ଯୁଦ୍ଧ ପୂର୍ବରୁ ରାୱଲପିଣ୍ଡିରେ ଜରୁରୀକାଳୀନ ପରିସ୍ଥିତି

ଇସଲାମାବାଦ: ପହଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ନେବା ପାଇଁ ଭାରତ ପ୍ରସ୍ତୁତି ଆରମ୍ଭ କରିଛି। ଭାରତ ପ୍ରଥମେ ପାକିସ୍ତାନକୁ ହାତରେ ନମାରି ଭାତରେ ମାରିବାକୁ ଯୋଜନା କରିଛି। ଏନେଇ ଭାରତ ପକ୍ଷରୁ ଜମ୍ମୁ-କଶ୍ମୀରରେ ବଗଲିହାର ଏବଂ ସିୟାଲ ଡ୍ୟାମ୍‌ର ଗେଟ୍ ବନ୍ଦ … Read More

ପାକିସ୍ତାନ ସେନା ଗାଡ଼ି ଉଡ଼ାଇଲା ବିଏଲଏ, ୧୦ ମୃତ

କ୍ବେଟା: ଗୋଟିଏ ପଟେ ପାକିସ୍ତାନ ଭାରତର ସମ୍ଭାବ୍ୟ ଆକ୍ରମଣକୁ ନେଇ ଆଶଙ୍କିତ ଥିବାବେଳେ ଅନ୍ୟପଟେ ବଲୋଚ ବିଦ୍ରୋହୀମାନେ ପାକିସ୍ତାନ ସେନା ଉପରେ ଏକ ବଡ଼ ଆକ୍ରମଣ କରିଛନ୍ତି । ବିଏଲଏ ପକ୍ଷରୁ କ୍ୱେଟାର ମାର୍ଗତ ଅଞ୍ଚଳରେ ପାକ ସୈନିକ ଥିବା ଏକ … Read More

ଇତିହାସରେ ପ୍ରଥମ, ସାବରୀମାଳା ମନ୍ଦିର ଯିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମେ’ ୧୯ ତାରିଖରେ କେରଳର ସାବରୀମାଳା ମନ୍ଦିରରେ ଭଗବାନ ଆୟପ୍ପାଙ୍କୁ ଦର୍ଶନ ଓ ପୂଜାର୍ଚ୍ଚନା କରିବେ। ଦେଶର ଇତିହାସରେ ସେ ହେଉଛନ୍ତି ପ୍ରଥମ ରାଷ୍ଟ୍ରପତି, ଯିଏ ସାବରୀମାଳା ମନ୍ଦିର ଯିବେ। ମନ୍ଦିର ପରିଚାଳନା ସଂସ୍ଥା ତ୍ରାଭଣକୋର … Read More

ସିବିଆଇ ନିର୍ଦ୍ଦେଶକ ନିଯୁକ୍ତି ପାଇଁ ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟରେ ପହଞ୍ଚିଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ: କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)ର ପରବର୍ତ୍ତୀ ନିର୍ଦ୍ଦେଶକଙ୍କ ନିଯୁକ୍ତି ପାଇଁ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ପହଞ୍ଚିଛନ୍ତି ଲୋକସଭା ବିରୋଧୀ ଦଳ ନେତା ତଥା କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ। ନିଯୁକ୍ତି ନେଇ ବୈଠକ ଆରମ୍ଭ ହୋଇଛି। ତିନି ଜଣିଆ ନିଯୁକ୍ତି କମିଟିର … Read More

ମୁର୍ସିଦାବାଦ ହିଂସା ପାଇଁ ବିଏସଏଫ ଓ ବିଜେପିକୁ ଦାୟୀ କଲେ ମମତା

ଓ୍ବାକଫ୍ ଆଇନକୁ ନେଇ ପଶ୍ଚିମବଙ୍ଗର ମୁର୍ସିଦାବାଦରେ ବ୍ୟାପକ ହିଂସାକାଣ୍ଡ ଘଟିଥିଲା। ଏଥିପାଇଁ ରାଜ୍ୟ ସରକାରଙ୍କୁ ଦାୟୀ କରି ରାଜ୍ୟରେ ରାଷ୍ଟ୍ରପତି ଶାସନ ଲାଗୁ କରିବାକୁ ରାଜ୍ୟପାଳ ସିଭି ଆନନ୍ଦ ବୋ​‌ଷ ରିପୋର୍ଟ ଦେଇଛନ୍ତି। ତେବେ ଏହାକୁ ନେଇ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି … Read More

ପାକିସ୍ତାନରେ ହେବ ଆବର୍ଜନାର ବନ୍ୟା!

