ବେଙ୍ଗାଲୁରୁ ଦଳାଚକଟା ଘଟଣା ପରେ ମୁହଁ ଖୋଲିଲେ କୋହଲି: କହିଲେ- ମୁଁ ଶବ୍ଦହୀନ, ମୁଁ ମର୍ମାହତ

ବେଙ୍ଗାଲୁରୁ: ଆରସିବିର ବିଜୟ ଶୋଭାଯାତ୍ରା ବେଳେ ଦଳାଚକଟା ଘଟଣା । ୧୧ ଜଣଙ୍କ ମୃତ୍ୟୁ ପରେ ମୁହଁ ଖୋଲିଲେ ଆରସିବିର ଷ୍ଟାର୍ ବ୍ୟାଟର ବିରାଟ କୋହଲି । ଦଳାଚକଟା ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତି ଏବଂ ଆହତ ହୋଇଥିବା ବ୍ୟକ୍ତିଙ୍କ ପାଇଁ … Read More

୧୨ ଦେଶକୁ ଆମେରିକା ମନା, ୭ ଦେଶ ଉପରେ ଆଂଶିକ କଟକଣା

ଓ୍ବାଶିଂଟନ: ବିଦେଶୀ ନାଗରିକଙ୍କ ପାଇଁ ଆମେରିକାରେ କଟକଣା। ୧୨ ଦେଶର ଲୋକଙ୍କୁ ଆମେରିକା ମନା। ଆମେରିକାରେ ପ୍ରବେଶ କରିପାରିବେନି ୧୨ ଦେଶର ନାଗରିକ। ଏଥିସହ ଅନ୍ୟ ୭ଟି ଦେଶରୁ ଆସୁଥିବା ଲୋକଙ୍କ ଉପରେ ଆଂଶିକ କଟକଣା ଲାଗୁ କରାଯାଇଛି। ଏ ସମ୍ପର୍କିତ … Read More

ଭାରତ ବିରୋଧରେ ପାକ୍‌ର ଧର୍ମ କାର୍ଡ ଫ୍ଲପ୍: ‘ଆମେ ଦୁହେଁ ଇସଲାମିକ୍ ରାଷ୍ଟ୍ର’

ନୂଆଦିଲ୍ଲୀ: ଜାତିସଂଘରେ କାଶ୍ମୀର ପ୍ରସଙ୍ଗ ଥିବା ଦର୍ଶାଇ ସମସ୍ତ ‘ଅପରେସନ ସିନ୍ଦୂର ଆଉଟ୍‌ରିିଚ୍‌’ କାର୍ଯ୍ୟକ୍ରମକୁ ବାତିଲ କରିବାକୁ ପାକିସ୍ତାନର ଅନୁରୋଧକୁ ମାଲେସିଆ ପ୍ରତ୍ୟାଖ୍ୟାନ କରିଛି। ଧର୍ମ କାର୍ଡ ଖେଳିବାକୁ ଚେଷ୍ଟା କରି ପାକିସ୍ତାନୀ ଦୂତାବାସ ମାଲେସିଆ ସରକାରୀ ଅଧିକାରୀମାନଙ୍କୁ ସଞ୍ଜୟ ଝାଙ୍କ … Read More

ପଶ୍ଚିମବଙ୍ଗ ନିର୍ବାଚନ ପରବର୍ତ୍ତୀ ହିଂସା ମାମଲା: ପୁଲିସ ଉପରେ ବର୍ଷିଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ: ୨୦୨୧ ନିର୍ବାଚନ ପରବର୍ତ୍ତୀ ହିଂସା ସମୟରେ ଜଣେ ବିଜେପି ସମର୍ଥକଙ୍କ ଘରେ ଭଙ୍ଗାରୁଜା ଓ ତାଙ୍କ ପତ୍ନୀଙ୍କୁ ଯୌନ ନିର୍ଯାତନା ମାମଲାରେ ସୁପ୍ରିମ୍‌କୋର୍ଟ ନିକଟରେ ପଶ୍ଚିମବଙ୍ଗ ପୁଲିସକୁ କଡ଼ା ସମାଲୋଚନା କରି କହିଛନ୍ତି ଯେ ଦାୟିତ୍ୱରେ ଥିବା ଅଧିକାରୀ ଏଫ୍‌ଆଇଆର୍ … Read More

ପାକିସ୍ତାନର ୫ ଲକ୍ଷ ମୁସଲମାନ ଇଦ୍ ପାଳନ କରିବେ ନାହିଁ: ମରିୟମ ସରକାରଙ୍କ କଡ଼ା ଆଇନ

ଇସଲାମାବାଦ: ପାକିସ୍ତାନରେ ପ୍ରାୟ ୫ ଲକ୍ଷ ଜନସଂଖ୍ୟା ବିଶିଷ୍ଟ ଅହମଦିଆ ମୁସଲିମ୍ ସମ୍ପ୍ରଦାୟକୁ ଏଥର ବକ୍ରିଇଦ୍ ପାଳନ କରିବାକୁ ଅନୁମତି ଦିଆଯିବ ନାହିଁ। ମରିୟମ ନୱାଜ ସରକାରଙ୍କ ଅଧୀନରେ ଥିବା ଲାହୋର ହାଇକୋର୍ଟ ବାର ଆସୋସିଏସନ ପଞ୍ଜାବ ପୁଲିସକୁ ଏକ ଚିଠି … Read More

