ବିଏସଏଫକୁ ମିଳିବ ପର୍ଶୁରାମଙ୍କ ଅସ୍ତ୍ର ’ଭାର୍ଗବାସ୍ତ୍ର’

ନୂଆଦିଲ୍ଲୀ: ସୀମାରେ ଅଶାନ୍ତି ସୃଷ୍ଚି କରିବାରେ ପାକିସ୍ତାନ ବେଶ୍‌ ଧୁରନ୍ଧର । ବିନା କାରଣରେ ଗୁଳିମାଡ଼ କରିବା ସହିକ ଭାରତୀୟ ସେନା ଉପରକୁ ଆକ୍ରମଣ କରୁଥିବା ଅନେକ ସମୟରେ ନଜିର ରହିଛି । ପାକିସ୍ତାନକୁ ଜବାବ ଦେବା ଲାଗି ସେନା ପ୍ରତି … Read More

ୟୁକ୍ରେନର ୧୦୦ଟି ସ୍ଥାନରେ ରୁଷର ପ୍ରଚଣ୍ଡ ଆକ୍ରମଣ

କିବ୍ : ରୁଷ୍ ୟୁକ୍ରେନ ଉପରେ ଏପର୍ଯ୍ୟନ୍ତ ସବୁଠାରୁ ବଡ଼ ଆକ୍ରମଣ କରିଛି। ଏକାସାଙ୍ଗରେ ୟୁକ୍ରେନର ୧୦୦ ଟି ସ୍ଥାନରେ ଉପରେ ଆକ୍ରମଣ କରିଛି ରୁଷ ସେନା । କୃଷ୍ଣ ସାଗରର ଟିୟୁ-୯୫ ବୋମାବର୍ଷକ ବିମାନରୁ କ୍ରୁଜ୍ କ୍ଷେପଣାସ୍ତ୍ର ନିକ୍ଷେପ କରି … Read More

ମୂର୍ତ୍ତି ଭାଙ୍ଗିଲେ ବି ଖର୍ଚ୍ଚ ବଢିବ… ଭଙ୍ଗାଯିବନି ମାୟାବତୀଙ୍କ ମୂର୍ତ୍ତି

ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମାୟାବତୀଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି ମିଳିଛି । ସରକାରୀ ଖର୍ଚ୍ଚରେ ନିଜର ଓ ନିଜ ଦଳର ସଂକେତ ହାତୀ ମୂର୍ତ୍ତି ଲଗାଇବା ବିରୋଧରେ ତାଙ୍କ ବିରୋଧରେ ରୁଜ୍ଜୁ ହୋଇଥିବା ମାମଲାକୁ ରଦ୍ଦ କରିଛନ୍ତି କୋର୍ଟ । ସୁପ୍ରିମ୍ … Read More

୫୦ବର୍ଷ ପୂର୍ବେ କୁମ୍ଭମେଳାକୁ ଆସିବା ପାଇଁ ଯୋଜନା କରିଥିଲେ ଷ୍ଟିଭ ଜବ୍ସ

ନୂଆଦିଲ୍ଲୀ: ପବିତ୍ର ମକର ସଂକ୍ରାନ୍ତି ଅବସରରେ ହଜାର ହଜାର ଶ୍ରଦ୍ଧାଳୁ ଗତମଙ୍ଗଳବାର ପ୍ରୟାଗରାଜର ମହାକୁମ୍ଭରେ ଗଙ୍ଗା, ଯମୁନା ଓ ସରସ୍ୱତୀ ନଦୀର ତ୍ରିବେଣୀ ସଙ୍ଗମରେ ପ୍ରଥମ ‘ଅମୃତ ସ୍ନାନ’ କରିଥିଲେ। ଏହି ଅମୃତ ସ୍ନାନ ବିଶ୍ୱାସୀମାନଙ୍କୁ ପାପରୁ ମୁକ୍ତ କରିଥାଏ ତଥା … Read More

ଡୋନାଲ୍ଡ ଟ୍ରମ୍ପଙ୍କ ଶପଥଗ୍ରହଣ ଉତ୍ସବର ନିମନ୍ତ୍ରଣ ପ୍ରତ୍ୟାଖ୍ୟାନ କଲେ ପଣ୍ଡିତ ଅମିତ ଭଟ୍ଟାଚାର୍ଯ୍ୟ

ବାରଣାସୀ ୧୫।୧ : କାଶୀ ବାସିନ୍ଦା ପ୍ରଶିଦ୍ଧ ସରୋଦ ବାଦକ ପଣ୍ଡିତ ଅମିତ ଭଟ୍ଟାଚାର୍ଯ୍ୟ ଆମେରିକା ରାଷ୍ଟ୍ରପତି ଡୋନାଲ୍ଟ ଟ୍ରମ୍ପଙ୍କ ଶପଥ ଗ୍ରହଣ ଉତ୍ସବର ନିମନ୍ତ୍ରଣକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଆମେରିକାର ଦ୍ୱିତୀୟବାର ନିର୍ବାଚିତ ରାଷ୍ଟ୍ରପତି ଟ୍ରମ୍ପଙ୍କ ଶପଥଗ୍ରହଣ କାର୍ଯ୍ୟକ୍ରମରେ ଯୋଗ ଦେବା … Read More

