ସୁପ୍ରିମକୋର୍ଟ ଭାରତର ରାଷ୍ଟ୍ରପତିଙ୍କୁ ନିର୍ଦ୍ଦେଶ ଦେଇପାରିବେ ନାହିଁ

ନୂଆଦିଲ୍ଲୀ : ରାଷ୍ଟ୍ରପତି ଏବଂ ରାଜ୍ୟପାଳମାନଙ୍କୁ ବିଲ୍ ମଞ୍ଜୁର କରିବା ପାଇଁ ସୁପ୍ରିମକୋର୍ଟଙ୍କ ସମୟସୀମା ଧାର୍ଯ୍ୟ କରିବା ଉପରେ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ଅସନ୍ତୋଷ ପ୍ରକାଶ କରିଛନ୍ତି। ସେ କହିଥିଲେ ଯେ ଆମେ ଏପରି ପରିସ୍ଥିତି ସୃଷ୍ଟି କରିପାରିବୁ ନାହିଁ ଯେଉଁଠାରେ … Read More

ଗ୍ରେନେଡ୍ ଆକ୍ରମଣ ଘଟଣାରେ ସେନା ଯବାନ ଗିରଫ

ପଞ୍ଜାବରେ ଗତ ମାସରେ ଜଣେ ସୋସିଆଲ ମିଡିଆ ଇନଫ୍ଲୁଏନ୍ସରଙ୍କ ବାସଭବନ ଉପରେ ଗ୍ରେନେଡ୍ ଆକ୍ରମଣ ଘଟଣାରେ ଜଳନ୍ଧର ପୁଲିସ ଜଣେ ସେନା ଯବାନଙ୍କୁ ଗିରଫ କରିଛି। ଜଳନ୍ଧର ଗ୍ରାମୀଣର ବରିଷ୍ଠ ଆରକ୍ଷୀ ଅଧୀକ୍ଷକ ହରବିନ୍ଦର ସିଂ ଭିର୍କ ପ୍ରକାଶ କରିଛନ୍ତି ଯେ … Read More

ପଶ୍ଚିମବଙ୍ଗ ହିଂସା ଯୋଜନାବଦ୍ଧ: ମମତା

କୋଲକାତା: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଜି କହିଛନ୍ତି, ୱକଫ୍‌ ଆ‌ଇନକୁ ନେଇ ରାଜ୍ୟରେ ହୋଇଥିବା ହିଂସା‌ ଯୋଜନାବଦ୍ଧ। ରାଜ୍ୟରେ ବିଶୃଙ୍ଖଳା ସୃଷ୍ଟି କରିବାପାଇଁ ବାଂଲାଦେଶୀ ଦୁର୍ବୃତ୍ତଙ୍କୁ ପ୍ରବେଶ ଅନୁମତି ଦେବାକୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏବଂ ବିଏସଏଫ୍‌ ଦ୍ବାରା … Read More

ଓ୍ବାକଫ୍‌ ସଂଶୋଧନ ଆଇନ: ସରକାରଙ୍କୁ ୭ ଦିନ ସମୟ, ପରବର୍ତ୍ତୀ ଶୁଣାଣି ଯାଏ ହେବନି ନୂଆ ନିଯୁକ୍ତି

ନୂଆଦିଲ୍ଲୀ: ଓ୍ବାକଫ୍‌ ସଂଶୋଧନ ଆଇନ ୨୦୨୫କୁ ନେଇ ଦାଖଲ କରାଯାଇଥିବା ଆବେଦନଗୁଡ଼ିକ ଉପରେ ସୁପ୍ରିମକୋର୍ଟ ଗୁରୁବାର ଶୁଣାଣି କରିଛନ୍ତି। ପ୍ରଧାନ ବିଚାରପତି ସଞ୍ଜୀବ ଖାନ୍ନା, ଜଷ୍ଟିସ୍‌ ସଞ୍ଜୟ କୁମାର ଏବଂ ଜଷ୍ଟିସ୍‌ କେଭି ବିଶ୍ୱନାଥନଙ୍କ ଖଣ୍ଡପୀଠ କେନ୍ଦ୍ରର ଦାବି ଅନୁସାରେ ଜବାବ … Read More

ପରମାଣୁ ଅସ୍ତ୍ର ନିକଟତର ଇରାନ, ଚିନ୍ତାରେ ଆମେରିକା ଓ ସାଉଦି ଆରବ

ପରମାଣୁ ଅସ୍ତ୍ର ତିଆରି କରିବାର ଅତି ନିକଟତର ହୋଇଛି ଇରାନ। ଜାତିସଂଘ ଦ୍ଵାରା ପରିଚାଳିତ ଆନ୍ତର୍ଜାତିକ ପରମାଣୁ ଶକ୍ତି ସଂସ୍ଥା(ଆଇଏଇଏ) ମୁଖ୍ୟ ରାଫାଏଲ୍ ଗ୍ରୋସି ଏହା କହିଛନ୍ତି। ଗ୍ରୋସି ବର୍ତ୍ତମାନ ଇରାନ ଗସ୍ତରେ ରହିଛନ୍ତି। ସେ କହିଛନ୍ତି ଯେ, ବର୍ତ୍ତମାନ ସୁଦ୍ଧା … Read More

