୬୩ ହଜାର କୋଟିର ୨୬ଟି ରାଫେଲ ବିମାନ କିଣିବ ଭାରତ

ନୂଆଦିଲ୍ଲୀ: ବାୟୁସେନା ପରେ ନୌସେନାରେ  ରାଫେଲ ସାମିଲ ହେବ, ଯାହା ନୌସେନାର ଶକ୍ତି ବୃଦ୍ଧିରେ ସହାୟକ ହେବ। ରାଫେଲ କ୍ରୟ ନେଇ ଫ୍ରାନ୍ସ ସହ ଭାରତ ଚୁକ୍ତି ସ୍ବାକ୍ଷରିତ କରିବ । ଭାରତ ୨୬ଟି ରାଫେଲ୍ ମେରାଇନ୍ ଲଢ଼ୁଆ ବିମାନ କିଣିବା … Read More

ରକ୍ତ ବୋହିଲେ ପାକିସ୍ତାନ ଅଧିକ ରକ୍ତାକ୍ତ ହେବ: ଶଶି ଥରୁର

ନୂଆଦିଲ୍ଲୀ: ରକ୍ତ ବୋହିଲେ ପାକିସ୍ତାନ ଅଧିକ ରକ୍ତାକ୍ତ ହେବ। କଂଗ୍ରେସ ନେତା ଶଶି ଥରୁର, ପାକିସ୍ତାନ ପିପୁଲ୍ସ ପାର୍ଟି(ପିପିପି)ର ଅଧ୍ୟକ୍ଷ ବିଲାୱଲ ଭୁଟ୍ଟୋଙ୍କୁ ଏଭଳି କହିଛନ୍ତି। ଜମ୍ମୁ-କଶ୍ମୀରର ପହଲଗାମରେ ପାକିସ୍ତାନ ସମର୍ଥିତ ଆତଙ୍କବାଦୀଙ୍କ ଆକ୍ରମଣରେ ୨୮ ଜଣ ନିରୀହ ନାଗରିକଙ୍କ ପ୍ରାଣହାନି … Read More

ପାକିସ୍ତାନର ବଜେଟ୍ ଆମ ସାମରିକ ବଜେଟଠୁ ବି କମ୍: ଅସଦୁଦ୍ଦିନ ଓୱେସି

ନୂଆଦିଲ୍ଲୀ: ୨୨ ଏପ୍ରିଲରେ ଜମ୍ମୁ ଓ କଶ୍ମୀରର ପହଲଗାମରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣ ସମଗ୍ର ଦେଶକୁ ଦୋହଲାଇ ଦେଇଛି। ଏହାକୁ ନେଇ ସାରା ଦେଶରେ କ୍ରୋଧ ରହିଛି। ଏବେ ଏଆଇଏମଆଇଏମ ମୁଖ୍ୟ ଅସଦୁଦ୍ଦିନ ଓୱେସିଙ୍କ ଏକ ଭିଡିଓ ମଧ୍ୟ ଭାଇରାଲ … Read More

ଆରବ ସାଗରରେ ଭାରତୀୟ ନୌସେନାର ଯୁଦ୍ଧାଭ୍ୟାସ, ଘନଘନ କ୍ଷେପଣାସ୍ତ୍ର ପରୀକ୍ଷଣ ଜାରି

ପହଲଗାଓଁ ଆତଙ୍କବାଦୀ ଆକ୍ରମଣକୁ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଏହି ସମୟରେ ଭାରତୀୟ ନୌସେନା ନିଜର ଯୁଦ୍ଧାଭ୍ୟାସ ଚଳାଇଛି। ନୌସେନାର ଜାହାଜ, କ୍ଷେପଣାସ୍ତ୍ର ଏବଂ ଓ୍ବିପନ ସିଷ୍ଟମଗୁଡ଼ିକୁ ପରୀକ୍ଷଣ କରାଯାଉଛି। ଆରବ ସାଗରରେ ଘନଘନ କ୍ଷେପଣାସ୍ତ୍ର ପରୀକ୍ଷଣ … Read More

ଭାରତୀୟ ଯବାନଙ୍କୁ ହସ୍ତାନ୍ତର ପାଇଁ ମନା କଲା ପାକିସ୍ତାନ

ଭୁଲବଶତଃ ପାକିସ୍ତାନ ସୀମାରେ ପ୍ରବେଶ କରିଥିବା ବିଏସଏଫ ଯବାନ ପୁର୍ନମ ସାହୁଙ୍କୁ ବନ୍ଦୀ ରଖିଛି ପାକିସ୍ତାନ। ଭାରତକୁ ହସ୍ତାନ୍ତର କରିବାକୁ ପାକ୍ ରେଞ୍ଜର୍ସ ମନା କରିଦେଇଛନ୍ତି। ପଞ୍ଜାବର ଫେରୋଜପୁର ଅଞ୍ଚଳରେ ବାଟ ଭୁଲିଯାଇଥିବା କିଛି କୃଷକଙ୍କୁ ବାଟ ଦେଖାଇ ନେଉଥିବାବେଳେ ପୁର୍ନମ … Read More

