ବାଲେଶ୍ୱର ଧୂର୍ତ୍ତକୁ ବାନ୍ଧିଲା ଲକ୍ଷ୍ନୌ ପୁଲିସ: ନିଜକୁ ଆର୍ମି କ୍ୟାପ୍ଟେନ କହୁଥିଲା, ମହିଳାଙ୍କୁ ଲୁଟୁଥିଲା

ଉତ୍ତର ପ୍ରଦେଶର ଲକ୍ଷ୍ନୌ ପୁଲିସ୍‌ ଜଣେ ୪୦ ବର୍ଷୀୟ ଧୂର୍ତ୍ତକୁ ଗିରଫ କରିଛି। ବ୍ୟକ୍ତି ଜଣକ ନିଜକୁ ଭାରତୀୟ ସେନାର ଜଣେ କ୍ୟାପ୍ଟେନ ଭାବେ ପରିଚୟ ଦେଇ ମହିଳାମାନଙ୍କୁ ନିଜ ଜାଲରେ ଫସାଉଥିଲା। ସେମାନଙ୍କ ସହ ସମ୍ପର୍କ ରଖିବା ପରେ ଟଙ୍କା ନେଇ … Read More

ଭି. ନାରାୟଣନ ଇସ୍ରୋର ନୂଆ ଅଧ୍ୟକ୍ଷ

ଭି ନାରାୟଣନ ହେବେ ଭାରତୀୟ ମହାକାଶ ଗବେଷଣା ସଂସ୍ଥା ଇସ୍ରୋର ନୂଆ ଅଧ୍ୟକ୍ଷ। ଇସ୍ରୋ ଅଧ୍ୟକ୍ଷ ତଥା ଅନ୍ତରୀକ୍ଷ ବିଭାଗ ସଚିବ ଭାବେ ତାଙ୍କୁ କେନ୍ଦ୍ର ସରକାର ନିଯୁକ୍ତ କରିଛନ୍ତି। ଆସନ୍ତା ୧୪ ତାରିଖରେ ସେ ଇସ୍ରୋର ବର୍ତ୍ତମାନ ଅଧ୍ୟକ୍ଷ ଏସ୍. … Read More

ମୋଦୀଙ୍କୁ ଧନ୍ୟବାଦ ଦେଲେ ପ୍ରଣବ ମୁଖାର୍ଜୀଙ୍କ ଝିଅ ଶର୍ମିଷ୍ଠା

ନୂଆଦିଲ୍ଲୀ: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ଝିଅ ଶର୍ମିଷ୍ଠା ମୁଖାର୍ଜୀ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି। ସୋସିଆଲ ମିଡିଆରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ ଏକ ଫଟୋ ସେୟାର କରି ସେ ପିଏମ ମୋଦୀଙ୍କୁ ପ୍ରଶଂସା କରିବା ସହ କହିଛନ୍ତି ଯେ … Read More

ମୋତେ ଆଉଥରେ ମୁଖ୍ୟମନ୍ତ୍ରୀ ନିବାସରୁ ବାହାର କରାଯାଇଛି : ଅତିଶୀ

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅତିଶୀ ମାର୍ଲେନା ଦାବି କରିଛନ୍ତି ଯେ କେନ୍ଦ୍ରର ବିଜେପି ସରକାର ତାଙ୍କୁ ଆବଣ୍ଟିତ ମୁଖ୍ୟମନ୍ତ୍ରୀଙ୍କ ବାସଭବନର ଆବଣ୍ଟନକୁ ବାତିଲ କରିଛନ୍ତି। ଦିଲ୍ଲୀରେ ଏକ ସାମ୍ବାଦିକ ସମ୍ମିଳନୀର ସେ କହିଛନ୍ତି ଯେ “ଆମ ଘର ଛଡ଼ାଇ ନିଆଯାଉଛି। ନିର୍ବାଚନ … Read More

ନାତିକୁ ନେବା ପାଇଁ ଚାହୁଁଥିଲେ ଅତୁଲଙ୍କ ମା’, ଚର୍ଚ୍ଚାରେ କୋର୍ଟଙ୍କ ‘ଅପରିଚିତ’ ବୟାନ

ପତ୍ନୀଙ୍କ ନିର୍ଯାତନା ସହି ନ ପାରି ଜୀବନ ହାରିଥିବା ଏଆଇ ଇଞ୍ଜିନିୟର ଅତୁଲ ସୁଭାଷଙ୍କ ୪ ବର୍ଷର ପୁଅ ଏବେ କେଉଁଠି, ତା’ର ତଥ୍ୟ ମିଳିଛି। ଅତୁଲଙ୍କ ପତ୍ନୀ ନିକିତା ସିଙ୍ଘାନିଆ ନିଜର ଓକିଲଙ୍କ ମାଧ୍ୟମରେ ସୁପ୍ରିମକୋର୍ଟଙ୍କୁ ୪ ବର୍ଷର ପୁଅର ଠିକଣା … Read More

