ହତ୍ୟାକାଣ୍ଡକୁ ବିରୋଧ କରି କଂଗ୍ରେସ ଛାଡ଼ିଲେ ୨୦୦ ମୁସଲିମ ନେତା

ବେଙ୍ଗାଲୁରୁ : କର୍ଣ୍ଣାଟକା କଂଗ୍ରେସରେ ବଡ଼ ବିପର୍ଯ୍ୟୟ। ଏକା ଥରେ ଦଳ ଛାଡ଼ିଲେ ୨୦୦ରୁ ଅଧିକ ମୁସଲିମ ନେତା। କର୍ଣ୍ଣାଟକାର ଦକ୍ଷିଣ କନ୍ନଡରେ ଘଟିଥିବା ଗୋଟିଏ ହତ୍ୟାକାଣ୍ତ ବିରୋଧ କରି କଂଗ୍ରେସର ମୁସଲିମ ନେତାମାନେ ଏପରି ପଦକ୍ଷେପ ନେଇଛନ୍ତି। କର୍ଣ୍ଣାଟକାରେ କଂଗ୍ରେସ … Read More

ଦମ୍ ଅଛି ତ ଆସନ୍ତାକାଲି ନିର୍ବାଚନ ତାରିଖ ଘୋଷଣା କର : ମମତା

କୋଲକାତା: ମୋଦୀଙ୍କ ଉପରେ ବର୍ଷିଲେ ମମତା । ପଶ୍ଚିମବଙ୍ଗ ସରକାରଙ୍କୁ ନେଇ ପ୍ରଧାନମନ୍ତ୍ରୀ ମୋଦୀଙ୍କ କଟୁ ସମାଲୋଚନା ପରେ ତାତିଛନ୍ତି ଦିଦି । ପ୍ରେସମିଟ୍ କରି ପଶ୍ଚିମବଙ୍ଗ ମୁଖ୍ଯମନ୍ତ୍ରୀ ମମତା ବାନାର୍ଜୀ ମୋଦୀଙ୍କୁ ପାଲଟା ଆକ୍ରମଣ କରିଛନ୍ତି ଆଉ ସିଧା ସିଧା … Read More

ଟିଏମସି ଶାସନ ସମୟରେ ହଜାର ହଜାର ଶିକ୍ଷକଙ୍କ ଭବିଷ୍ୟତ ନଷ୍ଟ ହୋଇଥିଲା: ମୋଦୀ

ନୂଆଦିଲ୍ଲୀ: ପଶ୍ଚିମବଙ୍ଗ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ମମତା ବାନାର୍ଜୀ ସରକାରଙ୍କୁ କଡ଼ା ଟାର୍ଗେଟ କରିଥିଲେ। ଆଲିପୁରଦ୍ୱାରରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ମୋଦୀ ମୁର୍ଶିଦାବାଦ ଏବଂ ମାଲଦାର କଥା ଉଠାଇ କହିଥିଲେ ଯେ ପଶ୍ଚିମବଙ୍ଗରେ … Read More

ବନ୍ଦୀ ଜ୍ୟୋତିଙ୍କୁ ଭେଟିବା ପରେ କାନ୍ଦୁଛନ୍ତି ବାପା

ହିସାର: ପାକିସ୍ତାନୀ ଗୁପ୍ତଚର ଜ୍ୟୋତି ମାଲହୋତ୍ରାଙ୍କୁ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଯିବାର ପ୍ରଥମ ଦିନରେ ବାପା ହରିଶ ମାଲହୋତ୍ରା ଝିଅକୁ ଭେଟିବାକୁ ଜେଲରେ ଯାଇ ପହଞ୍ଚିଥିଲେ। ଜ୍ୟୋତି ସେଣ୍ଟ୍ରାଲ ଜେଲର ବାରାକ ନମ୍ବର ୨ରେ ବନ୍ଦୀ ଅଛନ୍ତି। … Read More

ଭୂମିକମ୍ପରେ ପୁଣି ଥରିଲା ପାକିସ୍ତାନ, ୩ ଦିନରେ ୨ ଥର ଦୋହଲିଗଲାଣି ଦେଶ

ଇସଲାମାବାଦ: ପୁଣି ପାକିସ୍ତାନରେ ଭୂମିକମ୍ପ । ଭୂକମ୍ପ ଝଟକାରେ ପୁଣି ଥରିଲା ପାକିସ୍ତାନ । ସନ୍ଧ୍ୟା ୬ଟା ୬ ମିନିଟରେ ପାକିସ୍ତାନରେ ଭୂକମ୍ପର ଝଟକା । ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୪.୪ ରେକର୍ଡ । ଭୂମିକମ୍ପ ପରେ ଲୋକେ ଛାନିଆରେ … Read More

