ଖୁବଶୀଘ୍ର ଇସ୍ତଫା ଦେଇପାରନ୍ତି କାନାଡା ପ୍ରଧାନମନ୍ତ୍ରୀ ଟ୍ରୁଡୋ

ନୂଆଦିଲ୍ଲୀ : କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିସ ଟ୍ରୁଡୋ ଖୁବଶୀଘ୍ର ଇସ୍ତଫା ଦେଇପାରନ୍ତି। ଏ ନେଇ ଅନ୍ତର୍ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି। ପ୍ରଧାନମନ୍ତ୍ରୀ ପଦ ସମେତ ଲିବେରାଲ ପାର୍ଟି ନେତା ପଦବୀରୁ ସେ ଇସ୍ତଫା ଦେବାର ସମ୍ଭାବନା ରହିଛି। ପ୍ରାୟ ଦେଢ଼ ମାସ … Read More

ମହାକୁମ୍ଭରେ ଆକର୍ଷଣ ସାଜିଛନ୍ତି ୩ଫୁଟ୍ ୮ଇଞ୍ଚ୍ ର ଛୋଟୁ ବାବା, ୩୨ବର୍ଷ ହେବ ନ ଗାଧୋଇ ଚର୍ଚ୍ଚାରେ

ଉତ୍ତରପ୍ରଦେଶ 06/01 : ଉତ୍ତରପ୍ରଦେଶ ପ୍ରୟାଗରାଜରେ ଆରମ୍ଭ ହେବ ମହାକୁମ୍ଭ ମେଳା। ଏଥିପାଇଁ ନାଗା ସାଧୁଙ୍କ ଆସିବା ଆରମ୍ଭ ହୋଇଗଲାଣି। ଚଳିତ ମହାକୁମ୍ଭରେ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି ଗଙ୍ଗାପୁରୀ ମହାରାଜ ଅର୍ଥାତ୍ ଛୋଟୁ ବାବା। ସେ ସେ ଦିନେ ନୁହେଁ, କି … Read More

ଡରାଇଲା ଚାଇନା ଭାଇରସ: ୩ ଆକ୍ରାନ୍ତ ଚିହ୍ନଟ ପରେ ମାସ୍କ ପିନ୍ଧିବାକୁ ପରାମର୍ଶ, ମାର୍ଗଦର୍ଶିକା ଜାରି

ନୂଆଦିଲ୍ଲୀ : ଭାରତକୁ ପୁଣି ଡରାଇବା ଆରମ୍ଭ କରିଛି ଚାଇନାରେ ଆତଙ୍କ ଖେଳାଇଥିବା ଏଚଏମପିଭି ଭାଇରସ। କରୋନା ଭଳି ଶ୍ୱାସକ୍ରିୟାରେ ସମସ୍ୟା ସୃଷ୍ଟି କରୁଥିବା ଏହି ଭାଇରସରେ ଭାରତରୁ ୩ ଜଣ ଚିହ୍ନଟ ହୋଇସାରିଲେଣି। ବେଙ୍ଗାଲୁରୁରେ ୨ ଜଣ ନବଜାତକଙ୍କ ନମୁନାରୁ … Read More

ଆଇଇଡି ଲଗାଇ ସୁରକ୍ଷାକର୍ମୀଙ୍କ ଗାଡ଼ିକୁ ଉଡ଼ାଇ ଦେଲେ ନକ୍ସଲ: ୮ ଯବାନ ସହିଦ, ଡ୍ରାଇଭର ମୃତ

ରାୟପୁର : ଛତିଶଗଡ଼ର ବିଜାପୁରରେ ଭୟଙ୍କର ବିସ୍ଫୋରଣ କରିଛନ୍ତି ନକ୍ସଲ। ଅପରେସନରୁ ଫେରୁଥିବା ସୁରକ୍ଷାକର୍ମୀଙ୍କ ସ୍କର୍ପିଓକୁ ସେମାନେ ଆଇଇଡି ବିସ୍ଫୋରଣ ଦ୍ୱାରା ଉଡ଼ାଇ ଦେଇଛନ୍ତି। ଏଥିରେ ୮ ଜଣ ଯବାନ ସହିଦ ହୋଇଥିବା ବେଳେ ଗାଡ଼ି ଡ୍ରାଇଭର ବି ପ୍ରାଣ ହରାଇଛନ୍ତି। … Read More

କଂଗ୍ରେସର ‘ପ୍ରିୟ ଦିଦି ଯୋଜନା’: ପ୍ରତି ମହିଳାଙ୍କୁ ଦେବ ୨,୫୦୦ ଟଙ୍କା

ନୂଆଦିଲ୍ଲୀ : ଦିଲ୍ଲୀରେ ଦୀର୍ଘ ବର୍ଷ ହେଲା କ୍ଷମତାରୁ ବାହାରେ ଥିବା କଂଗ୍ରେସ ଏଥର ମହିଳା ଭୋଟରଙ୍କୁ ନିଜ ଆଡ଼କୁ ଆଣିବା ପାଇଁ ଚେଷ୍ଟା କରିଛି। ଏଥିପାଇଁ ଦଳ ପକ୍ଷରୁ ମହିଳାମାନଙ୍କ ପାଇଁ ପ୍ରିୟ ଦିଦି ଯୋଜନା ଲାଗୁ ହେବ ବୋଲି … Read More

