ଆମେରିକାର ନୂଆଦିଲ୍ଲୀ ସହିତ ବଡ଼ ସାମରିକ ଚୁକ୍ତି

ନୂଆଦିଲ୍ଲୀ/ୱାଶିଂଟନ: ପହଲଗାମ ଆତଙ୍କବାଦୀ ଆକ୍ରମଣକୁ ନେଇ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଜାରି ଉତ୍ତେଜନା ମଧ୍ୟରେ, ଆମେରିକା ନୂଆଦିଲ୍ଲୀ ସହିତ ଏକ ବଡ଼ ସାମରିକ ଚୁକ୍ତି କରିଛି। ଆମେରିକା ଭାରତକୁ ୧୩୧ ନିୟୁତ ଆମେରିକୀୟ ଡଲାର ମୂଲ୍ୟର ଗୁରୁତ୍ୱପୂର୍ଣ୍ଣ ସାମରିକ ହାର୍ଡୱେୟାର … Read More

ୟୁକ୍ରେନ ଯୁଦ୍ଧ ମଧ୍ୟରେ ରୁଷ-ଉତ୍ତର କୋରିଆ ଚୁକ୍ତି

ସିଓଲ: ୟୁକ୍ରେନ ସହିତ ଚାଲିଥିବା ଭୟଙ୍କର ଯୁଦ୍ଧ ମଧ୍ୟରେ, ରୁଷ ଏବଂ ଉତ୍ତର କୋରିଆ ମଧ୍ୟରେ ଏକ ବଡ଼ ଚୁକ୍ତି ସାରା ବିଶ୍ୱରେ ହଇଚଇ ସୃଷ୍ଟି କରିଛି। ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ … Read More

ଆତଙ୍କବାଦୀଙ୍କୁ ଅମିତ ଶାହଙ୍କ କଡ଼ା ଚେତାବନୀ, କହିଲେ- ‘ଖୋଜି ଖୋଜି ମାରିବୁ’

ନୂଆଦିଲ୍ଲୀ,୧।୫: ପହଲଗାମ୍ ଆକ୍ରମଣ ଘଟଣାରେ ପ୍ରତିକ୍ରିୟା ଦେଇ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆତଙ୍କବାଦୀଙ୍କୁ କଡା ଚେତାବନୀ ଦେଇଛନ୍ତି। ପ୍ରତିଟି ଆତଙ୍କବାଦୀଙ୍କୁ ଖୋଜି ଖୋଜି ମାରିବାକୁ ସେ ଜୋର ଦେଇଛନ୍ତି। ଅମିତ ଶାହ କହିଛନ୍ତି, “…ଯଦି କେହି କାପୁରୁଷ ଭଳି ଆକ୍ରମଣ କରି … Read More

ପହଲଗାଓଁରେ ଏନଆଇଏ ଡିଜି, ଆକ୍ରମଣର ୨ ଦିନ ପୂର୍ବରୁ ରେକି କରିଥିଲେ ଆତଙ୍କୀ

ଶ୍ରୀନଗର : ପହଲଗାଓଁ ଆକ୍ରମଣର ୯ ଦିନ ପରେ ଜାତୀୟ ତଦନ୍ତକାରୀ ସଂସ୍ଥା(ଏନଆଇଏ) ମହାନିର୍ଦେଶକ(ଡିଜି) ସଦାନନ୍ଦ ହୋତେ ଘଟଣାସ୍ଥଳରେ ପହଞ୍ଚି ଅନୁଧ୍ୟାନ କରିଛନ୍ତି। ଅଧିକାରୀମାନେ ବର୍ତ୍ତମାନ ପର୍ଯ୍ୟନ୍ତ ଯହା ସବୁ ତଦନ୍ତ କରିଛନ୍ତି, ତାହାର ଅଗ୍ରଗତି ଯାଞ୍ଚ କରିବା ସହିତ ସମୀକ୍ଷା … Read More

ଭାରତରେ ଥିବା ପାକିସ୍ତାନୀ ନାଗରିକଙ୍କୁ ମିଳିଲା ଆଶ୍ୱସ୍ତି: ଖୋଲିଲା ଅଟ୍ଟାରୀ ସୀମା

ପହଲଗାମ୍‌: ଜମ୍ମୁ-କଶ୍ମୀରର ‘ମିନି ସ୍ୱିଜରଲ୍ୟାଣ୍ଡ’ ଭାବରେ ପରିଚିତ ପର୍ଯ୍ୟଟନସ୍ଥଳୀ ପହଲଗାମ ଆତଙ୍କବାଦୀ ଆକ୍ରମଣରେ ୨୬ ଜଣ ସାଧାରଣ ନାଗରିକଙ୍କ ମୃତ୍ୟୁ ପରେ ଭାରତ-ପାକିସ୍ତାନ ମଧ୍ୟରେ ବିବାଦ ଲାଗିରହିଛି। ଭାରତ ଛାଡିବା ପାଇଁ ସମୟ ସୀମା ପୂର୍ବରୁ ପାକିସ୍ତାନୀ ନାଗରିକମାନେ ଅମୃତସରର ୱାଘା-ଅଟାରୀ … Read More

