ଜନଗଣନା ପ୍ରକ୍ରିୟାରେ ଅନ୍ତର୍ଭୁକ୍ତ ହେବ ଜାତିଗଣନା, କ୍ୟାବିନେଟରେ ହେଲା ନିଷ୍ପତ୍ତି

ନୂଆଦିଲ୍ଲୀ : ଆଗାମୀ ଜନଗଣନା ପ୍ରକ୍ରିୟାରେ ଜାତିଗଣନାକୁ ଅନ୍ତର୍ଭୁକ୍ତ କରିବାକୁ ସରକାର ଆଜି ନିଷ୍ପତ୍ତି ନେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି ଏ ନେଇ ନିଷ୍ପତ୍ତି ନେଇଛି। ଏହି ନିଷ୍ପତ୍ତି ସମ୍ପର୍କରେ ସୂଚନା … Read More

ପହଲଗାମ ଆତଙ୍କବାଦୀ ଆକ୍ରମଣ ମାମଲା: ସୁପ୍ରିମକୋର୍ଟରେ ଆସନ୍ତାକାଲି ଶୁଣାଣି

ନୂଆଦିଲ୍ଲୀ, ୩୦।୪: ଜମ୍ମୁ ଓ କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ମାମଲାକୁ ନେଇ ସୁପ୍ରିମକୋର୍ଟ ଆସନ୍ତାକାଲି (ଗୁରୁବାର) ଏକ ଜନସ୍ବାର୍ଥ ମାମଲା (ପିଆଇଏଲ) ଉପରେ ଶୁଣାଣି କରିବେ। ଏହି ଆକ୍ରମଣରେ ୨୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଥିଲେ। … Read More

ଏନ୍‌ଏସ୍‌ଏବିରେ ବଡ଼ ପରିବର୍ତ୍ତନ: ପୂର୍ବତନ ‘ର’ ମୁଖ୍ୟ ହେଲେ ଅଧ୍ୟକ୍ଷ

ନୂଆଦିଲ୍ଲୀ: ସରକାର ଜାତୀୟ ସୁରକ୍ଷା ପରାମର୍ଶଦାତା ବୋର୍ଡ(ଏନ୍‌ଏସ୍‌ଏବି)କୁ ପୁନର୍ଗଠିତ କରିଛନ୍ତି। ପୂର୍ବତନ ‘ର’ ମୁଖ୍ୟ ଆଲୋକ ଜୋଶୀଙ୍କୁ ଏହାର ଅଧ୍ୟକ୍ଷ ନିଯୁକ୍ତ କରାଯାଇଛି। ବୋର୍ଡରେ ପୂର୍ବତନ ପଶ୍ଚିମ ବାୟୁସେନା କମାଣ୍ଡର ଏୟାର ମାର୍ଶାଲ ପିଏମ୍ ସିହ୍ନା, ପୂର୍ବତନ ଦକ୍ଷିଣ ସେନା କମାଣ୍ଡର … Read More

ପାକିସ୍ତାନରେ ଯୁଦ୍ଧର କାଉଣ୍ଟଡାଉନ୍ ଆରମ୍ଭ: କେତେବେଳେ କିଛି ବି ହୋଇପାରେ !

ନୂଆଦିଲ୍ଲୀ: ପାକିସ୍ତାନରେ ଭୟର ବାତାବରଣ । ଭାରତର ଆକ୍ସନ କଣ ହେବ ସେନେଇ ସମସ୍ତଙ୍କ ମନରେ ଛନକା ପଶିଛି । କାରଣ ପହଲଗାମ୍ ଆତଙ୍କୀ ହମଲାର ବଦଲା କେତେବେଳେ ବି ନେଇଯିବ ଭାରତ । ପହଲଗାମ୍ ଆତଙ୍କୀ ଆକ୍ରମଣରେ ପାକ୍ ସେନାର … Read More

ଭାରତ ଭୟରେ ବଙ୍କର୍ ଭିତରେ ଲୁଚିଛନ୍ତି ପାକ୍ ସେନା ମୁଖ୍ୟ ! ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି #ମୁନିର_ମିସିଙ୍ଗ୍

ନୂଆଦିଲ୍ଲୀ: କୁଆଡେ ଗଲେ ପାକିସ୍ତାନ ସେନା ମୁଖ୍ୟ ? କେଉଁଠି ଲୁଚିଛନ୍ତି ପାକ୍ ସେନା ମୁଖ୍ୟ ଆସିମ ମୁନିର ? ପାକିସ୍ତାନରେ ଅଛନ୍ତି ନା କୁଆଡେ ଦେଶ ଛାଡି ପଳାଇଗଲେଣି ? ଆସିମ ମୁନିରଙ୍କ ନିଖୋଜ ଖବର ନେଇ ଏବେ ସୋସିଆଲ … Read More

