ଆତତାୟୀ ଗୁଳିରେ ଲଶ୍କର ସହପ୍ରତିଷ୍ଠାତା ଆମିର ହାମଜା ଗୁୁରୁତର

ପାକିସ୍ତାନର ଲାହୋରରେ ଆତତାୟୀଙ୍କ ଗୁଳିରେ ଲଶ୍କର-ଏ-ତୋଇବା(ଏଲଇଟି) ଆତଙ୍କବାଦୀ ସଂଗଠନର ସହପ୍ରତିଷ୍ଠାତା ଆମିର ହାମଜା ଗୁରୁତର ଆହତ ହୋଇଛି। ଅଜଣା ଆତତାୟୀ ଆମିରକୁ ଗୁଳି କରିଛନ୍ତି। ଦୁଇଦିନ ତଳେ ଲଶ୍କରର ଅନ୍ୟ ଜଣେ ଟପ୍ ଆତଙ୍କୀ ସୈଫୁଲ୍ଲା ଖଲିଦ ମଧ୍ୟ ଆତତାୟୀ ଗୁଳିରେ … Read More

ଇଡ଼ିର ବୟାନ ବୃଦ୍ଧି କଲା ରାହୁଲ ଓ ସୋନିଆଙ୍କ ସମସ୍ୟା

ନୂଆଦିଲ୍ଲୀ: ନୂଆଦିଲ୍ଲୀର ରାଉଜ୍ ଆଭେନ୍ୟୁ କୋର୍ଟରେ ନ୍ୟାସନାଲ ହେରାଲ୍ଡ ମନି ଲଣ୍ଡରିଂ ମାମଲାର ଶୁଣାଣି ଚାଲିଛି। କୋର୍ଟରେ ଶୁଣାଣି ସମୟରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ( ଇଡି) ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ପାଇଁ ସମସ୍ୟା ସୃଷ୍ଟି କରିଥିବା ଜଣାପଡ଼ିଛି। ବୁଧବାର ଦିନ କୋର୍ଟରେ … Read More

ଆସନ୍ତା ୪୮ ଘଣ୍ଟା ମଧ୍ୟରେ ୧୪ ହଜାର ଶିଶୁ ମୃତ୍ୟୁବରଣ କରିବେ!

ନ୍ୟୁୟର୍କ: ଇସ୍ରାଏଲୀ ସେନା ଗାଜାରେ ଏକ ନୂତନ ବଡ଼ ଧରଣର ସ୍ଥଳ ସାମରିକ ଅଭିଯାନ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛି। ଜାତିସଂଘ ଚେତାବନୀ ଦେଇଛି ଯେ, ଯଦି ଗାଜାର ଯୁଦ୍ଧ ପ୍ରଭାବିତ ଅଞ୍ଚଳକୁ ଅଧିକ ସହାୟତା ପହଞ୍ଚା ନ ଯାଏ, ତେବେ … Read More

ଆସିବ ନୂଆ ୨୦ ଟଙ୍କିଆ ନୋଟ୍

ମୁମ୍ବାଇ: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ)ର ଘୋଷଣା ଅନୁଯାୟୀ ଖୁବ୍ ଶୀଘ୍ର ନୂତନ ୨୦ ଟଙ୍କିଆ ନୋଟ୍ ଜାରି ହେବାକୁ ଯାଉଛି। ତେବେ ଏବେ ପ୍ରଚଳିତ ୨୦ ଟଙ୍କିଆ ନୋଟଗୁଡ଼ିକ ବୈଧ ରହିବ । ଆରବିଆଇ ପକ୍ଷରୁ ମଙ୍ଗଳବାର ଜାରି ସୂଚନା … Read More

ଜ୍ୟୋତି ମଲହୋତ୍ରାଙ୍କ ସମସ୍ତ ଫଟୋକୁ ଘର କାନ୍ଥରୁ ହଟାଇଦେଲେ ପରିବାର ଲୋକେ

ଚଣ୍ଡିଗଡ: ନିଜ ଘରୁ ଜ୍ୟୋତିଙ୍କୁ ଝଟକା । ଘରୁ କଢାଗଲା ଜ୍ୟୋତିଙ୍କ ଫଟୋ । କାନ୍ଥରେ ଲାଗିଥିବା ସବୁ ଫଟୋକୁ ହଟାଇଦେଲେ ପରିବାର ଲୋକେ । ନିଜ ରୁମ ସହ ଘରର ବିଭିନ୍ନ ସ୍ଥାନରେ ଲାଗିଥିବା ଜ୍ୟୋତି ମଲହୋତ୍ରାଙ୍କ ଫଟୋକୁ ହଟାଇ … Read More

