୨୨ରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସାଉଦି ଆରବ ଗସ୍ତ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୨୨ରେ ସାଉଦି ଆରବ ଗସ୍ତରେ ଯିବେ ବୋଲି ତାଙ୍କ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡିଛି। ସାଉଦି ଯୁବରାଜ ମହମ୍ମଦ ବିନ୍‌ ସଲମାନଙ୍କ ଆମନ୍ତ୍ରଣ କ୍ରମେ ମୋଦୀ ସେଠାକୁ ଯାଉଛନ୍ତି। ଦୁଇ ଦିନିଆ ଗସ୍ତ କାଳରେ … Read More

ଦିଲ୍ଲୀରେ ଆୟୁଷ୍ମାନ ଭାରତ କାର୍ଯ୍ୟକାରୀ କରିବା ପାଇଁ ଆଠଟି କମିଟି ଗଠନ

ଦିଲ୍ଲୀରେ କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ଯୋଜନା ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା (AB-PMJAY) କାର୍ଯ୍ୟକାରୀ କରିବା ଦିଗରେ ଏକ ବଡ଼ ପଦକ୍ଷେପ ନିଆଯାଇଛି । ଏ ନେଇ ଦିଲ୍ଲୀ ସରକାରଙ୍କ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ଏହି ଯୋଜନାର … Read More

କୁଳଭୂଷଣ ଯାଦବଙ୍କୁ ନେଇ ପାକିସ୍ତାନର ନୂଆ ଖେଳ, ଛଡ଼ାଇନେଲା ଅପିଲ କରିବାର ଅଧିକାର

ନୂଆଦିଲ୍ଲୀ: କୁଳଭୂଷଣ ଯାଦବଙ୍କୁ ନେଇ ପାକିସ୍ତାନର ନାଟକ ପୁଣି ଥରେ ସାମ୍ନାକୁ ଆସିଛି। ପାକିସ୍ତାନ ଯାଦବଙ୍କ ପରିବାରଠାରୁ ଆବେଦନ କରିବାର ଅଧିକାର ମଧ୍ୟ ଛଡ଼ାଇ ନେଇଛି। ଇସ୍ଲମାବାଦ ନିଜେ ପାକିସ୍ତାନ ସୁପ୍ରିମକୋର୍ଟରେ ଏହା ସ୍ୱୀକାର କରିଛି। ୨୦୧୯ ମସିହାରେ ଯାଦବଙ୍କ ସହ … Read More

ଜମ୍ମୁ-କାଶ୍ମୀରରେ ପ୍ରକୃତିର ତାଣ୍ଡବଲୀଳା, ରାମବନ ଛାରଖାର

ଶ୍ରୀନଗର: ଜମ୍ମୁ-କାଶ୍ମୀରରେ ପ୍ରକୃତିର ତାଣ୍ଡବଲୀଳା ପରେ ଛାରଖାର ହୋଇଛି ରାମବନ । ବିପର୍ଯ୍ୟୟରେ ସବୁଠୁ ଅଧିକ ରାମବନରେ କ୍ଷୟକ୍ଷତି ହୋଇଥିବା ବେଳେ ଧୋଇ ଯାଇଛି ରାସ୍ତାଘାଟ । ବାଦଲଫଟା ବର୍ଷା ଏବଂ ତତ୍ ଜନିତ ଭୂସ୍ଖଳନ ଫଳରେ ଅନେକ ସ୍ଥାନରେ ଧସିଯାଇଛି … Read More

କାନାଡା ଗୁରୁଦ୍ବାରାରେ ଖାଲିସ୍ତାନୀଙ୍କ ଭଙ୍ଗାରୁଜ୍ଜା, କାନ୍ଥରେ ଲେଖିଲେ “ଖାଲିସ୍ତାନ ଜିନ୍ଦାବାଦ !”

ଓଟାୱା: ଖାଲିସ୍ତାନୀ ଆତଙ୍କବାଦୀମାନେ ଗୁରୁଦ୍ୱାରକୁ ମଧ୍ୟ ଛାଡ଼ୁ ନାହାନ୍ତି। ଏଥର ସେମାନେ କାନାଡାର ଭାନକୁଭରରେ ଥିବା ଗୁରୁଦ୍ୱାରରେ ଭଙ୍ଗାରୁଜା କରିବା ସହ କାନ୍ଥରେ ଖାଲିସ୍ତାନ ଜିନ୍ଦାବାଦ ସ୍ଲୋଗାନ ଲେଖିଛନ୍ତି। ସେମାନେ ମଧ୍ୟ ଭାରତ ବିରୋଧୀ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିରୋଧରେ … Read More

ସାଂସଦ ନିଶିକାନ୍ତ ଦୁବେଙ୍କ ବିରୋଧରେ ଚାଲିବ ଅଦାଲତ ଅବମାନନା ମାମଲା !