ଏଲଓସିରେ ବଢିଲା ଉତ୍ତେଜନା: ଭାରତୀୟ ସେନାର ଦୃଢ଼ ଜବାବ, ପୋଷ୍ଟ ଛାଡ଼ି ପଳାୟନ କଲେ ପାକିସ୍ତାନୀ ସେନା

ନୂଆଦିଲ୍ଲୀ, ୩୦।୪: ଜମ୍ମୁ ଓ କାଶ୍ମୀରର ନିୟନ୍ତ୍ରଣ ରେଖା (LoC) ଉତ୍ତେଜନା ତୀବ୍ର ହୋଇଛି। ପାକିସ୍ତାନ ଦ୍ୱାରା ହେଉଥିବା ଯୁଦ୍ଧବିରତି ଉଲ୍ଲଂଘନ ପରେ ଭାରତୀୟ ସେନା ଦୃଢ଼ ପ୍ରତିଶୋଧ ମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ରିପୋର୍ଟ ଅନୁଯାୟୀ, ପାକିସ୍ତାନୀ ସୈନ୍ୟ ସୀମା ସମ୍ମୁଖ … Read More

ମୋଦୀଙ୍କ ଋଷ୍‌ ଗସ୍ତ ବାତିଲ

ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀର ପହଲଗାମ୍ ଆତଙ୍କବାଦୀ ଆକ୍ରମଣକୁ ନେଇ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବାରେ ଲାଗିଛି। ଇତି ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ରୁଷ୍ ଗସ୍ତ ବାତିଲ କରିଛନ୍ତି। ମେ’ ୯ ତାରିଖରେ ପ୍ରଧାନମନ୍ତ୍ରୀ ମସ୍କୋରେ ହେବାକୁ … Read More

ମାର୍ଚ୍ଚରେ ଭାରତର ଖୁଚୁରା ମୁଦ୍ରାସ୍ଫୀତି ୩.୭୩%କୁ ହ୍ରାସ: ଖାଦ୍ୟ ମୂଲ୍ୟ ବଦଳାଇଲା ସ୍ଥିତି

ନୂଆଦିଲ୍ଲୀ,୩୦।୪: ଭାରତର ଖୁଚୁରା ମୁଦ୍ରାସ୍ଫୀତି ମାର୍ଚ୍ଚ ୨୦୨୫ରେ ୩.୭୩%କୁ ହ୍ରାସ ପାଇଛି, ଯାହା ଫେବୃଆରୀର ୪.୦୧% ତୁଳନାରେ କମ୍ ଅଟେ। ଏହା ଗତ ପାଞ୍ଚ ବର୍ଷରେ ସର୍ବନିମ୍ନ ସ୍ତର ବୋଲି ପରିସଂଖ୍ୟାନ ଓ କାର୍ଯ୍ୟକ୍ରମ କାର୍ଯ୍ୟାନ୍ୱୟନ ମନ୍ତ୍ରଣାଳୟର ତଥ୍ୟରୁ ଜଣାପଡ଼ିଛି। ଖାଦ୍ୟ ଦ୍ରବ୍ୟ, … Read More

ଭାରତକୁ ପରମାଣୁ ବୋମାର ଧମକ ଦେଲେ ନୱାଜ ସରିଫଙ୍କ ଝିଅ  ମରିୟମ ନୱାଜ୍

ଇସଲାମାବାଦ: ପୁଣି ଭାରତକୁ ପରମାଣୁ ଧମକ । ପହଲଗାମ୍ ଆତଙ୍କୀ ହମଲା ପରେ ଭାରତ ପ୍ରତିଶୋଧ ନେବାକୁ ପଣ କରିଥିବା ବେଳେ ଆତଙ୍କୀ ଆକ୍ରମଣରେ ପାକ୍ ସେନାର ସମ୍ପୃତି ମିଳିବା ପରେ ଏବେ ଆକ୍ରମଣ ମୁଦ୍ରାରେ ଭାରତ । ଆଉ ଭାରତର … Read More

ଏବେ ଲଢ଼େଇ ଡିପ୍ଲୋମାଟିକ୍ ନୁହେଁ କାଇନେଟିକ୍ ହେବ: ଶଶି ଥରୁରଙ୍କ ଚେତାବନୀ

ନୂଆଦିଲ୍ଲୀ: ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ସମଗ୍ର ଦେଶରେ କ୍ରୋଧର ବାତାବରଣ ରହିଛି। ସେହି ସମୟରେ, ଭାରତ ସରକାର ପାକିସ୍ତାନ ବିରୁଦ୍ଧରେ ଅନେକ କଠୋର ନିଷ୍ପତ୍ତି ନେଇଛନ୍ତି। ଦୁଇ ଦେଶ ମଧ୍ୟରେ ଉତ୍ତେଜନା ବହୁତ ବୃଦ୍ଧି ପାଇଛି। ଏହି ସମୟରେ … Read More