‘ଅବିଭକ୍ତ ଭାରତ’ କାର୍ଯ୍ୟକ୍ରମ ପାଇଁ ପାକିସ୍ତାନ ଓ ବାଂଲାଦେଶକୁ ନିମନ୍ତ୍ରଣ
ଭାରତୀୟ ପାଣିପାଗ ବିଭାଗର ୧୫୦ତମ ପ୍ରତିଷ୍ଠା ଉପଲକ୍ଷେ ଆୟୋଜନ ହେବାକୁ ଯାଉଛି ‘ଅବିଭକ୍ତ ଭାରତ’ ନାଁରେ ଗୋଟିଏ ସେମିନାର। ଏହି କାର୍ଯ୍ୟକ୍ରମରେ ଭାଗ ନେବାକୁ ଭାରତ ପକ୍ଷରୁ ପାକିସ୍ତାନ ଓ ବାଂଲାଦେଶ ସମେତ ଅନ୍ୟ ପଡ଼ୋଶୀମାନଙ୍କୁ ନିମନ୍ତ୍ରଣ କରାଯାଇଛି। ପ୍ରଥମଥର ପାଇଁ ଭାରତ … Read More
