ବେଦାନ୍ତ ପାୱାର ପ୍ଲାଣ୍ଟରେ ବିସ୍ଫୋରଣ : ୧୦ ଶ୍ରମିକ ମୃତ
ଛତିଶଗଡ଼ : ବେଦାନ୍ତ ପାୱାର ପ୍ଲାଣ୍ଟରେ ଆଜି ବିସ୍ଫୋରଣ ଘଟି ୧୦ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାଯାଇଛି । ଛତିଶଗଡ଼ର ସକ୍ତି ଜିଲ୍ଲାରେ ଥିବା ବେଦାନ୍ତ ଲିମିଟେଡର ଏକ ପାୱାର ପ୍ଲାଣ୍ଟରେ ଆଜି ମଙ୍ଗଳବାର ଦ୍ୱିପ୍ରହର ପ୍ରାୟ ୨ଟା ସମୟରେ ଏକ ବଡ଼ … Read More