ଦିଲ୍ଲୀ ନିର୍ବାଚନ ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କଲା ବିଜେପି, ଧର୍ମେନ୍ଦ୍ର-ବୈଜୟନ୍ତ ସାମିଲ

ନୂଆଦିଲ୍ଲୀ: ଦିଲ୍ଲୀ ନିର୍ବାଚନ ପାଇଁ ଜୋରଦାର ପ୍ରସ୍ତୁତି ଚଳାଇଛନ୍ତି ବିଭିନ୍ନ ଦଳର ନେତା। ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ଏହି ନେତାମାନେ ବିଭିନ୍ନ ପ୍ରତିଶ୍ରୁତି ଭୋଟରଙ୍କ ଆଗରେ ରଖୁଛନ୍ତି । ସେପଟେ ନାମାଙ୍କନ ପ୍ରକ୍ରିୟା ମଧ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଲାଣି। ଏହାରି … Read More

୪୭ ବର୍ଷ ପରେ ବଦଳିଲା କଂଗ୍ରେସ ଠିକଣା, ଇନ୍ଦିରା ଭବନ ଉଦ୍‌ଘାଟିତ

ନୂଆଦିଲ୍ଲୀ: ଦେଶର ସର୍ବପୁରାତନ ଦଳ କଂଗ୍ରେସର ଠିକଣା ବଦଳିଯାଇଛି। ୪୭ ବର୍ଷ ପରେ କଂଗ୍ରେସର ଠିକଣା ବଦଳିଛି। ବୁଧବାର ନୂଆ ଘରେ ଗୃହ ପ୍ରବେଶ କରିଛି ଦଳ। ନୂଆଦିଲ୍ଲୀର ୯-ଏ କୋଟଲା ରୋଡ୍‌ ଏବେ କଂଗ୍ରେସର ନୂଆ ଠିକଣା ପାଲଟିଛି। ଏହା … Read More

ଅଡ଼ୁଆରେ ମାର୍କ ଜୁକରବର୍ଗ, ମେଟାକୁ ସମନ କରିବ ସଂସଦୀୟ କମିଟି

ଭାରତରେ ଗତବର୍ଷ ହୋଇଥିବା ସାଧାରଣ ନିର୍ବାଚନକୁ ନେଇ ବିବାଦୀୟ ବୟାନ ଦେବା ପରେ ଅଡ଼ୁଆରେ ଫେସବୁକ ସଂସ୍ଥାପକ ମାର୍କ ଜୁକରବର୍ଗ। ଏହି ମାମଲାରେ ସଂସଦୀୟ କମିଟି ମେଟା କମ୍ପାନୀକୁ ସମନ କରିବ ବୋଲି ଜଣାପଡ଼ିଛି। ସଂସଦର ଆଇଟି ଓ ଯୋଗାଯୋଗ କମିଟିର … Read More

ଥମୁନି ନିଆଁ, OSCAR ଯାଏ ପହଞ୍ଚିଲା

ଜଳୁଛି ଜଙ୍ଗଲ। ନିଆଁ ଆଁରେ ପୋଡି ପାଉଶଁ ହୋଇଗଲାଣି ଘର ଦ୍ୱାର। ଦିନକୁ ଦିନ ଏହା କମିବା ବଦଳରେ ଆହୁରି ବିକରାଳ ରୂପ ଧରି ଆଗକୁ ବଢ଼ି ଚାଲିଛି। ଆମେରିକାର ଲସ୍‌ ଏଞ୍ଜଲିସ୍‌ରେ ଲାଗିଥିବା ଏହି ଭୟଙ୍କର ନିଆଁ ଏବେ ଓସ୍କାର … Read More

LoC ନିକଟରେ ବିସ୍ଫୋରଣ, ୬ ଯବାନ ଆହତ

ସୀମା ନିକଟରେ ହେଲା ବିସ୍ଫୋରଣ। ଜମ୍ମୁ-କଶ୍ମୀରର ରଜୌରୀ ସ୍ଥିତ ନୌସେରା ସେକ୍ଟରରେ ଲ୍ୟାଣ୍ଡ ମାଇନ୍‌ ବିସ୍ଫୋରଣ ହୋଇଛି। ଏଥିରେ ୬ ଜଣ ଯବାନ ଆହତ ହୋଇଛନ୍ତି। ଏଲ୍‌ଓସି ନିକଟ ନୌସେରା ନିକଟରେ ବିସ୍ଫୋରଣ ହୋଇଥିବା କୁହାଯାଉଛି। ଅଧିକାରୀଙ୍କ ସୂଚନା ମୁତାବକ, ଭାରତୀୟ ସେନାର … Read More