ୱାକଫ୍ ସଂଶୋଧନ ବିଲ୍କୁ ନେଇ ଜେପିସି ବୈଠକରେ ହଙ୍ଗାମା, ଓୱେସିଙ୍କ ସମେତ ୧୦ ବିରୋଧୀ ସାଂସଦ ନିଲମ୍ବିତ
ନୂଆଦିଲ୍ଲୀ: ୱାକଫ୍ ସଂଶୋଧନ ବିଲ୍ ଉପରେ ଥିବା ଜେପିସି ବୈଠକରେ ହଙ୍ଗାମା। ଏହି ଉତ୍ତେଜନାକୁ ଦୃଷ୍ଟିରେ ରଖି ମାର୍ଶାଲମାନଙ୍କୁ ଡକାଯାଇଥିଲା କିନ୍ତୁ ବିରୋଧ ଥମିନଥିଲା। ଏଥିପାଇଁ ଅସବୁଦ୍ଦିନ ଓୱେସି ଏବଂ କଲ୍ୟାଣ ବାନାର୍ଜୀଙ୍କ ସମେତ ୧୦ ଜଣ ବିରୋଧୀ ସାଂସଦଙ୍କୁ ଜେପିସି ସଦସ୍ୟତାରୁ … Read More
