କର୍ଣ୍ଣେଲ ସୋଫିୟା କୁରେଶିଙ୍କୁ ନେଇ ବିବାଦୀୟ ବୟାନ, ବିଜେପି ମନ୍ତ୍ରୀଙ୍କ ବିରୋଧରେ କୋର୍ଟଙ୍କ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ: କର୍ଣ୍ଣେଲ ସୋଫିୟା କୁରେଶିଙ୍କ ମାମଲାରେ ଜବଲପୁର କୋର୍ଟ ମଧ୍ୟପ୍ରଦେଶର ମନ୍ତ୍ରୀ ବିଜୟ ଶାହଙ୍କ ବିରୁଦ୍ଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ତାଙ୍କର ଏକ ବିବାଦୀୟ ବୟାନକୁ ନେଇ କୋର୍ଟ ସରକାରଙ୍କୁ ୪ ଘଣ୍ଟା ମଧ୍ୟରେ ଏଫଆଇଆର ଦାୟର କରି ରିପୋର୍ଟ … Read More

ବାତ୍ୟା ଖବରକୁ ଖଣ୍ଡନ କଲା ପାଣିପାଗ ବିଭାଗ

ଭୁବନେଶ୍ଵର: ବାତ୍ୟା ଖବରକୁ ଖଣ୍ଡନ କରିଛି ଭାରତୀୟ ପାଣିପାଗ ବିଭାଗ(ଆଇଏମଡି)। ଏବେ ବାତ୍ୟାର ସୂଚନା ନଥିବା ବିଭାଗ ସ୍ପଷ୍ଟ କରିଛି। ମେ’ ୨୩ରୁ ୨୮ ମଧ୍ୟରେ ‘ବାତ୍ୟା ଶକ୍ତି’ ହେବା ନେଇ କେତେକ ଗଣମାଧ୍ୟମରେ ପ୍ରସାରିତ ଖବରକୁ ଆଇଏମଡି ଦୃଢ ଭାବରେ … Read More

ରୁଷ୍‌ରୁ ଅଧିକ ଏସ୍‌-୪୦୦ କିଣିବ ଭାରତ

ନୂଆଦିଲ୍ଲୀ : ପାକିସ୍ତାନ ବିରୋଧରେ ଭାରତର ସାମରିକ କାର୍ଯ୍ୟାନୁଷ୍ଠାନ ‘ଅପରେସନ ସିନ୍ଦୂର’ରେ ଏସ୍‌-୪୦୦ର ସଫଳ ପ୍ରଦର୍ଶନ ପରେ ଭାରତ ଆକାଶ ପ୍ରତିରକ୍ଷାକୁ ସୁଦୃଢ଼ ​​କରିବା ପାଇଁ ଋଷଠାରୁ ଅଧିକ ଏସ୍‌-୪୦୦ କିଣିବାକୁ ଅନୁରୋଧ କରିଥିବା ଜଣାପଡ଼ିଛି। ପାକିସ୍ତାନୀ କ୍ଷେପଣାସ୍ତ୍ର ଓ ଡ୍ରୋନ୍‌କୁ … Read More

ବିଏସ୍‌ଏଫ୍‌ ଯବାନଙ୍କୁ ଭାରତକୁ ହସ୍ତାନ୍ତର କଲା ପାକିସ୍ତାନ, ୩ ସପ୍ତାହ ହେଲା ଅଟକ ରଖିଥିଲା

ନୂଆଦିଲ୍ଲୀ: ଭାରତ ଫେରିଲେ ପାକିସ୍ତାନରେ ଅଟକ ଥିବା ବିଏସ୍‌ଏଫ୍‌ ଯବାନ। ବିଏସଏଫ କନଷ୍ଟେବଳ ପୂର୍ଣ୍ଣମ ଶ’ଙ୍କୁ ପ୍ରାୟ ୩ ସପ୍ତାହ ପରେ ଛାଡ଼ିଲା ପାକିସ୍ତାନ। ଭୁଲ୍‌ବଶତଃ ସୀମା ପାର୍‌ କରିଥିବାରୁ ପାକିସ୍ତାନ ତାଙ୍କୁ ଅଟକ ରଖିଥିଲା। ଏପ୍ରିଲ ୨୩ ତାରିଖରେ ପଞ୍ଜାବର … Read More

ରାଷ୍ଟ୍ରପତିଙ୍କୁ ଭେଟିଲେ ୩ସେନା ମୁଖ୍ୟ

ଅପରେସନ ସିନ୍ଦୂର ପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି ୩ସେନାର ମୁଖ୍ୟ । ବୁଧବାର ପ୍ରତିରକ୍ଷା ମୁଖ୍ୟ ଜେନେରାଲ ଅନିଲ ଚୌହାନ, ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ, ବାୟୁସେନା ମୁଖ୍ୟ ଏ.ପି ସିଂହ ଏବଂ ନୌସେନା ମୁଖ୍ୟ ଆଡମିରାଲ ଦିନେଶ … Read More

