ଯୁଦ୍ଧ ଆଶଙ୍କାରେ ଖାଦ୍ୟ, ପାଣି ମହଜୁଦ କରିବାକୁ ଲୋକଙ୍କୁ କହିଲା ପାକିସ୍ତାନ

ଇସଲାମାବାଦ: ପାକିସ୍ତାନ ସମ୍ପୂର୍ଣ୍ଣ ନିଶ୍ଚିତ ହୋଇଯାଇଛି ଯେ ଭାରତ ନିଶ୍ଚିତ ଭାବରେ ତାଙ୍କ ଉପରେ ଆକ୍ରମଣ କରିବ। ତେଣୁ, ଭାରତୀୟ ସେନାର ଆକ୍ରମଣର ସମ୍ମୁଖୀନ ହେବା ପାଇଁ ପାକିସ୍ତାନ ପ୍ରତ୍ୟେକ ସ୍ତରରେ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଏଥିପାଇଁ ବିଭିନ୍ନ ପଦକ୍ଷେପ ନିଆଯାଉଛି … Read More

ଇମ୍ରାନଙ୍କୁ ସାହାଯ୍ୟ ମାଗିଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପାକିସ୍ତାନର ବର୍ତ୍ତମାନର ପରିସ୍ଥିତି ରାଜନୈତିକ ସମୀକରଣରେ ଏକ ନାଟକୀୟ ପରିବର୍ତ୍ତନ ଆଡ଼କୁ ଇଙ୍ଗିତ କରୁଛି। ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ସହିତ ବଢ଼ୁଥିବା ଉତ୍ତେଜନା ଏବଂ ସମ୍ଭାବ୍ୟ ସାମରିକ ଜବାବ ମଧ୍ୟରେ, ପାକ୍ ସେନା ମୁଖ୍ୟ ଅସୀମ ମୁନିର … Read More

ବିଜିନ୍‌ଜମ ବନ୍ଦର ଉଦ୍‌ଘାଟନ କରି କହିଲେ ପ୍ରଧାନମନ୍ତ୍ରୀ- ଆଜି ଅନେକଙ୍କ ନିଦ ହଜିଯିବ

କେରଳର ଥିରୁଭାନନ୍ତପୁରମରେ ନିର୍ମିତ ବିଝିନଜମ ଅନ୍ତର୍ଜାତୀୟ ବନ୍ଦରକୁ ଶୁକ୍ରବାର ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏହି ଅନ୍ତର୍ଜାତୀୟ ବନ୍ଦରକୁ ସେ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ବିରୋଧୀଙ୍କୁ ପରୋକ୍ଷ ଭାବେ ସମାଲୋଚନା କରିଛନ୍ତି। ଏହି ବନ୍ଦର … Read More

ଗଙ୍ଗା ଏକ୍ସପ୍ରେସ ୱେରେ ଗର୍ଜନ ଛାଡ଼ିଲେ ଲଢୁଆ ବିମାନ, ପାକିସ୍ତାନ ଛାନିଆ

ଲକ୍ଷ୍ନୌ: ଭାରତରେ ଗର୍ଜିଲା ବିମାନ, ଲଢୁଆ ବିମାନର ଗର୍ଜନ ଶୁଣି ଥରହର ହେଲାଣି ପାକିସ୍ତାନ । ଆକାଶରେ ଦମ୍ ଦେଖାଇଛନ୍ତି ଭାରତୀୟ ଲଢୁଆ ବିମାନ । ଉତ୍ତରପ୍ରଦେଶ ଶାହଜାହାନପୁରରେ ଶକ୍ତିପ୍ରଦର୍ଶନ କରିଛନ୍ତି ଭାରତୀୟ ବିମାନ । ଗଙ୍ଗା ଏକ୍ସପ୍ରେସ ୱେରେ ରାଫେଲ, … Read More

ନିବେଶକଙ୍କ ପାଇଁ ଖୁସି ଖବର: ଗ୍ରୀନ୍‌ ଜୋନ୍‌କୁ ଗଲା ଭାରତୀୟ ସେୟାର ବଜାର

ନୂଆଦିଲ୍ଳୀ: ଭାରତୀୟ ସେୟାଜ୍‌ ବଜାର ପାଇଁ ଆଜି ଶୁଭ ସାବ୍ୟସ୍ତ ହୋଇଛି। ନିବେଶକଙ୍କ ପାଇଁ ଖୁସି ଖବର। କାରଣ ଭାରତର ଷ୍ଟକ୍‌ ମାର୍କେଟ ଆଜି ସବୁଜ ଜୋନ୍‌ରୁ ଆରମ୍ଭ ହୋଇଛି। ଆଜି ସକାଳ ୧୦ଟା ସୁଦ୍ଧା ଏସ୍‌ଆଣ୍ଡ୍‌ପି ବିଏସ୍‌ଇ ସେନ୍ସେକ୍ସ ୮୬୭.୪୮ … Read More