ରାଗିଗଲେ ରାଜ୍ୟପାଳ, ବିଧାନସଭା ଗୃହ ଛାଡ଼ି ପଳାଇଲେ

ଚେନ୍ନାଇ : ରାଗିଗଲେ ରାଜ୍ୟପାଳ। ରାଗରେ ତମତମ ହୋଇ ବିଧାନସଭାକୁ ସମ୍ବୋଧିତ କରିବାକୁ ମନା କଲେ। ଏପରିକି ଗୃହ ଛାଡ଼ି ମଧ୍ୟ ପଳାଇଲେ। ତାମିଲନାଡୁ ବିଧାନସଭାରେ ଦେଖିବାକୁ ମିଳିଛି ଏଭଳି କିଛି ହାଇ ଭୋଲଟେଜ ଡ୍ରାମା। ବିଧାନସଭା ଅଧିବେଶନରେ ଜାତୀୟ ସଙ୍ଗୀତକୁ … Read More

ଭାରତରେ ପ୍ରବେଶ କଲା ଏଚଏମପିଭି

ବେଙ୍ଗାଲୁରୁ : ଭାରତକୁ ବ୍ୟାପିଲା HMPV। ଭାରତରୁ ଚିହ୍ନଟ ହେଲେ ଦୁଇ ହ୍ୟୁମାନ୍ ମେଟାନିମୋ ଭାଇରସ୍- HMPV ଆକ୍ରାନ୍ତ । ରୁଟିନ୍ ସର୍ଭିଲାନ୍ସ ବେଳେ ବେଙ୍ଗାଲୁରୁରେ ୨ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ସ୍ପଷ୍ଟ କରିଛି ଆଇସିଏମଆର। ପୂର୍ବରୁ ଜଣେ ୮ … Read More

ଘର ଭିତରେ ଶ୍ୱାସରୁଦ୍ଧ ହୋଇ ୫ ମୃତ

ଶ୍ରୀନଗର : ବନ୍ଦ ଘରୁ ମିଳିଲା ୫ ଜଣଙ୍କ ମୃତଦେହ। ଶୋଇଥିବା ଅବସ୍ଥାରେ ଶ୍ୱାସରୁଦ୍ଧ ହୋଇ ଆଖିବୁଜିଲେ ଗୋଟିଏ ପରିବାରର ୫ ଜଣ। ଜମ୍ମୁ-କଶ୍ମୀରର ରାଜଧାନୀ ଶ୍ରୀନଗରେ ଘଟିଛି ଏଭଳି କିଛି ହୃଦୟ ବିଦାରକ ଘଟଣା। ସୂଚନା ଅନୁଯାୟୀ, ଶ୍ରୀନଗରର ପନ୍ଦ୍ରେଥନ … Read More

ଏଣିକି ଅବିବାହିତ ପ୍ରେମୀ ଯୁଗଳଙ୍କ ଓୟୋ ମନା

ଲକ୍ଷ୍ନୌ: ନୂଆବର୍ଷରେ ନୂଆ ନିୟମ ଆଣିଲା ଓୟୋ । ଏଣିକି ଅବିବାହିତ ଯୋଡ଼ିଙ୍କୁ ଓୟୋ ମନା । ଓୟୋରେ କେବଳ ଆଇନ ସମ୍ମତ ଦମ୍ପତିଙ୍କୁ ମିଳିବ ଅନୁମତି । ଗ୍ରାଉଣ୍ଡରୁ ମିଳିଥିବା ରିପୋର୍ଟ ଆଧାରରେ ଓୟୋ ଏପରି ନିଷ୍ପତ୍ତି ନେଇଛି । … Read More

ବିଜେପି ନେତାଙ୍କ ବିବାଦୀୟ ବୟାନ: କହିଲେ- ପ୍ରିୟଙ୍କାଙ୍କ ଗାଲ ଭଳି ରାସ୍ତା କରିଦେବି

ଦେଶର ରାଜଧାନୀ ଦିଲ୍ଲୀ ବିଧାନସଭା ନିର୍ବାଚନକୁ ନେଇ ଜାତୀୟ ରାଜନୀତି ସରଗରମ। ଏହାରି ଭିତରେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧି ଭଦ୍ରାଙ୍କୁ ନେଇ ଆପତ୍ତିଜନକ ବୟାନ ଦେଇ ବିବାଦରେ ବିଜେପି ନେତା ରମେଶ ବିଧୁଡ଼ି। ଦିଲ୍ଲୀର କାଲକାଜୀ ଆସନରେ ବିଜେପିରୁ ପ୍ରାର୍ଥୀ ହୋଇଥିବା … Read More