୧୭ ଦିନ ମଧ୍ୟରେ ଭାରତ ପୁଣି ଆକ୍ରମଣ କରିବ: ପାକିସ୍ତାନୀ ନେତାଙ୍କ ଭବିଷ୍ୟବାଣୀ

ଇସଲାମାବାଦ: ଅପରେସନ ସିନ୍ଦୁର ପରେ ଭାରତ ପାକିସ୍ତାନର ଆକ୍ରମଣର କଡ଼ା ଜବାବ ଦେଇଛି । ପାକିସ୍ତାନ ସେହି ଯନ୍ତ୍ରଣାକୁ ଭୁଲି ପାରୁନାହିଁ। ଏପରିସ୍ଥଳେ ପାକିସ୍ତାନୀ ନେତାମାନେ ଭାରତ ପୁଣି ଆକ୍ରମଣ କରିବ ବୋଲି ଭୟ କରିବା ଆରମ୍ଭ କରିଛନ୍ତି। ଯୁଦ୍ଧବିରତି ପରେ … Read More

ଚୀନ ପରେ ତୁର୍କୀ ଉପରେ ଭାରତର ଡିଜିଟାଲ୍‌ ଷ୍ଟ୍ରାଇକ୍‌

ନୂଆଦିଲ୍ଲୀ: ଚୀନ ପରେ ଏବେ ତୁର୍କୀ ଉପରେ ଡିଜିଟାଲ୍‌ ଷ୍ଟ୍ରାଇକ୍‌ କରିଛି ଭାରତ। ଭାରତର ‘ଅପରେସନ୍‌ ସିନ୍ଦୂର’କୁ ଭୁଲ୍‌ ଭାବେ ଚିତ୍ରଣ କରୁଥିବା ଚୀନର ଗଣମାଧ୍ୟମ ସଂସ୍ଥା ‘ଗ୍ଲୋବାଲ୍ ଟାଇମ୍ସ’ର ଏକ୍ସ ଆଉଉଣ୍ଟ୍‌କୁ ଭାରତରେ ବନ୍ଦ୍‌ କରିବା ପରେ ଏବେ ତୁର୍କୀର … Read More

ଶପଥ ନେଲେ ପ୍ରଧାନ ବିଚାରପତି ଜଷ୍ଟିସ୍‍ ବି.ଆର. ଗବାଇ

ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ଆଜି ଶପଥ ଗ୍ରହଣ କରିଛନ୍ତି ଜଷ୍ଟିସ୍‍ ଭୂଷଣ ରାମକୃଷ୍ଣ ଗବାଇ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଶପଥ ପାଠ କରାଇଛନ୍ତି । ଦେଶର ୫୨ତମ ପ୍ରଧାନ ବିଚାରପତି ହୋଇଛନ୍ତି ଜଷ୍ଟିସ୍‍ ବି.ଆର . ଗବାଇ … Read More

କାଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ତତାକୁ ଗ୍ରହଣ କରିବ ନାହିଁ ଭାରତ: ପିଓକେ ଭାରତର, ତୁରନ୍ତ ଖାଲିକରୁ ପାକିସ୍ତାନ

ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀର ସହିତ ଜଡ଼ିତ ଯେକୌଣସି ପ୍ରସଙ୍ଗ ଦ୍ୱିପାକ୍ଷିକ। କାଶ୍ମୀରକୁ ନେଇ ମଧ୍ୟସ୍ତତା କରାଯିବ ନାହିଁ। ପାକିସ୍ତାନ ଅଧିକୃତ କାଶ୍ମୀର(ପିଓକେ)କୁ ପାକିସ୍ତାନ ଖାଲିକରୁ। କାଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ତତାକୁ ଭାରତ ଗ୍ରହଣ କରିବ ନାହିଁ। ଆମର ଏକ ଦୀର୍ଘକାଳୀନ ନୀତି ଅଛି। ସେହି … Read More

ପଞ୍ଜାବ ଅମୃତସରରେ ବିଷାକ୍ତ ମଦ ପିଇ ୧୪ ମୃତ, ୬ ଗୁରୁତର

ପଞ୍ଜାବ ଅମୃତସରରେ ବିଷାକ୍ତ ମଦ ପିଇ ୧୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୬ ଜଣଙ୍କର ଅବସ୍ଥା ଗୁରୁତର ରହିଛି । ଏହି ଘଟଣା ମଜୀଠାର ମଡଇ ଗାଁ ଓ ଭାଗଲୀ ଗାଁରେ ଘଟିଛି । ସୂଚନା ପାଇବା ପରେ ପୋଲିସ … Read More