ଉତ୍ତରାଖଣ୍ଡ ସରକାରଙ୍କ ବଡ଼ ନିଷ୍ପତ୍ତି; ମଦ୍ରାସା ପାଠ୍ୟକ୍ରମରେ ସାମିଲ ହେବ ଅପରେସନ ‘ସିନ୍ଦୂର’

ନୂଆଦିଲ୍ଲୀ: ଅପରେସନ ‘ସିନ୍ଦୂର’କୁ ନେଇ ଉତ୍ତରାଖଣ୍ଡ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ଏଣିକି ରାଜ୍ୟର ମଦ୍ରାସାଗୁଡ଼ିକର ପାଠ୍ୟକ୍ରମରେ ଅପରେସନ ‘ସିନ୍ଦୂର’କୁ ସାମିଲ କରାଯିବ। ଯେଉଁଥିରେ ଭାରତୀୟ ସେନାର ବୀରତା ଏବଂ ଦେଶ ପ୍ରତି ସମର୍ପଣର ପ୍ରେରଣାଦାୟକ କାହାଣୀ ସାମିଲ ରହିବ। ରାଜ୍ୟର … Read More

୪-୫ ଦିନରେ କେରଳ ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ

ଭୁବନେଶ୍ବର : ଆଉ ୪ରୁ ୫ ଦିନ ଭିତରେ ମୌସୁମୀ ବାୟୁ କେରଳ ଛୁଇଁବା ସମ୍ଭାବନା ରହିଛି । ଏବେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଆଡେ ମୁହାଁଇଛି । ପ୍ରାୟତଃ ଜୁନ୍ ମାସ ପ୍ରାରମ୍ଭରେ ମୌସୁମୀ କେରଳ ଛୁଇଁଥାଏ … Read More

୧୯୬ ଔଷଧ ନମୁନା ଗୁଣବତ୍ତା ପରୀକ୍ଷାରେ ବିଫଳ

ନୂଆଦିଲ୍ଲୀ: କେନ୍ଦ୍ରୀୟ ଔଷଧ ମାନକ ନିୟନ୍ତ୍ରଣ ସଂଗଠନ (ସିଡିଏସସିଓ) ଦ୍ୱାରା କରାଯାଇଥିବା ଏକ ତଦନ୍ତରେ, ଏପ୍ରିଲ ମାସରେ ୧୯୬ଟି ଔଷଧ ନମୁନା ମାନକ ଗୁଣବତ୍ତା ଯୋଗ୍ୟ ନୁହେଁ ବୋଲି ଜଣାପଡିଥିଲା। ଏଥିରେ କେନ୍ଦ୍ରୀୟ ପରୀକ୍ଷାଗାରରେ ୬୦ଟି ଏବଂ ରାଜ୍ୟ ପରୀକ୍ଷାଗାରରେ ୧୩୬ଟି … Read More

ଛୋଟ ଛୋଟ ଡଙ୍ଗା ମାଧ୍ୟମରେ ତାଇଓ୍ବାନରେ ଚୀନର ଅନୁପ୍ରବେଶ ଉଦ୍ୟମ

ତାଇପେଇ: ଚୀନ୍ ଦୀର୍ଘ ଦିନ ଧରି ତାଇୱାନକୁ ତା’ର ବିଶାଳ ନୌସେନା, ବାୟୁସେନା ଏବଂ ସେନା ବ୍ୟବହାର କରି ଭୟଭୀତ କରିବାକୁ ଚେଷ୍ଟା କରିଆସୁଛି । କିନ୍ତୁ ଏବେ ଚୀନର ଆଉ ଏକ ପଦକ୍ଷେପ ତାଇଓ୍ବାନ ପାଇଁ ଚିନ୍ତାର କାରଣ ହୋଇଛି … Read More

ପାକିସ୍ତାନୀ ଗୁପ୍ତଚର ଜ୍ୟୋତି ମଲହୋତ୍ରାଙ୍କ ଠାରୁ ଜବତ ହେଲା ଡାଏରୀ, ଖୋଲିପାରେ ପାକିସ୍ତାନ ଲିଙ୍କର ବଡ଼ ଗୁମର

ନୂଆଦିଲ୍ଲୀ : ଡାଏରୀ ଖୋଲିବ ଗୁପ୍ତଚରଙ୍କ ଗୁମର ? ପାକିସ୍ତାନ ସହ କେବେଠୁ ଲିଙ୍କରେ ଅଛନ୍ତି ଜ୍ୟୋତି ? ପାକିସ୍ତାନକୁ ସେ କେତେ ଥର ଯାଇଛନ୍ତି ? କାହା କାହା ସହ ମିଶନ୍ତି ଏବଂ କେଉଁଠି କେଉଁଠି ରୁହନ୍ତି ? ପାକିସ୍ତାନକୁ … Read More