ରାତି ଅନିଦ୍ରା ହୋଇ ଅପରେଶନ ସିନ୍ଦୁର ଟ୍ରାକ୍ କରୁଥିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୪ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅପରେଶନ ସିନ୍ଦୁର ବିମାନ ଆକ୍ରମଣକୁ ରାତିସାରା ନୀରିକ୍ଷଣ କରୁଥିଲେ। ଏଥିସହିତ ପାକିସ୍ତାନର ପରମାଣୁ ବ୍ଲାକମେଲକୁ ଖାତିର ନ କରି କିପରି ଆତଙ୍କବାଦୀ ଆଡ୍ଡା ଉପରେ ଭାରତ ଆକ୍ରମଣ କଲା, ତାହାକୁ କେନ୍ଦ୍ର ମନ୍ତ୍ରୀ ଜିତେନ୍ଦ୍ର ସିଂହ … Read More

ମାର୍ଚ୍ଚ ୨୦୨୭ରୁ ଜନଗଣନା: ଦୁଇଟି ପର୍ଯ୍ୟାୟରେ ଶେଷ କରିବାକୁ ପ୍ରସ୍ତୁତି

ନୂଆଦିଲ୍ଲୀ: ଦେଶରେ ୧ ମାର୍ଚ୍ଚ ୨୦୨୭ରୁ ଜାତି ଜନଗଣନା କରାଯିବ। ଏନେଇ ଗୃହ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସରକାର ଏଥିପାଇଁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଦୁଇଟି ପର୍ଯ୍ୟାୟରେ ଶେଷ କରିବାକୁ ଯୋଜନା କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସରକାର … Read More

ଆରସିବିର ବିଜୟ ଶୋଭାଯାତ୍ରା ଫିକା ପଡ଼ିଲା: ଦଳାଚକଟାରେ ୭ ମୃତ, ୨୦ରୁ ଅଧିକ ଆହତ

ବେଙ୍ଗାଲୁରୁ: ଆରସିବି ଦଳ ଆଇପିଏଲ ୨୦୨୫ କପ୍ ଜିତିଛି ଏବଂ ଏହା ପରେ ବେଙ୍ଗାଲୁରୁର ଚିନ୍ନାସ୍ୱାମୀ ଷ୍ଟାଡିୟମରେ ସମଗ୍ର ଦଳକୁ ସମ୍ମାନିତ କରାଯାଉଛି। କିନ୍ତୁ, ଏହି ସମ୍ମାନ ସମୟରେ ଏପରି କିଛି ଘଟିଛି, ଯାହା କେହି ଆଶା କରି ନଥିଲେ। ଚିନ୍ନାସ୍ୱାମୀ … Read More

ବିହାରକୁ ମିଳିଲା ବଡ ଉପହାର: ରକ୍ସୌଲରୁ ହଳଦିଆକୁ ଯୋଡ଼ିବ ଏକ୍ସପ୍ରେସୱେ

ନୂଆଦିଲ୍ଲୀ: କେନ୍ଦ୍ର ସରକାର ରକ୍ସୌଲରୁ ହଳଦିଆ ପର୍ଯ୍ୟନ୍ତ ଏକ ନୂତନ ଛଅ ଲେନ୍ ବିଶିଷ୍ଟ ଗ୍ରୀନଫିଲ୍ଡ ଏକ୍ସପ୍ରେସୱେ ନିର୍ମାଣକୁ ଅନୁମୋଦନ କରିଛନ୍ତି। ଏହି ପ୍ରକଳ୍ପରେ ପ୍ରାୟ ୫୪୦୦୦ କୋଟି ଟଙ୍କା ଖର୍ଚ୍ଚ ହେବ। ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରଣାଳୟ ମଧ୍ୟ … Read More

ସେନା କର୍ମଚାରୀଙ୍କ ବ୍ୟକ୍ତିଗତ ଜୀବନକୁ ସମ୍ମାନ ଦିଅନ୍ତୁ, ଗଣମାଧ୍ୟମକୁ ପ୍ରତିରକ୍ଷା ମନ୍ତ୍ରଣାଳୟର ପରାମର୍ଶ

ନୂଆଦିଲ୍ଲୀ : ଦେଶରେ ଥିବା ସମସ୍ତ ଗଣମାଧ୍ୟମ ସଂସ୍ଥାଗୁଡିକ ପାଇଁ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଆଡଭାଇଜରୀ ଜାରି କରାଯାଇଛି । କାର୍ଯ୍ୟରତ ସେନା କର୍ମଚାରୀ , ଅବସରପ୍ରାପ୍ତ ସେନା କର୍ମଚାରୀ ଏବଂ ସେମାନଙ୍କ ପରିବାର ସଦସ୍ୟଙ୍କ ବ୍ୟକ୍ତିଗତ ଜୀବନକୁ ସମ୍ମାନ ଜଣାଇବା … Read More