ଦୁର୍ଘଟଣାଗ୍ରସ୍ତ ହେଲା ଗାଙ୍ଗୁଲିଙ୍କ ଝିଅଙ୍କ କାର୍, ଧକ୍କା ଦେଲା ବସ୍
କୋଲକାତା: ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ପୂର୍ବତନ ଷ୍ଟାର କ୍ରିକେଟର ସୌରଭ ଗାଙ୍ଗୁଲିଙ୍କ ଝିଅ ସନା ଗାଙ୍ଗୁଲି। କାର୍ ଯୋଗେ ଯାଉଥିବା ବେଳେ ତାଙ୍କ କାରକୁ ଏକ ବସ୍ ଧକ୍କା ଦେଇଥିଲା ବୋଲି ଜଣାପଡ଼ିଛି। ଦୁର୍ଘଟଣା ପରେ ତାଙ୍କ କାରର ଲୁକିଂ ଗ୍ଲାସ୍(କାରର … Read More
