ଭାରତ ଧର୍ମଶାଳା ନୁହେଁ, ସମସ୍ତଙ୍କୁ ଏଠାରେ ଆଶ୍ରୟ କାହିଁକି ଦିଆଯିବ : ସୁପ୍ରିମକୋର୍ଟ

ନୂଆଦିଲ୍ଲୀ : ଶରଣାର୍ଥୀଙ୍କ ପ୍ରସଙ୍ଗରେ କଠୋର ଆଭିମୁଖ୍ୟ ଗ୍ରହଣ କରି ସୁପ୍ରିମକୋର୍ଟ ସୋମବାର କହିଛନ୍ତି ଯେ ଭାରତ ଧର୍ମଶାଳା ନୁହେଁ। ସାରା ବିଶ୍ୱରୁ ଆସୁଥିବା ଲୋକଙ୍କୁ ଆଶ୍ରୟ ଦେବାର କୌଣସି ଯଥାର୍ଥତା ନାହିଁ। ଭାରତ ସବୁ ଲୋକଙ୍କୁ କାହିଁକି ଆଶ୍ରୟ ଦେବ… … Read More

ୟୁକୋ ବ୍ୟାଙ୍କର ପୂର୍ବତନ ସିଏମଡି ଗିରଫ, ୬୨୧୦ କୋଟିର ଋଣ ଦୁର୍ନୀତି ଅଭିଯୋଗ

ନୂଆଦିଲ୍ଲୀ : ରାଷ୍ଟ୍ରାୟତ୍ତ ବ୍ୟାଙ୍କ ୟୁକୋ ବ୍ୟାଙ୍କରେ ଏକ ବଡ଼ ଧରଣର ଋଣ ଦୁର୍ନୀତିର ପର୍ଦ୍ଦାଫାଶ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) । ଏହି ମାମଲାରେ ଦିଲ୍ଲୀରୁ କୋଲକାତା ପର୍ଯ୍ୟନ୍ତ ଇଡି ଏକ ବଡ଼ ଧରଣର ଚଢଉ କରିଛି । ଏହା … Read More

ଲସ୍କର-ଏ-ତୋଏବାର ହେଡକ୍ବାର୍ଟରରେ ଟ୍ରେନିଂ ନେଇଥିଲେ ଜ୍ୟୋତି, ଆତଙ୍କୀ ଆଡ୍ଡାରେ ରହିଥିଲେ ୧୪ ଦିନ !

ନୂଆଦିଲ୍ଲୀ: ଆତଙ୍କୀ ଶିବିରରେ ଥିଲେ ପାକିସ୍ତାନୀ ଗୁପ୍ତଚର ଦିନେ କି ଦୁଇ ଦିନ ନୁହେଁ ଦୀର୍ଘ ୧୪ ଦିନ ଧରି ସେଠାରେ ରହିଥିଲେ ଆଉ ଆତଙ୍କୀ ଆଡ୍ଡାରେ ତାଲିମ ନେଉଥିଲେ । ପାକିସ୍ତାନର ମୁରିଦକେ ସହର ଯାହାକୁ ଲସ୍କର-ଏ-ତୋଏବାର ହେଡକ୍ବାର୍ଟର କୁହାଯାଏ … Read More

ପହଲଗାମ୍ ଆତଙ୍କୀ ହମଲା: ନିରୀହ ପର୍ଯ୍ୟଟକଙ୍କୁ ଦୋଷ ଦେଇଥିଲେ ଜ୍ୟୋତି

ନୂଆଦିଲ୍ଲୀ: ପହଲଗାମ୍ ଆତଙ୍କୀ ହମଲା ନେଇ ଯେତେବେଳେ ସାରା ବିଶ୍ବ ଆତଙ୍କବାଦୀଙ୍କୁ ଏ ଘୃଣ୍ୟ କାମକୁ ନିନ୍ଦା କରୁଥିଲା ଆଉ ପାକିସ୍ତାନ ବିରୋଧରେ ସ୍ବର ତେଜୁଥିଲା ଠିକ୍ ସେତେବେଳେ ଭାରତରେ ରହି ଜଣେ ଭାରତୀୟ ହୋଇ ପହଲଗାମ୍ ହମଲାରେ ଆତଙ୍କୀଙ୍କୁ ନୁହେଁ … Read More

ସବୁ ବିଚାରପତି ପୂର୍ଣ୍ଣକାଳୀନ ପେନସନ ପାଇବାକୁ ହକଦାର : ସୁପ୍ରିମ କୋର୍ଟ

ନୂଆଦିଲ୍ଲୀ: ଅତିରିକ୍ତ ବିଚାରପତି ଭାବରେ ଅବସର ନେଇଥିବା ବ୍ୟକ୍ତିଙ୍କ ସମେତ ସମସ୍ତ ହାଇକୋର୍ଟ ବିଚାରପତି ପୂର୍ଣ୍ଣ ପେନସନ ପାଇବାକୁ ହକଦାର। ଜଣେ ବିଚାରପତି ଜିଲା ନ୍ୟାୟାଳୟରୁ ପଦୋନ୍ନତି ପାଇଛନ୍ତି କି ବାରରୁ ଉନ୍ନୀତ ହୋଇଛନ୍ତି ତାହା ଉପରେ କୌଣସି ପାର୍ଥକ୍ୟ କରାଯାଇପାରିବ … Read More