ପାକିସ୍ତାନୀ ରାଜନେତାଙ୍କୁ ଜୋରଦାର ଟାର୍ଗେଟ କଲେ ଅଦନାନ ସାମି

ଶ୍ରୀନଗର: ଜମ୍ମୁ-କାଶ୍ମୀରର ପହଲଗାମରେ ପର୍ଯ୍ୟଟକଙ୍କ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ସାରା ଦେଶ ଏବେ ବି ମର୍ମାହତ। ଏହି ଖବର ଶୁଣିବା ପରେ ବଲିଉଡ ଗାୟକ ଅଦନାନ ସାମି ମଧ୍ୟ ଗଭୀର ଭାବରେ ମର୍ମାହତ ହୋଇଥିଲେ। ଏହି ସମୟରେ, ସେ ପାକିସ୍ତାନୀ … Read More

ସପା ସାଂସଦ ରାମଜୀଲାଲଙ୍କ ଉପରେ କରଣୀ ସେନାର ଆକ୍ରମଣ

ଲକ୍ଷ୍ନୌ : ସମାଜବାଦୀ ପାର୍ଟିର ରାଜ୍ୟସଭା ସାଂସଦ ରାମଜୀ ଲାଲ ସୁମନ ରବିବାର ଆଗ୍ରାରୁ ବୁଲନ୍ଦସହର ଯାଉଥିବା ବେଳେ ଆଲିଗଡ଼ରେ ତାଙ୍କ ଉପରେ ଆକ୍ରମଣ ହୋଇଥିଲା। ଏହି ଆକ୍ରମଣ ଗୋଭନା ଟୋଲ୍ ପ୍ଲାଜା ନିକଟରେ କରଣୀ ସେନା ସହିତ ଜଡିତ ଲୋକମାନେ … Read More

ରୁଷୀୟ ଜେନେରାଲଙ୍କୁ ହତ୍ୟା କରିଥିବା ୟୁକ୍ରେନର ଏଜେଣ୍ଟ ଗିରଫ

ମସ୍କୋ: ମସ୍କୋରେ ହୋଇଥିବା ବୋମା ବିସ୍ଫୋରଣ ମାମଲାରେ ରୁଷକୁ ବଡ଼ ସଫଳତା ମିଳିଛି। ମସ୍କୋ ବାହାରେ ଏକ କାର୍ ବୋମା ବିସ୍ଫୋରଣରେ ଜଣେ ରୁଷ ଜେନେରାଲଙ୍କୁ ହତ୍ୟା କରିଥିବା ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ରୁଷିଆର ଗୁଇନ୍ଦା ସେବା ଏ ବିଷୟରେ … Read More

ହଠାତ ବନ୍ୟା ପରିସ୍ଥିତି ସୃଷ୍ଟି ହେବାପରେ ଭାରତକୁ ଦାୟୀ କଲା ପାକିସ୍ତାନ

ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତର କାର୍ଯ୍ୟାନୁଷ୍ଠାନ ଯୋଗୁଁ ପାକିସ୍ତାନକୁ ସବୁ ଦିଗରୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଛି। ଭାରତ ସିନ୍ଧୁ ଜଳ ଚୁକ୍ତିନାମା ସ୍ଥଗିତ କରିବା ପରେ ପାଣି ପାଇଁ ପାକିସ୍ତାନ ହନ୍ତସନ୍ତ ହୋଇଯିବ ବୋଲି କୁହାଯାଉଛି। ଗତ … Read More

କରାଚୀରେ ୧୪୪ ଧାରା ଜାରି: ଭାରତର ସମ୍ଭାବ୍ୟ ଆକ୍ରମଣ ପାଇଁ ପ୍ରସ୍ତୁତି

ଇସଲାମାବାଦ୍: ପହଲଗାମରେ ଆତଙ୍କବାଦୀ ଆକ୍ରମଣର ୫ଦିନ ପରେ ମଧ୍ୟ ପାକିସ୍ତାନ ଏକ ବଡ଼ ଆକ୍ରମଣର ଭୟ କରୁଛି। ଏହି ଭୟ ପାକିସ୍ତାନ ସରକାରଙ୍କ କାର୍ଯ୍ୟରେ ମଧ୍ୟ ଦୃଶ୍ୟମାନ ହେବାରେ ଲାଗିଛି। ଗୋଟିଏ ପଟେ ପାକିସ୍ତାନର ସବୁଠାରୁ ବଡ଼ ସହର କରାଚୀରେ ଧାରା … Read More