ଇସ୍ରାଏଲୀ ଯୁଦ୍ଧ ବିମାନ ନିଜ ଅଞ୍ଚଳରେ ବୋମା ମାଡ଼ କରି ଆତଙ୍କ ସୃଷ୍ଟି କଲା

ତେଲ ଅଭିଭ: ଇସ୍ରାଏଲୀ ବାୟୁସେନାର ଏକ ଯୁଦ୍ଧ ବିମାନ ମଙ୍ଗଳବାର ରାତିରେ ଭୁଲବଶତଃ ନିଜ ଅଞ୍ଚଳରେ ବୋମା ପକାଇଛି। ଏହି ବୋମା ବିସ୍ଫୋରଣ ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଥିଲା। ଇସ୍ରାଏଲୀ ଯୁଦ୍ଧ ବିମାନ ଯେଉଁଠାରେ ବୋମା ପକାଇଥିଲା ସେହି ସ୍ଥାନରୁ ଅଳ୍ପ … Read More

ଶିଶୁ ଚାଲାଣ ମାମଲା: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ୬ ମାସ ମଧ୍ୟରେ ମାମଲାର ବିଚାର ଶେଷ କରନ୍ତୁ

ନୂଆଦିଲ୍ଲୀ,୧୬।୪: ଶିଶୁ ଚାଲାଣ ମାମଲାରେ ଦୋଷୀଙ୍କୁ କଠୋର ଦଣ୍ଡ ଓ ଶୀଘ୍ର ନ୍ୟାୟ ପ୍ରଦାନ ପାଇଁ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ଜଷ୍ଟିସ ଜେ.ବି. ପର୍ଦ୍ଦିୱାଲା ଓ ଜଷ୍ଟିସ ଆର. ମହାଦେବନଙ୍କ ଖଣ୍ଡପୀଠ ଦେଶର ସମସ୍ତ ହାଇକୋର୍ଟଙ୍କୁ ନିର୍ଦ୍ଦେଶ … Read More

‘ମୁସଲମାନମାନେ ହିନ୍ଦୁ ବୋର୍ଡ ଚଲାଇବେ କି?’: ୱାକଫ ଆଇନର ବିବାଦ ମଧ୍ୟରେ କେନ୍ଦ୍ରକୁ ଭର୍ତ୍ସନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୬।୪: ସୁପ୍ରିମକୋର୍ଟ ବୁଧବାର ବିବାଦୀୟ ୱାକଫ ସଂଶୋଧନ ଆଇନ, ୨୦୨୫ ଉପରେ ଶୁଣାଣି କରି କେନ୍ଦ୍ର ସରକାରଙ୍କୁ ଭର୍ତ୍ସନା କରିଛନ୍ତି। କୋର୍ଟ ଏହି ଆଇନକୁ ଚ୍ୟାଲେଞ୍ଜ କରି ୭୩ଟି ଆବେଦନର ଶୁଣାଣି କରୁଥିଲା, ଯାହା ଅନେକ ରାଜ୍ୟରେ ବିରୋଧ ସୃଷ୍ଟି କରିଛି। ମୁଖ୍ୟ … Read More

ଭାଷା ବିଭାଜନର କାରଣ ହେବା ଉଚିତ୍ ନୁହେଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୬।୪: ମହାରାଷ୍ଟ୍ରର ଏକ ପୌରପାଳିକାର ସାଇନ୍ ବୋର୍ଡରେ ଉର୍ଦ୍ଦୁ ବ୍ୟବହାର କରିବାର ଚ୍ୟାଲେଞ୍ଜକୁ ପ୍ରତ୍ୟାଖ୍ୟାନ କରି ସୁପ୍ରିମକୋର୍ଟ ଚେତାବନୀ ଦେଇଛନ୍ତି ଯେ ଭାଷା ବିଭାଜନର କାରଣ ହେବା ଉଚିତ୍ ନୁହେଁ ଏବଂ ଭାରତର ଭାଷାଗତ ବିବିଧତାକୁ ପ୍ରଶଂସା କରାଯିବା ଉଚିତ। ”ବର୍ତ୍ତମାନର ମାମଲାକୁ … Read More

ବଢିପାରେ ଦିଗବିଜୟଙ୍କ ଅଡୁଆ, ପୁଣି ଖୋଲିବ ସରଳା ମିଶ୍ରଙ୍କ ମୃତ୍ୟୁ ମାମଲା

ନୂଆଦିଲ୍ଲୀ: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟସଭା ସାଂସଦ ଦିଗବିଜୟ ସିଂହଙ୍କ ସମସ୍ୟା ବଢ଼ିପାରେ, କାରଣ ୨୮ ବର୍ଷ ପରେ କଂଗ୍ରେସ ନେତ୍ରୀ ସରଳା ମିଶ୍ରଙ୍କ ମୃତ୍ୟୁ ମାମଲା ପୁଣି ଥରେ ଖୋଲିବାକୁ ଯାଉଛି। ଏହି ମାମଲାରେ, ସରଳା ମିଶ୍ରଙ୍କ ଭାଇ … Read More