ଜମ୍ମୁକଶ୍ମୀର: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ପାକିସ୍ତାନକୁ ଚାରିପାଖରୁ ଘେରିଯିବାକୁ ପ୍ରସ୍ତୁତି ଜୋରସୋର କରିଛି। ସିନ୍ଧୁ ଜଳ ଚୁକ୍ତିନାମା ସ୍ଥଗିତ ରଖିବା ପରେ ଭାରତସରକାର ପାକିସ୍ତାନରେ ଚେନାବ ନଦୀର ପାଣିକୁ ବନ୍ଦ କରିଦେଇଛନ୍ତି। ଜମ୍ମୁ କାଶ୍ମୀର ରାମବନ ଅଞ୍ଚଳରେ ଥିବା … Read More

ଭାରତର କୂଟନୈତିକ ଚାପ: ପରମାଣୁ ବୋମା ଧମକ ଦେଉଛି ପାକିସ୍ତାନ

ନୂଆଦିଲ୍ଲୀ: ଦୋଷ ଦୁର୍ବଳତା ଲୁଚାଇବାକୁ ମତିଗତି ଭୁଲି ଗଲାଣି ପାକିସ୍ତାନ । ପହଲଗାମ ଆତଙ୍କୀ ଆକ୍ରମଣ ପରେ ପାକିସ୍ତାନ ଉପରେ ଗୋଟିଏ ପରେ ଗୋଟିଏ କୂଟନୈତିକ ଚାପ ପକାଉଛି ଭାରତ । ସିନ୍ଧୁ ନଦୀ ଜଳଚୁକ୍ତି ରଦ୍ଦ କରିବା ସହ ସମସ୍ତ … Read More

ବିଏସଏଫରେ ଯୋଡ଼ିହେବ ୧୬ ନୂଆ ବାଟାଲିଅନ, ସୃଷ୍ଟି ହେବ ୧୭ ହଜାର ପଦବୀ

ସୀମା ସୁରକ୍ଷା ବଳ (ବିଏସଏଫ)ରେ ଯୋଡ଼ି ହେବ ୧୬ ନୂଆ ବାଟାଲିଅନ। ଏଥିପାଇଁ ସୃଷ୍ଟି ହେବ ୧୭ ହଜାର ନୂଆ ପଦବୀ। ପାକିସ୍ତାନ ଏବଂ ବାଂଲାଦେଶ ପଟୁ ଭାରତ ପ୍ରତି ଅଧିକ ବିପଦ ସୃଷ୍ଟି ହେଉଥିବାରୁ ବିଏସଏଫ ପକ୍ଷରୁ ଏଥିପାଇଁ ପ୍ରସ୍ତୁତି … Read More

ଆତଙ୍କବାଦ ବିରୋଧୀ ଯୁଦ୍ଧରେ ଭାରତକୁ ପୂର୍ଣ୍ଣ ସମର୍ଥନ ଜଣାଇଲା ରୁଷ

ପହଲଗାଓଁ ଆକ୍ରମଣ ପରେ ବିଭିନ୍ନ ରାଷ୍ଟ୍ର ଭାରତକୁ ମାପିଚୁପି ନିଜର ସମର୍ଥନ ଜଣାଉଛନ୍ତି। କିନ୍ତୁ ଏହି ସମୟରେ ଭାରତର ପ୍ରକୃତ ବନ୍ଧୁ ରୁଷ ଖୋଲାଖୋଲି ସମର୍ଥନ ଜଣାଇଛି। ଆତଙ୍କବାଦ ବିରୋଧୀ ଯୁଦ୍ଧରେ ଭାରତକୁ ରୁଷର ପୂର୍ଣ୍ଣ ସମର୍ଥନ ରହିଛି ବୋଲି ରୁଷ … Read More

ଡାକ୍ତରଖାନାରେ ପବନଦୀପ, ଅବସ୍ଥା ଗୁରୁତର

ଅମରୋହା: ଦୁର୍ଘଟଣାର ଶିକାର ହେଲେ ଲୋକପ୍ରିୟ ଟିଭି ଶୋ’ ଇଣ୍ଡିଆନ୍‌ ଆଇଡଲ ବିଜେତା ଗାୟକ ପବନଦୀପ ରାଜନ୍‌। ଉତ୍ତରାଖଣ୍ଡରୁ ନୋଏଡ଼ା ଯାଉଥିବା ସମୟରେ ସଡ଼କ ଦୁର୍ଘଟଣାର ଶିକାର ହୋଇ ଗୁରୁତର ଭାବେ ଆହତ ହୋଇଛନ୍ତି ପବନଦୀପ। ତାଙ୍କ କାର୍‌ ନିୟନ୍ତ୍ରଣ ହରାଇ … Read More