୩ ବର୍ଷ ମଧ୍ୟରେ ରୁଷ୍‌ର ସବୁଠୁ ବଡ଼ ଡ୍ରୋନ୍‌ ଆକ୍ରମଣ: ୧୨ ୟୁକ୍ରେନ ସୈନିକ ମୃତ, ୬୦ରୁ ଊର୍ଦ୍ଧ୍ବ ଆହତ

କିଭ୍: ୟୁକ୍ରେନ ସେନା ରୁଷ ଉପରେ ଏପର୍ଯ୍ୟନ୍ତ ସବୁଠାରୁ ବଡ଼ ଆକ୍ରମଣ କରିଥିବା ଦାବି ପରେ ପରେ ଋଷ ପକ୍ଷରୁ ୟୁକ୍ରେନ ଉପରେ ଭୟଙ୍କର ଆକ୍ରମଣ କରାଯାଇଥିବା କୁହାଯାଇଛି | ଯୁଦ୍ଧ ଆରମ୍ଭ ହେବା ପରଠାରୁ ଗତ ତିନି ବର୍ଷ ମଧ୍ୟରେ … Read More

ପାକ୍ ପ୍ରଧାନମନ୍ତ୍ରୀଙ୍କ ସିନ୍ଧୁ ଜଳ ସନ୍ଧି ସମ୍ପର୍କିତ ଅଭିଯୋଗକୁ ଦୃଢ ଭାବେ ଖଣ୍ଡନ କଲା ଭାରତ

ନୂଆଦିଲ୍ଲୀ,୧।୬: ଭାରତ ପାକିସ୍ତାନର ପ୍ରଧାନମନ୍ତ୍ରୀ ଶେହବାଜ ଶରିଫଙ୍କ ସିନ୍ଧୁ ଜଳ ସନ୍ଧି (ଆଇଡବ୍ଲୁଟି) ସମ୍ପର୍କିତ ଅଭିଯୋଗକୁ ଦୃଢ ଭାବେ ଖଣ୍ଡନ କରିଛି। ଭାରତର ପରିବେଶ ରାଷ୍ଟ୍ରମନ୍ତ୍ରୀ କୀର୍ତ୍ତି ବର୍ଦ୍ଧନ ସିଂହ କହିଛନ୍ତି ଯେ ପାକିସ୍ତାନ ନିଜେ ସୀମାପାର ଆତଙ୍କବାଦକୁ ପ୍ରୋତ୍ସାହନ ଦେଇ … Read More

ମେ ୨୦୨୫ ରେ GST ସଂଗ୍ରହ ୧୬.୪% ବୃଦ୍ଧି

ନୂଆଦିଲ୍ଲୀ,୧ା୬: ଭାରତର ଅର୍ଥନୀତି ମେ ୨୦୨୫ ମାସରେ ଏକ ଶକ୍ତିଶାଳୀ ପ୍ରଦର୍ଶନ ଦେଖାଇଛି, ଯେଉଁଥିରେ ସାମଗ୍ରୀ ଓ ସେବା କର (GST) ସଂଗ୍ରହ ୧୬.୪% ବୃଦ୍ଧି ପାଇ ରୁ. ୨.୦୧ ଲକ୍ଷ କୋଟିରେ ପହଞ୍ଚିଛି। ଅର୍ଥ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ, … Read More

ଭାରତ ବର୍ଡରକୁ ଯାଆନ୍ତୁନି…ଚେତାବନୀ ଦେଲା ଚାଇନା

ବେଜିଂ,୧।୬: ଭାରତ ଏବଂ ଚାଇନା ମଧ୍ୟରେ ଚାଲିଥିବା ଉତ୍ତେଜନାପୂର୍ଣ୍ଣ ସମ୍ପର୍କ ମଧ୍ୟରେ, ଚାଇନା ତାର ନାଗରିକମାନଙ୍କ ପ୍ରତି ଏକ ବଡ଼ ସତର୍କତା ଜାରି କରିଛି। ନେପାଳରେ ଥିବା ଚୀନ ଦୂତାବାସ ଚୀନ ନାଗରିକମାନଙ୍କୁ ଭାରତ-ନେପାଳ ସୀମା ନିକଟକୁ ଯିବାରୁ ନିବୃତ୍ତ ରହିବାକୁ … Read More

ଗାଜା ଉପରେ ଇସ୍ରାଏଲର ପୁଣି ଆକ୍ରମଣ: ୪୦ ମୃତ, ଶତାଧିକ ଆହତ ସୂଚନା

ନୂଆଦିଲ୍ଲୀ: ପୁଣି ଆକ୍ରମଣରେ ଥରିଲା ଗାଜା । ଗାଜାରେ ଇସ୍ରାଏଲର ବଡ଼ ଆକ୍ରମଣ । ପାଲେଷ୍ଟାଇନର ଔଷଧ ସାମଗ୍ରୀ ବଣ୍ଟନ କେନ୍ଦ୍ର ନିକଟରେ ଇସ୍ରାଏଲର ଆକ୍ରମଣରେ ପ୍ରାୟ ୪୦ ଜଣ ପ୍ରାଣ ହରାଇଥିବା ସୂଚନା ମିଳିଥିବା ବେଳେ ବର୍ତ୍ତମାନ ସୁଦ୍ଧା ୧୫୦ରୁ … Read More