ପାକିସ୍ତାନ ପହଲଗାଓଁ ଆକ୍ରମଣକୁ ନିନ୍ଦା କରିବା ଦରକାର: ଆମେରିକା

ନୂଆଦିଲ୍ଲୀ : ଆମେରିକା ପରରାଷ୍ଟ୍ର ସଚିବ ମାର୍କୋ ରୁବିଓ ପହଲଗାଓଁ ଆକ୍ରମଣକୁ ନିନ୍ଦା କରିବା ସହିତ ପାକିସ୍ତାନ ବି ଏହାକୁ ନିନ୍ଦା କରିବା ଦରକାର ବୋଲି କହିଛନ୍ତି। ରୁବିଓ ଏହି ଘଟଣାରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ଏବଂ ପାକିସ୍ତାନ … Read More

‘ପହଲଗାଓଁ’ ଆବେଦନର ଶୁଣାଣି କଲେନି ସୁପ୍ରିମକୋର୍ଟ

ନୂଆଦିଲ୍ଲୀ : ‘ପହଲଗାଓଁ’ ଆବେଦନର ଶୁଣାଣି କରିବାକୁ ମନା କରିଦେଇଛନ୍ତି ସୁପ୍ରିମକୋର୍ଟ। ପହଲଗାଓଁ ଆକ୍ରମଣ ଘଟଣାରେ ଏକ ଏସଆଇଟି ଗଠନ କରି ନିରପେକ୍ଷ ତଦନ୍ତ କରିବା ଲାଗି ସୁପ୍ରିମକୋର୍ଟରେ ଆବେଦନ ହୋଇଥିଲା। ଏହାର ଶୁଣାଣି ଗୁରୁବାର କରାଯିବା ନେଇ ଦିନ ଧାର୍ଯ୍ୟ … Read More

ଭାରତ ପାକିସ୍ତାନ ଉପରେ ଆକ୍ରମଣ କଲେ ବାଙ୍ଗଲାଦେଶ ଭାରତ ସହ ଯୁଦ୍ଧ କରିବ

ଢାକା, ୧।୫: ଭାରତ ଓ ପାକିସ୍ତାନ ମଧ୍ୟରେ ଜମ୍ମୁ-କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ ତୀବ୍ର ହୋଇଥିବା ଉତ୍ତେଜନା ମଧ୍ୟରେ ବାଂଲାଦେଶର ଜଣେ ଅବସରପ୍ରାପ୍ତ ମେଜର ଜେନେରାଲ ଏକ ବିବାଦୀୟ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ଭାରତ … Read More

ହାଫିଜ ସଇଦକୁ ତ୍ରିସ୍ତରୀୟ ସୁରକ୍ଷା ଯୋଗାଉଛି ପାକିସ୍ତାନ

ନୂଆଦିଲ୍ଳୀ: ଆତଙ୍କବାଦୀଙ୍କୁ ସୁରକ୍ଷା ଦେଉଛି ପାକିସ୍ତାନ। ଭାରତ ଆକ୍ରମଣ ଭୟରେ ମୋଷ୍ଟ ୱାଣ୍ଟେଡ୍ ଆତଙ୍କବାଦୀ ହାଫିଜ ସଇଦକୁ ତ୍ରିସ୍ତରୀୟ ସୁରକ୍ଷା ଯୋଗାଉଛି ପାକିସ୍ତାନ । ପାକସେନା, ଗୁଇନ୍ଦା ସଂସ୍ଥା ଏଏସଆଇ ଓ ଆତଙ୍କୀ ସଙ୍ଗଠନ ଲସ୍କର-ଏ-ତୋଇବା ମିଳିତ ଭାବେ ଆତଙ୍କୀ ହାଫିଜକୁ ସୁରକ୍ଷା … Read More

ପାକିସ୍ତାନରେ ଅଣ୍ଡର ଗ୍ରାଉଣ୍ଡ ହେଉଛନ୍ତି ଆତଙ୍କୀ: ଆକ୍ରମଣ ଭୟରେ ଆତଙ୍କବାଦୀଙ୍କୁ ବଙ୍କରରେ ଲୁଚାଉଛି ପାକିସ୍ତାନ

ନୂଆଦିଲ୍ଲୀ: ଆଉ ମାତ୍ର କିଛି ଘଣ୍ଟାର ଅପେକ୍ଷା । ପାକିସ୍ତାନ ଉପରେ ହେବ ଆକ୍ରମଣ । ପହଲଗାମ ଘଟଣାର ପ୍ରତିଶୋଧ ନେବ ଭାରତ । ଏକଥା ଆମେ କହୁନୁ । ଖୋଦ ପାକିସ୍ତାନ ଗୁଇନ୍ଦା ସଂସ୍ଥା ଏଭଳି ଦାବି କରିଛି । … Read More