୭.୧ ତୀବ୍ରତାରେ ଥରିଲା ନେପାଳ, ୯୭ ଜଣଙ୍କର ମୃତ୍ୟୁ, ଉଦ୍ଧାରକାର୍ଯ୍ୟ ଜାରି

ତିବ୍ଦତରେ ହୋଇଥିବା ଶକ୍ତିଶାଳୀ ଭୂକମ୍ପରେ ବଢ଼ୁଛି ମୃତ୍ୟୁସଂଖ୍ୟା। ବିଭିନ୍ନ ସ୍ଥାନରେ ବୃହତ୍ତକାୟ କୋଠା ଭୁଶୁଡ଼ି ପ୍ରାୟ ୯୭ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଏଥିରେ ଏପର୍ଯ୍ୟନ୍ତ ୧୩୦ରୁ ଅଧିକ ଆହତଙ୍କୁ ଉଦ୍ଧାର କରାଯାଇଛି। ବର୍ତ୍ତମାନ ମଧ୍ୟ ଉଦ୍ଧାର କାର୍ଯ୍ୟ ଜାରି ରହିଥିବାରୁ ମୃତାହତଙ୍କ … Read More

ଅମିତ ଶାହଙ୍କୁ ‘ନିର୍ବାଚନୀ ମୁସଲମାନ’ କହି ଫଟୋ ପୋଷ୍ଟ କଲା ଆପ୍

ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଆଜି ବାଜିଛି ବିଗୁଲ। ଫେବୃଆରୀ ୫ରେ ଭୋଟଗ୍ରହଣ ଓ ୮ ତାରିଖରେ ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ। ଅନ୍ୟପଟେ ଦିଲ୍ଲୀରେ ଶାସକ ଆମ୍ ଆଦମୀ ପାର୍ଟି ଓ ବିରୋଧୀ ବିଜେପି ମଧ୍ୟରେ ପୋଷ୍ଟର … Read More

ପ୍ରଶାନ୍ତ କିଶୋର ମେଦାନ୍ତ ହସ୍ପିଟାଲ ଆଇସିୟୁରେ ଭର୍ତ୍ତି

ଜନ ସୁରଜ ପାର୍ଟିର ପ୍ରତିଷ୍ଠାତା ତଥା ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ଓରଫ ପିକେଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଛି। ଏଥିପାଇଁ ଆଜି ତାଙ୍କୁ ପାଟନାରେ ଥିବା ମେଦାନ୍ତ ହସ୍ପିଟାଲ ଆଇସିୟୁରେ ଭର୍ତ୍ତି କରାଯାଇଛି। ନିର୍ବାଚନ ରଣନୀତିଜ୍ଞରୁ ରାଜନେତା ବନିଥିବା ପିକେ ଡିହାଇଡ୍ରେସନ ଓ … Read More

EVMରେ ନାହିଁ କୌଣସି ତ୍ରୁଟି, ପେପର ବାଲଟ ଭୋଟିଂକୁ ECIଙ୍କ ନା

ବିଭିନ୍ନ ନିର୍ବାଚନରେ ଇଭିଏମରେ ହେରଫେର କରାଯାଉଥିବା ଅଭିଯୋଗକୁ ଆଜି ପୁଣିଥରେ ଭାରତୀୟ ନିର୍ବାଚନ କମିଶନ ଅଗ୍ରାହ୍ୟ କରିଛନ୍ତି। ଦିଲ୍ଲୀ ବିଧାନସଭା ନିର୍ବାଚନର ତାରିଖ ଘୋଷଣା କରିବା ବେଳେ ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର କହିଛନ୍ତି ଯେ ଇଭିଏମଗୁଡ଼ିକ ବାରମ୍ବାର ନ୍ୟାୟପାଳିକା … Read More

ଫେବୃଆରୀ ୫ ତାରିଖରେ ଦିଲ୍ଲୀ ବିଧାନସଭା ନିର୍ବାଚନ

ଆସନ୍ତା ଫେବୃଆରୀ ୫ ତାରିଖରେ ଦିଲ୍ଲୀ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ସମସ୍ତ ୭୦ଟି ଯାକ ଆସନରେ ଗୋଟିଏ ପର୍ଯ୍ୟାୟରେ ରାଜଧାନୀବାସୀ ଭୋଟ କରିବେ। ଏହାପରେ ଅର୍ଥାତ ଫେବୃଆରୀ ୮ରେ ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ। ଆଜି ମୁଖ୍ୟ … Read More