ଭାରତର ଆକ୍ରମଣ ଭୟରେ ଚୀନ୍‌ ଶରଣରେ ପାକିସ୍ତାନ

ଇସଲାମାବାଦ: ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ପାକିସ୍ତାନ ଭାରତ ପକ୍ଷରୁ ଆକ୍ରମଣର ଭୟ କରୁଛି। ଗତ ଦୁଇ ଦିନ ଧରି ଭାରତକୁ ପରମାଣୁ ଆକ୍ରମଣର ଧମକ ଦେଉଥିବା ପାକିସ୍ତାନ ଶନିବାର ନୂତନ କୌଶଳ ଆପଣେଇଛି। ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫ … Read More

ପାକିସ୍ତାନୀ ଦେଶ ଛାଡ଼ିବା ନେଇ ସବୁ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ଶାହା

ଏପ୍ରିଲ ୨୭ରେ ସମସ୍ତ ପାକିସ୍ତାନୀଙ୍କ ଭିଜା ରଦ୍ଦ ହେବା ନେଇ କେନ୍ଦ୍ର ସରକାର ଘୋଷଣା କରିଛନ୍ତି। ଏହାର ୪୮ ଘଣ୍ଟା ମଧ୍ୟରେ ପାକିସ୍ତାନୀମାନଙ୍କୁ ଭାରତ ଛାଡ଼ିବାକୁ ନିର୍ଦେଶ ଦିଆଯାଇଛି। ଏହି ନିର୍ଦେଶକୁ କିପରି କଡ଼ାକଡ଼ି ପାଳନ କରାଯିବ ସେ ନେଇ କେନ୍ଦ୍ର … Read More

ନିଜ ପରିବାରକୁ ଗୋପନରେ ବିଦେଶ ପଠାଇଲେ ପାକ୍ ସେନାମୁଖ୍ୟ

ଇସ୍ଲାମାବାଦ: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ, ଭାରତର ସମ୍ଭାବ୍ୟ କାର୍ଯ୍ୟାନୁଷ୍ଠାନକୁ ନେଇ ପାକିସ୍ତାନ ସେନା ଆତଙ୍କିତ ହୋଇପଡ଼ିଛି। ପାକିସ୍ତାନ ସେନା ମୁଖ୍ୟ ଜେନେରାଲ ଅସୀମ ମୁନିର ନିଜ ପରିବାରକୁ ବିଦେଶ ପଠାଇ ଦେଇଛନ୍ତି। ସୁତ୍ରକୁ ଉଦ୍ଧାର କରି ଏବିପି ନ୍ୟୁଜର ଏକ … Read More

ଆତଙ୍କବାଦୀଙ୍କୁ ସମର୍ଥନ କରିବାର ଇତିହାସ ଆମର ରହିଛି: ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ

ଆତଙ୍କବାଦୀଙ୍କୁ ସମର୍ଥନ କରିବା, ସେମାନଙ୍କୁ ନିଜ ମାଟିରେ ପାଳିବା ଏବଂ ପାଣ୍ଠି ଯୋଗାଉଥିବା ନେଇ ପାକିସ୍ତାନ ସ୍ଵୀକାର କରିଛି। ପାକିସ୍ତାନ ଆତଙ୍କାବାଦୀଙ୍କୁ ସମର୍ଥନ କରିବାର ଇତିହାସ ରହିଛି ବୋଲି ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ ସ୍କାଏ ନ୍ୟୁଜକୁ ସାକ୍ଷାତକାର ଦେବା … Read More

ଭାରତ-ପାକିସ୍ତାନ ଏବେ ଶାନ୍ତ ରହିବା ଜରୁରୀ: ଜମ୍ମୁ-କଶ୍ମୀର କଂଗ୍ରେସ ଅଧ୍ୟକ୍ଷ

ଶ୍ରୀନଗର: ଜମ୍ମୁ-କଶ୍ମୀରର ପହଲଗାମରେ ପର୍ଯ୍ୟଟକଙ୍କ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ନେଇ ସାରା ଦେଶରେ ଉତ୍ତେଜନା ପ୍ରକାଶ ପାଇଛି। ଏହି ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଥିବା ସମ୍ପର୍କରେ ତିକ୍ତତା ବଢ଼ିଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପହଲଗାମର … Read More