ଦୁଇଥର ଅସ୍ତ୍ରବିରତି ପାଇଁ ଭାରତ ସହ ସମ୍ପର୍କ କରିଥିଲା ପାକିସ୍ତାନ

ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଅପରେସନ ସିନ୍ଦୂର ଜରିଆରେ ଆତଙ୍କବାଦୀଙ୍କ ଉପରେ ଶକ୍ତିଶାଳୀ ଆକ୍ରମଣ କରି ପ୍ରତିଶୋଧ ନେଇଥିଲା। ଏହି ଆକ୍ରମଣ ପରେ ପାକିସ୍ତାନ କ୍ରମାଗତ ଭାବେ ଅସ୍ତ୍ରବିରତି ଉଲ୍ଲଘଂନ କରି ଚାଲିଥିଲା। ଏହାର ବି କଡ଼ା ଜବାବ … Read More

ମଣିପୁରରେ ପୁଣି ବୀରେନ ସିଂ ସରକାର ସମ୍ଭାବନା !

ଇମ୍ପାଲ : ମଣିପୁର ରାଜନୀତିରେ ପୁଣି ଥରେ ସରକାର ଗଠନ ପାଇଁ ଉଦ୍ୟମ ଆରମ୍ଭ ହୋଇଯାଇଛି । ବିଜେପି ବିଧାୟକମାନଙ୍କ ଏକ ୧୦ ଜଣିଆ ପ୍ରତିନିଧି ଦଳ ଆଜି ମଣିପୁରର ରାଜଭବନରେ ରାଜ୍ୟପାଳଙ୍କୁ ଭେଟି ସରକାର ଗଠନ ପାଇଁ ଦାବି କରିଛନ୍ତି। … Read More

ଧାନର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି) ୬୯ ଟଙ୍କା କୁ ବୃଦ୍ଧି

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବସିଥିବା କେନ୍ଦ୍ର କ୍ୟାବିନେଟ ବୈଠକରେ ଅନେକ ବଡ଼ ନିଷ୍ପତ୍ତି ନିଆଯାଇଛି। ବିଶେଷକରି ଚାଷୀମାନଙ୍କ ଲାଭ ସରକାର ଅନେକ ଫସଲର ଏମଏସପି ବୃଦ୍ଧି କରିଛନ୍ତି । ୨୦୨୫-୨୬ ଖରିଫ ଋତୁ ପାଇଁ ଧାନର ସର୍ବନିମ୍ନ … Read More

ମହିଳା ଡାକ୍ତରଙ୍କ ସମେତ ୭ଜଣ କରୋନା ପଜିଟିଭ

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସମ୍ପ୍ରତି ମିଳିଥିବା ସୂଚନା ଅନୁଯାୟୀ ବିହାରରେ ୭ଜଣ ଲୋକ କରୋନା ସଂକ୍ରମିତ ହୋଇଥିବା ଚିହ୍ନଟ ହୋଇଛି। ଏମାନଙ୍କ ମଧ୍ୟରେ ଏମ୍ସର ମହିଳା ଡାକ୍ତର ବି ସାମିଲ ଅଛନ୍ତି। ସଂକ୍ରମିତ … Read More

କେନ୍ଦ୍ର ପରିବେଶ ମନ୍ତ୍ରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର; ସମ୍ବଲପୁର ଚିଡ଼ିଆଖାନାର ଉନ୍ନତିକରଣ ଉପରେ ଗୁରୁତ୍ୱାରୋପ

ଭୁବନେଶ୍ବର: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି କେନ୍ଦ୍ର ପରିବେଶ ମନ୍ତ୍ରୀ ଭୂପେନ୍ଦ୍ର ଯାଦବଙ୍କ ସହ ସାକ୍ଷାତ କରିଛନ୍ତି । ସାକ୍ଷାତ ସମୟରେ ସମ୍ବଲପୁର ଚିଡ଼ିଆଖାନାର ଉନ୍ନତିକରଣ ଉପରେ ଗୁରୁତ୍ୱାରୋପ କରିଛନ୍ତି। ଏଥିସହ ଦେବ୍ରିଗଡ଼ ବନ୍ୟପ୍ରାଣୀ ଅଭୟାରଣ୍ୟକୁ ବ୍ୟାଘ୍ର ସଂରକ୍ଷଣ … Read More