କାର୍‌ ଭିତରେ ଶ୍ଵାସରୁଦ୍ଧ ହୋଇ ୪ ଶିଶୁ ମୃତ

ବିଜୟନଗରମ୍ : ଆନ୍ଧ୍ରପ୍ରଦେଶ ବିଜୟନଗରମ୍ ଦ୍ଵାରପୁଡି ଗାଁରେ ଅଘଟଣ। ଏକ କାର୍ ଭିତରେ ଶ୍ଵାସରୁଦ୍ଧ ହୋଇ ୪ ଜଣ ପିଲାଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଜଣେ ପୁଅ ଏବଂ ୩ ଜଣ ଝିଅ ଥିବା ଜଣାପଡିଛି। ମିଳିଥିବା ସୂଚନା ଅନୁଯାୟୀ, … Read More

ଭାରତର ଆକ୍ରମଣରେ ନଷ୍ଟ ହୋଇଥିବା ଆତଙ୍କବାଦୀ ଆଡ୍ଡାକୁ ପୁଣି ନିର୍ମାଣ କରିବାକୁ ଚେଷ୍ଟା କରୁଛି ପାକିସ୍ତାନ

ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ‘ଅପରେସନ୍ ସିନ୍ଦୂର’କୁ ଆଧାର କରି ଭାରତ ନଅଟି ଆତଙ୍କବାଦୀ ଆଡ୍ଡାକୁ ଟାର୍ଗେଟ କରିଥିଲା। ପାକିସ୍ତାନକୁ କଡ଼ା ଜବାବ ଦେଇ ନଅଟି ଆତଙ୍କବାଦୀ ଆଡ୍ଡାକୁ ସମ୍ପୂର୍ଣ୍ଣ ଭାବେ ଧ୍ୱଂସ କରି ଦେଇଥିଲା ଭାରତ। ଭାରତର ଏହି … Read More

ପାକିସ୍ତାନ ଆଗରେ ୧୧ଟି ସର୍ତ୍ତ ରଖିଲା IMF

ନ୍ୟୁୟର୍କ: ଆନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମଏଫ) ପାକିସ୍ତାନ ଉପରେ ଏହାର ରିଲିଫ୍ କାର୍ଯ୍ୟକ୍ରମର ପରବର୍ତ୍ତୀ ପର୍ଯ୍ୟାୟ ଜାରି କରିବା ପାଇଁ ୧୧ଟି ନୂତନ ସର୍ତ୍ତ ଲାଗୁ କରିଛି। ଏହା ସହିତ, ଆଇଏମଏଫ ପାକିସ୍ତାନକୁ ଚେତାବନୀ ଦେଇଛି ଯେ ଭାରତ ସହିତ ଉତ୍ତେଜନା … Read More

୨୭୩ ଡ୍ରୋନ ସହ ୟୁକ୍ରେନ ଉପରେ ରୁଷର ଆକ୍ରମଣ

କିବ୍: ରବିବାର ପ୍ରତ୍ୟୁଷରେ ରୁଷ ୟୁକ୍ରେନ ଉପରେ ଏପର୍ଯ୍ୟନ୍ତର ସବୁଠାରୁ ବଡ଼ ଏବଂ ଆକ୍ରମଣାତ୍ମକ ଡ୍ରୋନ୍ ଆକ୍ରମଣ କରିଛି। ଏହି ଆକ୍ରମଣ ଡ୍ନିପ୍ରୋପେଟ୍ରୋଭସ୍କ ଏବଂ ଡୋନେସ୍କ ଅଞ୍ଚଳକୁ ଦୋହଲାଇ ଦେଇଥିଲା। ଏହି ଆକ୍ରମଣ ୟୁକ୍ରେନର ପ୍ରତିରକ୍ଷା ବ୍ୟବସ୍ଥା ପାଇଁ ସମସ୍ୟା ସୃଷ୍ଟି … Read More

ଅପରେସନ ସିନ୍ଦୂର ପାକିସ୍ତାନ ପାଇଁ ଏକ ଶିକ୍ଷା ଥିଲା : ଭାରତୀୟ ସେନା

ନୂଆଦିଲ୍ଲୀ: ଭାରତୀୟ ସେନା ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଅପରେସନ ସିନ୍ଦୂର ସହିତ ଜଡିତ ଆଉ ଏକ ନୂଆ ଭିଡିଓ ସେୟାର କରିଛି। ଏହି ଭିଡିଓରେ ସେନାର ସୈନିକମାନେ ଆତଙ୍କବାଦୀ ଆଡ୍ଡାଗୁଡ଼ିକୁ ସମ୍ପୂର୍ଣ୍ଣ ଧ୍ୱଂସ କରୁଥିବାର ଦେଖିବାକୁ ମିଳୁଛି। ଭାରତୀୟ ସେନା … Read More