ନୂଆଦିଲ୍ଲୀ : ସୁପ୍ରିମକୋର୍ଟ ଏବଂ ମୁଖ୍ୟ ବିଚାରପତିଙ୍କ ସମ୍ପର୍କରେ ସାଂସଦ ନିଶିକାନ୍ତ ଦୁବେଙ୍କ ବିବାଦୀୟ ବୟାନକୁ ନେଇ ଅବମାନନା ମାମଲା ରୁଜୁ ପାଇଁ ଦାବି ଆରମ୍ଭ ହୋଇଛି। ସୁପ୍ରିମକୋର୍ଟର ଜଣେ ଓକିଲ ରେକର୍ଡରେ ଥିବା ଓକିଲ ଆଟର୍ଣ୍ଣି ଜେନେରାଲଙ୍କୁ ଏକ ଚିଠି … Read More

ଦିଲ୍ଲୀରେ ଭୁଶୁଡ଼ି ପଡ଼ିଲା କୋଠା, ୧୧ ମୃତ

ନୂଆଦିଲ୍ଲୀ: ଦିଲ୍ଲୀର ମୁସ୍ତାଫାବାଦ ଅଞ୍ଚଳର ଶକ୍ତି ବିହାରରେ ଶନିବାର (୧୯ ଏପ୍ରିଲ) ପ୍ରତ୍ୟୁଷରେ ଏକ ଚାରି ମହଲା କୋଠା ଭୁଶୁଡ଼ି ପଡ଼ିଛି। ଏହି ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୧୧ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୨୨ ଜଣଙ୍କୁ ଭଗ୍ନାବଶେଷରୁ ଉଦ୍ଧାର କରାଯାଇଛି। କୋଠା ଭୁଶୁଡ଼ିବା … Read More

ହଜ୍ କୋଟା: ଭାରତ ପାଇଁ ୧୦ ଓ ପାକିସ୍ତାନ ପାଇଁ ୨୪ ହଜାର

ଚଳିତ ବର୍ଷ ଭାରତକୁ ୧.୭ ଲକ୍ଷ ହଜ୍ ଯାତ୍ରୀଙ୍କ କୋଟା ମିଳିଛି, ଯେଉଁଥିରୁ ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରଣାଳୟକୁ ୧ ଲକ୍ଷ ୨୨ ହଜାର ୫୧୮ ତୀର୍ଥଯାତ୍ରୀଙ୍କ ପାଇଁ ବ୍ୟବସ୍ଥା କରିବାକୁ ପଡିବ ଏବଂ ଘରୋଇ ପରିଚାଳକମାନେ ୫୨ ହଜାର ୫୦୭ ତୀର୍ଥଯାତ୍ରୀଙ୍କ … Read More

ଭାରତ ଆସିବେ ଏଲନ ମସ୍କ୍, ଏକ୍ସରେ ଦେଲେ ସୂଚନା

ୱାଶିଂଟନ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଟେଲିଫୋନରେ କଥାବାର୍ତ୍ତା ପରେ, ଟେସଲା ସିଇଓ ଏବଂ ଆମେରିକୀୟ ଶିଳ୍ପପତି ଏଲନ ମସ୍କ ଚଳିତ ବର୍ଷ ଭାରତ ଗସ୍ତରେ ଆସିବା ବିଷୟ ଘୋଷଣା କରିଛନ୍ତି। ମୋଦୀଙ୍କ ସହ କଥା ହେବା ପରେ, ସେ ତାଙ୍କ … Read More

ବାଂଲାଦେଶରେ ହିନ୍ଦୁ ନେତାଙ୍କୁ ହତ୍ୟାର ଦୃଢ଼ ନିନ୍ଦା କଲା ଭାରତ

ବାଂଲାଦେଶରେ ସଂଖ୍ୟାଲଘୁ ହିନ୍ଦୁ ନେତା ଭବେଶ ଚନ୍ଦ୍ର ରଏଙ୍କୁ ହତ୍ୟା କରାଯାଇଛି। ଭବେଶଙ୍କୁ ଅପହରଣ କରାଯିବା ପରେ ଅତି ନିର୍ମମ ଭାବେ ତାଙ୍କୁ ହତ୍ୟା କରାଯିବା ଘଟଣାର ଦୃଢ଼ ନିନ୍ଦା କରିଛି ଭାରତ। ଏହା ମହମ୍ମଦ ୟୁନୁସଙ୍କ ନେତୃତ୍ଵାଧୀନ ଅନ୍ତରୀଣ ସରକାରର … Read More