ଉତ୍ତର-ପୂର୍ବ ଭାରତରେ ଜଳ ପ୍ରଳୟ : ଅଧିକ ପ୍ରଭାବିତ ସିକ୍କିମ

ନୂଆଦିଲ୍ଲୀ: ବେହାଲ ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ । ବିଭିନ୍ନ ସ୍ଥାନରେ ବର୍ଷା ପରେ ବନ୍ୟା ସ୍ଥିତି ଉପୁଜିଛି । ରାସ୍ତାରେ ପାଣି, ଘରେ ପାଣି, ବାହାରେ ପାଣି । ଜଳ ପାଇଁ ଜୀବନ ଜଳବନ୍ଦୀ ହୋଇଛି । କେଉଁଠି ଭୂସ୍ଖଳନରେ ଗାଡିରେ ଯାଉଥିବା … Read More

ରୁଷ ବିମାନଘାଟି ଉପରେ ୟୁକ୍ରେନର ଡ୍ରୋନ ଆକ୍ରମଣ, ୪୦ ବିମାନ ନଷ୍ଟ

କିବ୍ : ରବିବାର ଦିନ ୟୁକ୍ରେନ ସେନା ରୁଷ ଉପରେ ଏପର୍ଯ୍ୟନ୍ତ ସବୁଠାରୁ ବଡ଼ ଆକ୍ରମଣ କରିଥିବା ଦାବି କରିଛି। କୁହାଯାଉଛି ଯେ ୟୁକ୍ରେନ ସେନା ରୁଷୀୟ ବାୟୁସେନାକୁ ଟାର୍ଗେଟ କରିଛି। କିଭ୍ ଇଣ୍ଡିପେଣ୍ଡେଣ୍ଟ ଏକ ସୂତ୍ରକୁ ଉଦ୍ଧାର କରି ଲେଖିଛନ୍ତି … Read More

ତାଇଓ୍ବାନ ଦଖଲ କରିବାକୁ ପ୍ରସ୍ତୁତ ହେଉଛି ଚୀନ: ଆମେରିକା

ତାଇଓ୍ବାନକୁ ଦଖଲ କରିବାକୁ ପ୍ରସ୍ତୁତ ହେଉଛି ଚୀନ। ଭାରତ-ପ୍ରଶାନ୍ତ ମହାସାଗରୀୟ କ୍ଷେତ୍ରର ସହଯୋଗୀମାନଙ୍କୁ ଶନିବାର ଏ ନେଇ ସତର୍କ କରାଇଛନ୍ତି ଆମେରିକା ପ୍ରତିରକ୍ଷା ସଚିବ ପେଟ୍‌ ହେଗସେଠ୍‌। ଚୀନ ତାଇଓ୍ବାନ ଉପରେ ଆକ୍ରମଣ କରି ତାହାକୁ ନିଜ କବଜାକୁ ନେବା ଲାଗି … Read More

ଭାରତକୁ ଚୀନ ଦେଲା ଝଟ୍‌କା; ସଙ୍କଟରେ ଅଟୋମୋବାଇଲ ଶିଳ୍ପ !

ଭାରତ ସରକାର ଚୀନ ଉତ୍ପାଦିତ ସାମଗ୍ରୀ ପାଇଁ ଭାରତୀୟ ବଜାରକୁ ମୁକ୍ତ କରିଦେଇଛନ୍ତି। ହେଲେ ଚୀନ ଏହାର ଦୋମୁହାଁ ନୀତିରୁ ବାହାରିପାରୁ ନାହିଁ। ବିଭିନ୍ନ ସମୟରେ ଭାରତୀୟ ଶିଳ୍ପ କ୍ଷେତ୍ରକୁ ଅଡୁଆରେ ପକାଇବା ଲାଗି ନାନା ପଦକ୍ଷେପ ନେବାରେ ଲାଗିଛି। ନିକଟରେ … Read More

ଉତ୍ତେଜନାପୂର୍ଣ୍ଣ ଭାଷଣ ଦେଇ ପଦ ହରାଇଲେ ବିଧାୟକ

ଉତ୍ତେଜନାପୂର୍ଣ୍ଣ ଭାଷଣ ଦେଇ ପଦବୀ ହରାଇଛନ୍ତି ବିଧାୟକ ଆବ୍ବାସ ଅନସାରୀ। ଉତ୍ତରପ୍ରଦେଶର ମାଉ ବିଧାୟକ ଅବ୍ବାସ ହେଉଛନ୍ତି ପୂର୍ବତନ ବିଧାୟକ ତଥା ଗ୍ୟାଙ୍ଗଷ୍ଟର ମୁଖତାର ଅନସାରୀଙ୍କ ପୁଅ। ଅବ୍ବାସ ସୁହେଲଦେବ ଭାରତୀୟ ସମାଜ ପାର୍ଟିରୁ ପ୍ରାର୍ଥୀ ହୋଇ ମାଉ ବିଧାନସଭା ଆସନରୁ … Read More