ଜନଗଣନା ସମୟରେ ମୁସ୍‌ଲମାନମାନଙ୍କୁ ବି ପଚରାଯିବ ଜାତି

ନୂଆଦିଲ୍ଲୀ: ଭାରତରେ ଜାତିଗତ ଜନଗଣନା ହେବା ନେଇ ଘୋଷଣା କରିସାରିଛନ୍ତି କେନ୍ଦ୍ର ସରକାର । ମୋଦୀ ସରକାରଙ୍କ ଏହି ଘୋଷଣା ପରେ, ଏବେ ସବୁଠି ଚର୍ଚ୍ଚା କେମିତି ହେବ ଏହି ଜାତି ଜନଗଣନା? ଜାତି ସହିତ ଲୋକଙ୍କ ଧର୍ମ ବିଷୟରେ ମଧ୍ୟ … Read More

ପାକିସ୍ତାନରେ ବ୍ୟାନ୍ ହେଲା ଭାରତୀୟ ସଙ୍ଗୀତ

ନୂଆଦିଲ୍ଲୀ: ପାକିସ୍ତାନରେ ବ୍ୟାନ୍ ହେଲା ଭାରତୀୟ ସଙ୍ଗୀତ । ଭାରତୀୟ ଗୀତ ଉପରେ କଟକଣା ଲଗାଇଲା ପାକିସ୍ତାନ । ଏଫଏମ ରେଡିଓରେ ବାଜିବନି ଭାରତୀୟ ଗୀତ । ଭାରତର ଗୀତ ପାକିସ୍ତାନରେ ବ୍ୟାନ ନେଇ ପାକିସ୍ତାନ ବ୍ରଡକାଷ୍ଟର୍ସ ଆସୋସିଏସନର ନିଷ୍ପତ୍ତି । … Read More

ସଂରକ୍ଷଣ ସୀମା ୬୮%କୁ ବଢାଇବାକୁ ଖଡଗେଙ୍କ ଦାବି

ବେଙ୍ଗାଲୁରୁ: ଜାତି ଜନଗଣନାକୁ ନେଇ ଦେଶର ରାଜନୀତି ପୁଣି ଉଷ୍ମ ହୋଇଛି। କର୍ଣ୍ଣାଟକର ହୁବଲିରୁ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ ଏବେ ସଂରକ୍ଷଣ ଉପରେ ସିଧାସଳଖ ବାଜି ମାରିଛନ୍ତି। ସେ କେନ୍ଦ୍ର ସରକାରଙ୍କ ନିକଟରେ ଦାବି କରିଛନ୍ତି ଯେ ସଂରକ୍ଷଣ ସୀମା … Read More

UPSC ୨୦୨୪ ଟପର ଶକ୍ତି ଦୁବେଙ୍କ ମାର୍କସିଟ ଭାଇରାଲ୍

ପ୍ରୟାଗରାଜ, ୧।୫: ସଂଘ ଲୋକସେବା ଆୟୋଗ (UPSC) ସିଭିଲ ସର୍ଭିସେସ ପରୀକ୍ଷା ୨୦୨୪ର ଫଳାଫଳ ଗତ ଏପ୍ରିଲ ୨୨, ୨୦୨୫ରେ ପ୍ରକାଶ ପାଇଥିଲା, ଯେଉଁଥିରେ ଉତ୍ତରପ୍ରଦେଶର ପ୍ରୟାଗରାଜର ଶକ୍ତି ଦୁବେ ଅଲ ଇଣ୍ଡିଆ ର‍୍ୟାଙ୍କ (AIR) ୧ ହାସଲ କରି ଟପର … Read More

ମନ୍ଦିର କାନ୍ଥ ତଳେ ଚାପି ହୋଇ ୮ ମୃତ

ଅମରାବତି: ଆନ୍ଧ୍ରପ୍ରଦେଶର ସୀମାଞ୍ଚଳସ୍ଥିତ ଶ୍ରୀ ବରାହ ଲକ୍ଷ୍ମୀ ନରସିଂହ ସ୍ବାମୀ ମନ୍ଦିର ପରିସରରେ ଥିବା ଏକ କାନ୍ଥ ଭୁଶୁଡ଼ି ପଡ଼ିବାରୁ ତା’ ତଳେ ଚାପ ହୋଇ ୮ଜଣଙ୍କ ଜୀବନ ଯାଇଛି। ମନ୍ଦିରରେ ଚନ୍ଦନ ମହୋତ୍ସବ ଆୟୋଜିତ ହୋଇଥିବା ବେଳେ ଠାକୁରଙ୍କୁ ଦର୍ଶନ … Read More