ଧାମ ବିବାଦ : ଫଳକ ହଟାଇଲେ, ହେଲେ ଶ୍ରୀକ୍ଷେତ୍ରକୁ ଗୌଣ କରି କହିଲେ ମମତା

ଭୁବନେଶ୍ଵର: ଧାମ ବିବାଦରେ ମୁହଁ ଖୋଲିଲେ, ହେଲେ ଭୁଲ ମାନିବେ କ’ଣ, ଓଲଟା ବିତଣ୍ଡା ଯୁକ୍ତି କଲେ। ଖାଲି ଯୁକ୍ତି କଲେନି, ମୂଳ ପୀଠ ଶ୍ରୀକ୍ଷେତ୍ରକୁ ଗୌଣ କରି କହିଲେ। ଦୀଘାର ‘ଜଗନ୍ନାଥ ଧାମ’ ବିବାଦ ଉପରେ କିଛି ଏପରି ପ୍ରତିକ୍ରିୟା … Read More

ଉଜ୍ଜୈନ ମହାକାଳେଶ୍ୱର ମନ୍ଦିରରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ : ଉଜ୍ଜୈନରେ ସ୍ଥିତ ବିଶ୍ୱ ପ୍ରସିଦ୍ଧ ବାବା ମହାକାଳେଶ୍ୱର ମନ୍ଦିରର ଶଙ୍ଖ ଦ୍ୱାରରେ ହଠାତ୍‌ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗିବା ପରେ ପ୍ରାୟ ୧ କିଲୋମିଟର ପର୍ଯ୍ୟନ୍ତ ଧୂଆଁ ଦେଖାଯାଇଛି । ନିଆଁ ଲାଗିବା ନେଇ ଖବର ପାଇବା ମାତ୍ରେ … Read More

ଲଗାତର ୧୧ତମ ଦିନରେ ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଂଘନ

ଜମ୍ମୁ: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରଠାରୁ ପାକିସ୍ତାନ ନିୟନ୍ତ୍ରଣ ରେଖା(ଏଲଓସି)ରେ ଲଗାତର ଅସ୍ତ୍ରବିରତି ଉଲ୍ଲଂଘନ କରି ଗୁଳିଚାଳନା କରିଆସୁଛି। ବିନା ପ୍ରରୋଚନାରେ ପାକିସ୍ତାନୀ ପୋଷ୍ଟରୁ ଏହି ଗୁଳିଚାଳନା ଗୋଟିଏ କିମ୍ବା ଦୁଇଟି ସେକ୍ଟର ମଧ୍ୟରେ ସୀମିତ ହୋଇ ରହିନାହିଁ। ବରଂ ଏକକାଳୀନ … Read More

ଭାରତକୁ ବନ୍ଧୁ ଦରକାର, ଉପଦେଶ ଦେଉଥିବା ରାଷ୍ଟ୍ର ନୁହେଁ: ଜୟଶଙ୍କର

ଭାରତ ପାଇଁ ବନ୍ଧୁର ଆବଶ୍ୟକତା ରହିଛି। ଉପଦେଶ ଦେଉଥିବା ଦେଶର ଆବଶ୍ୟକତା ନାହିଁ। ୟୁରୋପ ଉଦ୍ଦେଶ୍ୟରେ ଏଭଳି କଠୋର ମନ୍ତବ୍ୟ ଦେଇଛନ୍ତି ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର। ରବିବାର ଆର୍କଟିକ୍‌ ସର୍କଲ ଇଣ୍ଡିଆ ଫୋରମ ୨୦୨୫ରେ ଯୋଗଦେଇ ଜୟଶଙ୍କର କହିଛନ୍ତି, ଭାରତ … Read More

ଇସ୍ରାଏଲ ବିମାନବନ୍ଦରରେ ହୁତି ଆତଙ୍କବାଦୀଙ୍କ କ୍ଷେପଣାସ୍ତ୍ର ଆକ୍ରମଣ, ନେତନ୍ୟାହୁ ଡକାଇଲେ ଜରୁରୀ ବୈଠକ

ଇସ୍ରାଏଲର ବେନ୍‌ ଗୁରିୟନ ବିମାନବନ୍ଦରରେ କ୍ଷେପଣାସ୍ତ୍ର ଆକ୍ରମଣ ହୋଇଛି। ହୁତି ଆତଙ୍କବାଦୀମାନଙ୍କ ଦ୍ଵାରା ଏହି ଆକ୍ରମଣ କରାଯାଇଛି। ଏଥିରେ ୬ ନାଗରିକ ଆହତ ହୋଇଥିବା ସୂଚନା ମିଳିନାହିଁ। ଏହି ଘଟଣା ପରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ ଜରୁରୀ ବୈଠକ ଡକାଇଛନ୍ତି। … Read More