ଆତଙ୍କବାଦୀଙ୍କୁ ସ୍ବାଧୀନତା ସଂଗ୍ରାମୀ ବୋଲି କହିଲେ ପାକିସ୍ତାନର ଉପ ପ୍ରଧାନମନ୍ତ୍ରୀ

ଇସ୍‌ଲାମବାଦ୍‌: ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢିବାରେ ଲାଗିଛି । ଯୁଦ୍ଧ ଆଶଙ୍କା ମଧ୍ୟରେ ପାକିସ୍ତାନର ଉପ ପ୍ରଧାନମନ୍ତ୍ରୀ ତଥା ବୈଦେଶିକ ମନ୍ତ୍ରୀ ଇଶାକ ଦାରଙ୍କ ଭାରତ ବିରୋଧରେ ଦେଇଛନ୍ତି ବଡ଼ ବୟାନ । ଜମ୍ମୁ ଓ କଶ୍ମୀରର ପହଲଗାମ … Read More

ନିୟନ୍ତ୍ରଣ ରେଖାରେ ଗୁଳିମାଡ କଲା ପାକିସ୍ତାନ, ଭାରତ ଦେଲା କଡା ଜବାବ

ନୂଆଦିଲ୍ଲୀ : ନିୟନ୍ତ୍ରଣ ରେଖାରେ କିଛି ସ୍ଥାନୀରେ ପାକିସ୍ତାନୀ ସେନା ତରଫରୁ ଫାୟାରିଂ କରାଯାଇଛି । ଭାରତୀୟ ସେନା ଅଧିକାରୀ ସୂଚନା ଦେଇଛନ୍ତି କି ଏହାର କଡା ଜବାବ ଦିଆଯାଇଛି । ସେନାର ସୂଚନା ଅନୁସାରେ ଭାରତୀୟ ସେନା ଗୁରୁବାର ରାତିରେ … Read More

ପହଲଗାମ ଆକ୍ରମଣରେ ସାମିଲ ଜଣେ ଆତଙ୍କୀ ଘରେ ବୁଲିଲା ବୁଲଡୋଜର

ନୂଆଦିଲ୍ଲୀ : ପହଲଗାମ ଆକ୍ରମଣରେ ସାମିଲ ସ୍ଥାନୀୟ ଆତଙ୍କୀ ଆଦିଲ ହୁସୈନ ଥୋକରର ଅନନ୍ତନାଗ ଜିଲାର ବିଜହେରା ଅଞ୍ଚଳରେ ସ୍ଥିତ ଘରକୁ ସୁରକ୍ଷାବଳ ବୋମାରେ ଉଡାଇ ଦେଇଛନ୍ତି । ଆଦିଲ ଥୋକ ଓରଫ ଆଦିଲ ଗୁରୀ ରୂପେ ପରିଚୟ ମିଳିଛି । … Read More

ପହଲଗାମ ଆତଙ୍କବାଦୀ ଆକ୍ରମଣ ପଛରେ ପାକିସ୍ତାନର ହାତ ଅଛି ବୋଲି ଭାରତ ପ୍ରମାଣ ଦେଉ – ଇସାକ ଡାର

ଇସଲାମାବାଦ,୨୪।୪: ଜମ୍ମୁ-କଶ୍ମୀରର ପହଲଗାମ ଆତଙ୍କବାଦୀ ଆକ୍ରମଣ ଉପରେ ଭାରତର ପ୍ରତିଶୋଧମୂଳକ କାର୍ଯ୍ୟାନୁଷ୍ଠାନକୁ ପାକିସ୍ତାନ ଚ୍ୟାଲେଞ୍ଜ କରିଛି। ସେ କହିଛନ୍ତି ଯେ ଯଦି ଭାରତ ପାଖରେ ଆକ୍ରମଣର କୌଣସି ପ୍ରମାଣ ଅଛି, ତେବେ ତାହା ଉପସ୍ଥାପନ କରିବା ଉଚିତ। ଜାତୀୟ ସୁରକ୍ଷା କମିଟି … Read More

ପାକିସ୍ତାନ ନାଗରିକଙ୍କ ଭିସା ବାତିଲ ପରେ ଅଡୁଆରେ ସୀମା ହାଇଦର

ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ ଭାରତ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରି ଦେଶରେ ରହୁଥିବା ସମସ୍ତ ପାକିସ୍ତାନୀ ନାଗରିକଙ୍କ ଭିସା ବାତିଲ କରିଛନ୍ତି। ଏହା ସହିତ, ୪୮ ଘଣ୍ଟା ମଧ୍ୟରେ ଦେଶ ଛାଡିବାକୁ ନିର୍ଦ୍ଦେଶ ଦିଆଯାଇଛି। … Read More