ଏଥିରେ ବେଆଇନ ଭାବରେ ଯାତ୍ରା କରୁଥିବା ଅନେକ ଲୋକ ଥିଲେ । ଅଧିକାଂଶ ରୋହିଙ୍ଗ୍ୟା ଶ୍ରମିକ … Read More
ପଞ୍ଜାବ : ପଞ୍ଜାବର ଫତେଗଡ଼ ସାହିବ ଜିଲ୍ଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ରିପୋର୍ଟ ଅନୁସାରେ, ବସ୍ସି ପଠାଣା ନିକଟରେ ଏକ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏପର୍ଯ୍ୟନ୍ତ ୬ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୫ ରୁ ଅଧିକ ଯାତ୍ରୀ ଆହତ … Read More
ନୂଆଦିଲ୍ଲୀ : ଦିଲ୍ଲୀର ରୋହିଣୀ ଅଞ୍ଚଳରେ ହୃଦୟବିଦାରକ ଘଟଣା । ବୁଧବାର ଭୋର ସମୟରେ ଏକ ବସ୍ତିରେ ଭୟାବହ ଅଗ୍ନିକାଣ୍ଡ ଘଟି ଗୋଟିଏ ପରିବାରର ୩ ଜଣଙ୍କ ଜୀବନ ଚାଲିଯାଇଛି । ମୃତକଙ୍କ ମଧ୍ୟରେ ସ୍ୱାମୀ, ସ୍ତ୍ରୀ ଏବଂ ସେମାନଙ୍କର ମାତ୍ର ୩ … Read More
ବିହାର: ବିହାରର ୨୪ତମ ମୁଖ୍ୟମନ୍ତ୍ରୀ ଭାବେ ସମ୍ରାଟ ଚୌଧୁରୀ ଶପଥ ଗ୍ରହଣ କରିଛନ୍ତି । ପାଟନାର ଲୋକଭବନରେ ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । ଏଥିସହ ଜେଡିୟୁ ବିଧାୟକ ବିଜୟ ଚୌଧୁରୀ ଏବଂ ବିଜେନ୍ଦ୍ର ଯାଦବ ଉପମୁଖ୍ୟମନ୍ତ୍ରୀ … Read More
ନୂଆଦିଲ୍ଲୀ : ୮୫୦କୁ ବୃଦ୍ଧି ପାଇବ ଲୋକସଭା ଆସନ । ଲୋକସଭାରେ ବଡ଼ ପରିବର୍ତ୍ତନ । ୫୪୩ ରୁ ୮୫୦ ହେବେ ସାଂସଦ ! ଆସୁଛି ୧୩୧ତମ ସମ୍ବିଧାନ ସଂଶୋଧନ ବିଲ୍ । ଭାରତୀୟ ସଂସଦୀୟ ଇତିହାସରେ ଏକ ବଡ଼ ପରିବର୍ତ୍ତନ ପାଇଁ … Read More
ବିହାର : ବିହାରରେ ନୀତିଶ କୁମାରଙ୍କ ଇସ୍ତଫା ପରେ ନୂଆ ମୁଖ୍ୟମନ୍ତ୍ରୀ ଭାବେ ମନୋନୀତ ହେଲେ ସମ୍ରାଟ ଚୌଧୁରୀ । ବିହାରରେ ପ୍ରଥମ ବିଜେପି ନୂଆ ମୁଖ୍ୟମନ୍ତ୍ରୀ ହେଲେ ସମ୍ରାଟ ଚୌଧୁରୀ । ବିଜେପି ବିଧାୟକ ଦଳ ନେତା ନିର୍ବାଚିତ ହେଲେ ସମ୍ରାଟ … Read More
ବିହାର : ବିହାରରେ ଶେଷ ହେଲା ବଡ଼ ଅଧ୍ୟାୟ। ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନୀତିଶ କୁମାର। ରାଜ୍ୟପାଳ ରାଜେନ୍ଦ୍ର ବିଶ୍ୱନାଥ ଅର୍ଲେକରଙ୍କୁ ନିଜର ଇସ୍ତଫା ପତ୍ର ଦେଇଛନ୍ତି । ନୀତିଶ କୁମାର ନିକଟରେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ । ଗତ୧୧ ତାରିଖରେ … Read More
ନୂଆଦିଲ୍ଲୀ : ଆଜି ହେଉଛି ସମ୍ବିଧାନ ପ୍ରଣେତା ବାବାସାହେବ ଡ଼ଃ ଭୀମରାଓ ଆମ୍ବେଦକରଙ୍କ ୧୩୬ ତମ ଜୟନ୍ତୀ । ଦେଶ ତଥା ରାଜ୍ୟର ବିଭିନ୍ନସ୍ଥାନରେ ବଡ଼ ଧୂମଧାମରେ ପାଳନ କରାଯାଉଛି ଆମ୍ବେଦକରଙ୍କ ଜନ୍ମ ଦିବସ । ଏହାରି ମଧ୍ୟରେ ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ … Read More