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଲେ ବାୟୁସେନା ମୁଖ୍ୟ

ନୂଆଦିଲ୍ଲୀ: ଭାରତୀୟ ବାୟୁସେନା ମୁଖ୍ୟ ଅମରପ୍ରୀତ ସିଂହ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି। ବୈଠକ ପରେ, ଅମରପ୍ରୀତ ସିଂହ ପ୍ରଧାନମନ୍ତ୍ରୀ ବାସଭବନ ଛାଡି ଚାଲିଯାଇଛନ୍ତି। ଜମ୍ମୁ-କଶ୍ମୀରର ପହଲଗାମ ଆକ୍ରମଣ ପରେ, ଜାତୀୟ ସୁରକ୍ଷା ସହ ଜଡିତ ବିଷୟ ଉପରେ ଏକ … Read More

୧୨୮ ବର୍ଷରେ ଯୋଗଗୁରୁ ଶିବାନନ୍ଦ ମହାରାଜଙ୍କ ପରଲୋକ

ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ପ୍ରଖ୍ୟାତ ଯୋଗଗୁରୁ ସ୍ଵାମୀ ଶିବାନନ୍ଦ ସରସ୍ଵତୀ ମହାରାଜଙ୍କ ପରଲୋକ ଘଟିଛି। ରବିବାର ୧୨୮ ବର୍ଷ ବୟସରେ ସେ ପରଲୋକ ଗମନ କରିଛନ୍ତି। ହୃଦଘାତ ଯୋଗୁ ସ୍ଵାମୀ ଶିବାନନ୍ଦଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ସେ ଉତ୍ତରପ୍ରଦେଶର ବାରାଣସୀରେ ରହୁଥିଲେ। … Read More

ଇମ୍ରାନ ଖାନ ଓ ବିଲାୱଲ ଭୁଟ୍ଟୋଙ୍କ ‘ଏକ୍ସ’ ଆକାଉଣ୍ଟ ବ୍ଲକ୍‌

ନୂଆଦିଲ୍ଲୀ: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏବଂ ପୂର୍ବତନ ବୈଦେଶିକ ମନ୍ତ୍ରୀ ବିଲାୱଲ ଭୁଟ୍ଟୋଙ୍କ ‘ଏକ୍ସ’ ଆକାଉଣ୍ଟକୁ ଭାରତରେ ବ୍ଲକ୍ କରାଯାଇଛି। ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ପାକିସ୍ତାନର ସୂଚନା … Read More

ଦୀଘା ଜଗନ୍ନାଥ ମନ୍ଦିର ବିବାଦ: ଘିଅ ଢାଳିଲେ ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀ

କୋଲକାତା: ବଢ଼ିଲା ପଶ୍ଚିମବଙ୍ଗ ସରକାରଙ୍କ ଅଡ଼ୁଆ। ଦୀଘା ଜଗନ୍ନାଥ ମନ୍ଦିର ବିବାଦ ଦିନକୁ ଦିନ ତେଜିବାରେ ଲାଗୁଛି। ଆଉ ଆଜି ଏଥିରେ ଆଉ ଟିକେ ଘିଅ ଢାଳିଛନ୍ତି, ପଶ୍ଚିମବଙ୍ଗ ବିରୋଧୀଦଳ ନେତା ଶୁଭେନ୍ଦୁ ଅଧିକାରୀ। ଓଡ଼ିଶା ସରକାରଙ୍କ ତଦନ୍ତ ନିର୍ଦ୍ଦେଶକୁ ସ୍ବାଗତ … Read More

୨ ଗୁପ୍ତଚର ଗିରଫ, ଶତ୍ରୁପକ୍ଷକୁ ଦେଉଥିଲେ ସେନାର ଗୋପନୀୟ ସୂଚନା

ଚଣ୍ଡିଗଡ଼: ପଞ୍ଜାବ ପୁଲିସକୁ ମିଳିଛି ବଡ଼ ସଫଳତା। ଅମୃତସରରେ ଏକ ବଡ଼ ଗୁପ୍ତଚର କାଣ୍ଡର ପର୍ଦ୍ଦାଫାସ କରି ଦୁଇଜଣ ଗୁପ୍ତଚରଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତମାନେ ସେନାର ଗୋପନୀୟ ସୂଚନା ଲିକ୍ କରୁଥିଲେ। ପାକିସ୍ତାନୀ ଗୁଇନ୍ଦା ସଂସ୍ଥା ଆଇଏସଆଇ ସହିତ ଉଭୟଙ୍କ ସମ୍ପର୍କର … Read More